ଛତିଶା ନିଯୋଗ ବୈଠକ ଶେଷ, ଚନ୍ଦ୍ରଗ୍ରହଣ ନୀତି ନିର୍ଘଣ୍ଟକୁ ଅନୁମୋଦନ
ପୁରୀ : ଛତିଶା ନିଯୋଗ ବୈଠକ ଶେଷ ହୋଇଛି । ସେପ୍ଟେମ୍ବର ୭ ତାରିଖ ଚନ୍ଦ୍ରଗ୍ରହଣ ନୀତି ନିର୍ଘଣ୍ଟକୁ ଛତିଶା ନିଯୋଗ ବୈଠକରେ ଅନୁମୋଦନ ମିଳିଛି। ରାତ୍ର ୨ ଟାରୁ ଫିଟିବ ଦ୍ବାର । ୨ଟା ୪୦ରେ ମଙ୍ଗଳ ଆଳତି ବଢି ଅନ୍ୟାନ ନୀତିକାନ୍ତି ହେବ । ଦିନ ୧୨ ଟା ୩୦ ସୁଦ୍ଧା ସମସ୍ତ ନୀତିକାନ୍ତି ଅନୁଷ୍ଠିତ…