ସ୍ଥିର ରହିଛି ସୁନା ଏବଂ ରୁପା ଦର, ଜାଣନ୍ତୁ ଆଜି କେଉଁ ସହରରେ କେତେ ମୂଲ୍ୟ
ଗହଣା କିଣିବା ପୂର୍ବରୁ ନଜର ପକାନ୍ତୁ କେଉଁ ସହରରେ କେତେ ରହିଛି ସୁନା ଦର । ତେବେ ଯଦି ଆପଣ ଆଜି ସୁନା କିଣିବାକୁ ଚାହୁଁଛନ୍ତି ବା ଯୋଜନା କରିଛନ୍ତି ତେବେ ପ୍ରଥମେ ଜାଣି ନିଅନ୍ତୁ ଆଜିର ସୁନା ଦର ।
ଆଜି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ୧,୨୨,୦୨୦ ଟଙ୍କା ରହିଛି । ସେହିପରି ୨୨…