ପୋଲିସରେ ନିଯୁକ୍ତି ନାଁରେ ଠକେଇ ଅଭିଯୋଗ, ଠକ ଗିରଫ
ଭୁବନେଶ୍ୱର : ପୋଲିସରେ ନିଯୁକ୍ତି ନାଁରେ ଠକେଇ । କନେଷ୍ଟବଳ ଚାକିରି ଦେବାକୁ କହି ୨୫ଲକ୍ଷ ଟଙ୍କା ଠକେଇ ଅଭିଯୋଗ । ଠକେଇ ଟଙ୍କାରେ ଦାମୀ ଗାଡି ଓ ବାଇକ କିଣି ଅୟସ କରୁଥିଲା ଅଭିଯୁକ୍ତ । ଏହି ଘଟଣାରେ ମୟୂରଭଞ୍ଜ ରାଇରଙ୍ଗପୁର ଅଞ୍ଚଳରୁ ଠକ ଦେବବ୍ରତକୁ ଗିରଫ କରିଛି ଭୁବନେଶ୍ୱର ମଞ୍ଚେଶ୍ୱର…