ଟିମ୍ ଇଣ୍ଡିଆର ପୂର୍ବତନ ଓପନର ବିରେନ୍ଦ୍ର ସେହ୍ବାଗଙ୍କ ସାନ ଭାଇ ଗିରଫ, ନାଁରେ ଥିଲା ୭ କୋଟି ଟଙ୍କାର ଚେକ୍ ବାଉନ୍ସର…
ଟିମ୍ ଇଣ୍ଡିଆର ପୂର୍ବତନ ଓପନର ବିରେନ୍ଦ୍ର ସେହ୍ବାଗ ବର୍ତ୍ତମାନ ସମସ୍ୟା ଘେରରେ । ସେହ୍ବାଗଙ୍କ ସାନ ଭାଇ ବିନୋଦ ସେହ୍ବାଗଙ୍କୁ ଚଣ୍ଡିଗଡ଼ର ମନୀମାଜରା ଥାନା ପୋଲିସ ଗିରଫ କରିଛି । କୋର୍ଟ ତାଙ୍କୁ ପଳାତକ ଘୋଷଣା କରିଥିଲେ । ବିନୋଦ ସେହୱାଗଙ୍କ ଚେକ୍ ବାଉନ୍ସ ମାମଲାରେ କୋର୍ଟରେ ହାଜର ନ ହେବା…