କମିଲା ସୁନାଦର, କିଣିବା ପୂର୍ବରୁ ଦାମ ଜାଣନ୍ତୁ…
ଗହଣା କିଣିବା ପୂର୍ବରୁ ନଜର ପକାନ୍ତୁ କେଉଁ ସହରରେ କେତେ ରହିଛି ସୁନା ଦର । ତେବେ ଯଦି ଆପଣ ଆଜି ସୁନା କିଣିବାକୁ ଚାହୁଁଛନ୍ତି ବା ଯୋଜନା କରିଛନ୍ତି ତେବେ ପ୍ରଥମେ ଜାଣି ନିଅନ୍ତୁ ଆଜି ସୁନା ଦର ।
ଆଜି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ୧, ୦୨, ୨୮୦ ଟଙ୍କା ରହିଛି । ସେହିପରି ୨୨…