ଗୋଳାବାରୁଦ କାରଖାନାରେ ବିସ୍ଫୋରଣ, ଜଣେ କର୍ମଚାରୀ ଗୁରୁତର
ଟିଟଲାଗଡ: ଗୋଳାବାରୁଦ କାରଖାନାରେ ବିସ୍ଫୋରଣ । ଟିଟଲାଗଡ ଜିଲ୍ଲା ସଇଁତଳା ବଡମାଳ ୟୁନିଟ୍ ୬ ଅଞ୍ଚଳରେ ଏଭଳି ଅଭାବନୀୟ ଘଟଣା ଘଟିଛି । ରାସାୟନିକ ମିଶ୍ରଣ ବେଳେ ଅଗ୍ନିକାଣ୍ଡ ଘଟିଥିବା ସୂଚନା ମିଳିଛି । ଅଗ୍ନିକାଣ୍ଡରେ ଜଣେ କର୍ମଚାରୀ ଗୁରୁତର ଆହତ ହୋଇଛନ୍ତି । ତାଙ୍କୁ ଚିକିତ୍ସା ପାଇଁ…