ଛଟ୍ ପୂଜା ପାଇଁ ଘରକୁ ଯାଉଥିବା ବେଳେ ଟ୍ରେନରୁ ଖସିପଡିଲେ ୩ ଯୁବକ, ୨ ମୃତ
ମହାରାଷ୍ଟ୍ର : ମହାରାଷ୍ଟ୍ରର ନାସିକ ରୋଡ୍ ରେଳ ଷ୍ଟେସନ ନିକଟରେ ବଡ଼ ଦୁର୍ଘଟଣା ଘଟିଛି । ଛଟ ପୂଜା ପାଇଁ ଘରକୁ ଫେରୁଥିବା ତିନି ଜଣ ଯାତ୍ରୀ ଟ୍ରେନ୍ରୁ ଛିଟିକି ପଡିବାର ଦୁଇଜଣଙ୍କର ମୃତ୍ୟୁ ହୋଇଛି । ସେହିପରି ଜଣେ ଗୁରୁତର ଆହତ ହୋଇଥିଲେ । ଘଟଣା ସମ୍ପର୍କରେ ସୂଚନା ପାଇବା ପରେ ଏକ ପୋଲିସ…