ପୁଣି ଲାଲବାହିନୀକୁ ଶକ୍ତ ଧକ୍କା, ୧୨ ମାଓବାଦୀ ନିହତ ଓ ୩ ଯବାନ ସହିଦ
ଛତିଶଗଡ଼ : ପୁଣି ଲାଲବାହିନୀକୁ ଶକ୍ତ ଧକ୍କା । ସୁରକ୍ଷା କର୍ମୀଙ୍କ ଗୁଳିରେ ଟଳିରେ ୧୨ ମାଓବାଦୀ । ନକ୍ସଲଙ୍କ ପାଲଟା ଗୁଳିରେ ୩ ଡିଆରଜି ଯବାନ ସହିଦ । ଦାନ୍ତେୱାଡା ଓ ବିଜାପୁର ସୀମାନ୍ତ ଭୈରମଗଡ଼ ଅଞ୍ଚଳର କେଶକତୁଲ ଜଙ୍ଗଲରେ ଏନକାଉଣ୍ଟର । ମାଓ ନିପାତ ଅଭିଯାନରେ ବଡ଼ ସର୍ଚ୍ଚ ଅପରେସନ ଆରମ୍ଭ…