ଛତିଶଗଡ଼: ଭାରସାମ୍ୟ ହରାଇ ଓଲଟିଲା ଗାଡ଼ି, ୧୫ ବିଏସ୍ଏଫ୍ ଯବାନ ଆହତ; ୪ ସଙ୍କଟାପନ୍ନ
ଛତିଶଗଡ଼ର ନାରାୟଣପୁରରେ ବିଏସ୍ଏଫ୍ ଯବାନଙ୍କ ଗାଡ଼ି ଦୁର୍ଘଟଣାଗ୍ରସ୍ତ ହୋଇଛି। ମିଳିଥିବା ସୂଚନା ମୁତାବକ, ବିଏସ୍ଏଫ୍ ଯବାନମାନେ ୪୦୭ ମାଟାଡୋରରେ ଯାଉଥିଲେ। ଏହି ସମୟରେ ଗାଡ଼ି ଭାରସାମ୍ୟ ହରାଇ ଓଲଟି ପଡ଼ିଥିଲା। ଏଥିରେ ୧୫ ଜଣ ଯବାନ ଆହତ ହୋଇଥିବା ବେଳେ ସେମାନଙ୍କ ମଧ୍ୟରୁ ୪ ଜଣଙ୍କ ଅବସ୍ଥା…