Browsing Tag

chief construction engineer

ଗ୍ରାମ୍ୟ ଉନ୍ନୟନ ମୁଖ୍ୟ ନିର୍ମାଣ ଯନ୍ତ୍ରୀଙ୍କ ସଂପତ୍ତି ଦେଖି ଭିଜିଲାନ୍ସ ଟେରା, ନଗଦ ୪୬ ଲକ୍ଷ ଟଙ୍କା ଓ ୫ ଶହ ଗ୍ରାମ…

ଭୁବନେଶ୍ୱର : ବାଲେଶ୍ବର ଗ୍ରାମ୍ୟ ଉନ୍ନୟନ ମୁଖ୍ୟ ନିର୍ମାଣ ଯନ୍ତ୍ରୀଙ୍କ ଘରୁ ନଦର ୪୬ ଲକ୍ଷ ଟଙ୍କା ୪୫ ହଜାର ଟଙ୍କା ଜବତ । ୩ କୋଟି ୪୨ଲକ୍ଷରୁ ରହିଛି ଅଧିକ ଟଙ୍କାର ଜମା ଓ ବୀମା । ଆୟବର୍ହିଭୂତ ସଂପତ୍ତି ଠୁଳ ଅଭିଯୋଗରେ ବାଲେଶ୍ବର ଗ୍ରାମ୍ୟ ଉନ୍ନୟନ ବିଭାଗ ମୁଖ୍ୟ ନିର୍ମାଣ ଯନ୍ତ୍ରୀ ଏନଭି…

ଭିଜିଲାନ୍ସ ଜାଲରେ ମୁଖ୍ୟ ନିର୍ମାଣ ଯନ୍ତ୍ରୀ, ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ୯ଟି ସ୍ଥାନରେ ରେଡ୍

ବଲାଙ୍ଗୀର: ଭିଜିଲାନସର ବଡ଼ ଧରଣର ଚଢ଼ାଉ । ଭିଜିଲାନ୍ସ ଜାଲରେ ବଲାଙ୍ଗୀର ଲୋୟର ସୁକତେଲ ମୁଖ୍ୟ ନିର୍ମାଣ ଯନ୍ତ୍ରୀ ସୁନୀଲ କୁମାର ରାଉତ । ଭୁବନେଶ୍ବର ପୁରୀ, କଟକ , ଅନୁଗୁଳ, ବଲାଙ୍ଗୀରରେ ଏକକାଳୀନ ୯ଟି ସ୍ଥାନରେ ଚାଲିଛି ଚଢ଼ାଉ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ରେଡ୍ କରାଯାଉଛି।…