Browsing Tag

chief minister mohan charan majhi

ବିଜୁ ପଟ୍ଟନାୟକଙ୍କ ଅଧୁରା ସ୍ବପ୍ନକୁ ପୂରଣ କରିବ ଆମ ସରକାର: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ବିଜୁ ପଟ୍ଟନାୟକଙ୍କ ଅଧୁରା ସ୍ବପ୍ନକୁ ପୂରଣ କରିବ ଆମ ସରକାର । ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ୨୯ତମ ଶ୍ରାଦ୍ଧ ଦିବସ ଅବସରରେ ବିଜୁ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ବିଜୁ ବାବୁ…

ରାଜ୍ୟରେ ନୂଆ ୨୫୦ ଆମ୍ବୁଲାନ୍ସର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ, ଜରୁରୀକାଳୀନ ଚିକିତ୍ସା ସେବାକୁ କରିବ ଅଧିକ ସୁଦୃଢ଼

ଭୁବନେଶ୍ୱର : ରାଜ୍ୟରେ ଗଡିଲା ୨୫୦ ନୂଆ ଆମ୍ବୁଲାନ୍ସ । ଦ୍ୱିତୀୟ ପର୍ଯ୍ୟାୟରେ ୨୫୦ ଆମ୍ବୁଲାନ୍ସ ଲୋକାର୍ପିତ କରାଯାଇଛି । ଆଜି ଭୁବନେଶ୍ୱରସ୍ଥିତ କଳିଙ୍ଗ ଷ୍ଟାଡିୟମ୍ ପରିସରରେ ଆୟୋଜିତ କାର୍ଯ୍ୟକ୍ରମରେ ଅଧିକ ୨୫୦ ଟି ନୂଆ ଆମ୍ବୁଲାନ୍ସ ଲୋକାର୍ପଣ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ।…

ଓଡ଼ିଶା ସେମିକଣ୍ଡକ୍ଟର ହବ୍ ହେବାକୁ ପ୍ରସ୍ତୁତ : ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ସେମିକଣ୍ଡକ୍ଟର ହବ୍ ହେବ ଓଡ଼ିଶା । ଓଡ଼ିଶା ସେମିକଣ୍ଡକ୍ଟର ହବ୍ ହେବାକୁ ପ୍ରସ୍ତୁତ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ସେମିକନ୍-ଇଣ୍ଡିଆ ୨୦୨୫ ରେ ଯୋଗଦେଇ କହିଛନ୍ତି । ନୂଆଦିଲ୍ଲୀରେ ଆୟୋଜିତ ପ୍ରତିଷ୍ଠିତ SEMICON-India ୨୦୨୫ ସମ୍ମିଳନୀରେ ଅଂଶଗ୍ରହଣ କରିଥିଲେ…

ଆଜି ଦିଲ୍ଲୀରେ ମୋହନ-ଶାହ ଭେଟ, ରାଜ୍ୟରେ ୩ ନୂଆ ଅପରାଧ ଆଇନ ଲାଗୁ ନେଇ କରିବେ ଆଲୋଚନା

ଭୁବନେଶ୍ୱର : ଆଜି ଦିଲ୍ଲୀରେ ମୋହନ-ଶାହ ଭେଟ ।  ଦିଲ୍ଲୀ ଗସ୍ତରେ ଥିବା ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଆଜି କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହଙ୍କୁ ଭେଟିବେ । ରାଜ୍ୟରେ ୩ ନୂଆ ଅପରାଧ ଆଇନ ଲାଗୁ ନେଇ ଆଲୋଚନା କରିବେ। ୩ ନୂଆ ଅପରାଧିକ ଆଇନ ହେଉଛି ଭାରତୀୟ ନ୍ୟାୟ ସଂହିତା, ଭାରତୀୟ ନାଗରିକ…

ହୋଲି ଅବସରରେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ

ଭୁବନେଶ୍ୱର : ରାଜ୍ୟବାସୀଙ୍କୁ ରଙ୍ଗର ପର୍ବ ହୋଲି ଅବସରରେ  ହାର୍ଦ୍ଦିକ ଶୁଭେଚ୍ଛା  ଜଣାଇଛନ୍ତି  ମୁଖ୍ୟମନ୍ତ୍ରୀ ମୋହନ ମାଝୀ ।  ଏନେଇ ସେ କହିଛନ୍ତି, ରଙ୍ଗର ପର୍ବ  ପବିତ୍ର ହୋଲି ଅବସରରେ ସମସ୍ତଙ୍କୁ ମୋର ହାର୍ଦ୍ଦିକ ଶୁଭେଚ୍ଛା । ଭାତୃତ୍ୱ ଓ ସଦଭାବନାର ଏହି ପର୍ବ ହୋଲି ସମସ୍ତଙ୍କ ଜୀବନରେ…

ବାରବାଟୀରେ ଇଣ୍ଡିଆ-ଇଂଲଣ୍ଡ ମ୍ୟାଚ ଦେଖିବେ ମୁଖ୍ୟମନ୍ତ୍ରୀ, ଅପରାହ୍ଣ ସାଢେ଼ ୧୨ଟାରେ କଟକରେ ପହଞ୍ଚିବେ

ଇଣ୍ଡିଆ-ଇଂଲଣ୍ଡ ମ୍ୟାଚ ପାଇଁ ପ୍ରସ୍ତୁତ ବାରବାଟୀ । ବ୍ୟାଟରଙ୍କ ବ୍ୟାଟରୁ ଚଉକା, ଛକାର ବର୍ଷା ଦେଖିିବାକୁ ଅପେକ୍ଷା କରିଛନ୍ତି ଫ୍ୟାନ୍ସ । କେବେଳ ଫ୍ୟାନ୍ସ ନୁହେଁ ମ୍ୟାଚ୍ ଦେଖିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଇଣ୍ଡିଆ-ଇଂଲଣ୍ଡ ବାରବାଟି ଲଢେଇ ଦେଖିବା ପାଇଁ ଆସିବେ ମୁଖ୍ୟମନ୍ତ୍ରୀଙ୍କ ସମେତ…

ଦିନିକିଆ ମ୍ୟାଚ୍ ପୂର୍ବରୁ ଆଜି ବାରବାଟି ଷ୍ଟାଡିୟମ୍ ପରିଦର୍ଶନ କରିବେ ମୁଖ୍ୟମନ୍ତ୍ରୀ, ବଦଳିଲା ଟିକେଟ କାଉଣ୍ଟର ସ୍ଥାନ

କଟକ : ଭାରତ ଇଂଲଣ୍ଡ ଏକ ଦିବସୀୟ କ୍ରିକେଟ ମ୍ୟାଚ୍। ଆଜି ବାରବାଟି ଷ୍ଟାଡିୟମ୍ ପରିଦର୍ଶନରେ ଆସିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି। ମ୍ୟାଚ୍ ପ୍ରସ୍ତୁତି ନେଇ କରିବେ ଅନୁଧ୍ୟାନ । ପୂର୍ବାହ୍ନ ସାଢେ଼ ଏଗାରଟା ସମୟରେ ପହଞ୍ଚିବେ ମୁଖ୍ୟମନ୍ତ୍ରୀ । ଆସନ୍ତା ଫେବୃୟାରୀ ମାସ ୯ ତାରିଖରେ ଅନୁଷ୍ଠିତ…

ନବଗଠିତ ପ୍ୟାକ୍ସ ଓ ଲ୍ୟାମ୍ପ୍ସମାନଙ୍କୁ ମିଳିବ ୫ ଲକ୍ଷ ଟଙ୍କା ଲେଖାଏଁ ମୂଳଧନ :ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ରାଜ୍ୟରେ ଚାଷୀ ଓ ଅନ୍ୟାନ୍ୟ ଆର୍ଥିକ ଅନଗ୍ରସର ଶ୍ରେଣୀର ଲୋକଙ୍କୁ ସମବାୟ ମାଧ୍ୟମରେ ସହାୟତା ଯୋଗାଇ ଦେବା ପାଇଁ ରାଜ୍ୟରେ ପ୍ରାଥମିକ କୃଷି ସମବାୟ ସମିତି (PACS) ଏବଂ ବୃହତ ଆଦିବାସୀ ବହୁମୁଖୀ ସମବାୟ ସମିତି (LAMPCS) ଗଠନ କରଯାଇଛି। ଏହା ମଧ୍ୟରେ 1542 ଟି ନୂଆ ପ୍ୟାକ୍ସ ଓ…

ପତ୍ରପୋଡା ମାଂସଠୁ ନେଇ ଦେଶୀ କୁକୁଡ଼ା ଝୋଳ, ମୁଖ୍ୟମନ୍ତ୍ରୀଙ୍କ ମଧ୍ୟାହ୍ନ ଭୋଜନରେ ପରସି ଦେଲେ ଏହି ଆଦିବାସୀ ପରିବାର

ଯାଜପୁର: ଉଷୁନା ଭାତକୁ, ଡାଲି, ବଢ଼ି ଚୁରା, ଆଳୁ ଭର୍ତ୍ତା, ଗୋଟା ପୋଟଳ, କଲରା, ସଜନା ଶାଗ, ସାଲାଡ଼, ପାମ୍ପଡ । ତା ସହିତ ଆମିଷରେ ପତ୍ରପୋଡା ମାଂସକୁ, ଦେଶୀ କୁକୁଡ଼ା ମାଂସ ତରକାରୀ ଭଳି ବିଭିନ୍ନ ଖାଦ୍ୟ । ତାପୁଣି ପରସା ଯାଇଛି ମୁଖ୍ୟମନ୍ତ୍ରୀଙ୍କ ପାଖରେ । ଆଉ ମନ ଖୁସିରେ ତଳେ ବସି ସବୁ…

ହାଇକୋର୍ଟ ବେଞ୍ଚ ପ୍ରତିଷ୍ଠା ପ୍ରସଙ୍ଗରେ ମୁଖ୍ୟମନ୍ତ୍ରୀଙ୍କ ସ୍ପଷ୍ଟୀକରଣ, ଏହି ମାମଲା ବିଚାରାଧୀନ ଅଛି

ଭୁବନେଶ୍ୱର : ଓଡ଼ିଶାର କୌଣସି ସ୍ଥାନରେ ହାଇକୋର୍ଟ ବେଞ୍ଚ ପ୍ରତିଷ୍ଠା ପ୍ରସଙ୍ଗରେ ବିଧାନସଭାରେ ସ୍ପଷ୍ଟୀକରଣ ରଖିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । କହିଛନ୍ତି ହାଇକୋର୍ଟ ବେଞ୍ଚ ପ୍ରତିଷ୍ଠା ଆମ ସରକାରଙ୍କ ବିଚାରଧୀନ ଅଛି । ହାଇକୋର୍ଟ ବେଞ୍ଚ ସମ୍ପର୍କରେ ଗତକାଲି ଗୃହରେ ଯେଉଁ ଲିଖିତ ଉତ୍ତର…

ମୁଖ୍ୟମନ୍ତ୍ରୀଙ୍କ କ୍ୟାପିଟାଲ ହସ୍ପିଟାଲ ପରିଦର୍ଶନ, ଚିକିତ୍ସା ବ୍ୟବସ୍ଥାର ତଦାରଖ ସହ ରୋଗୀଙ୍କ ଭଲମନ୍ଦ ପଚାରି ବୁଝିଲେ

ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀଙ୍କ କ୍ୟାପିଟାଲ ହସ୍ପିଟାଲ ପରିଦର୍ଶନ । ରାତିରେ ରୋଗୀଙ୍କ ଯତ୍ନ କିପରି ନିଆ ଯାଉଛି ସେ ସମ୍ପର୍କରେ ପଚାରି ବୁଝିଛନ୍ତି, ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ରୋଗୀ ସେବାରେ ଅଧିକ ଉନ୍ନତି ଆଣିବା ତଥା ସେମାନଙ୍କ ପ୍ରତି ଅଧିକ ସମ୍ବେଦନଶୀଳ ହେବା ପାଇଁ ପରାମର୍ଶ…

ବଡ଼ ଠାକୁର ପଡିଯିବା ଘଟଣା, ଦୁଃଖ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ ଓ ନବୀନ ପଟ୍ଟନାୟକ

ଭୁବନେଶ୍ୱର : ବଡ଼ ଠାକୁର ପଡିଯିବା ଘଟଣାରେ ଦୁଃଖ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ତୁରନ୍ତ ପଦକ୍ଷେପ ନେବାକୁ ନିର୍ଦ୍ଦେଶ ଦେଇଛନ୍ତି। ସେପଟେ ଦୁଃଖ ପ୍ରକାଶ କଲେ ବିଜେଡି ସଭାପତି ନବୀନ ପଟ୍ଟନାୟକ। ବଳଭଦ୍ରଙ୍କ ଆଡପ ମଣ୍ଡପ ବିଜେ ପହଣ୍ଡି ବେଳେ ଘଟିଥିବା ଅଘଟଣ ପାଇଁ ଦୁଃଖ…