Browsing Tag

chief minister Mohan Majhi

ଆଜି କଟକ ଦଶହରା ବୁଲିବେ ମୁଖ୍ୟମନ୍ତ୍ରୀ, ପୂଜା କମିଟି ପକ୍ଷରୁ ବିଶେଷ ବ୍ୟବସ୍ଥା

ଭୁବନେଶ୍ୱର : ଆଜି କଟକ ଦଶହରା ବୁଲିବେ ମୁଖ୍ୟମନ୍ତ୍ରୀ ମୋହନଚରଣ ମାଝୀ ମହାନବମୀରେ କଟକର ବିଭିନ୍ନ ପୂଜା ମଣ୍ଡପ ବୁଲି ଦୁର୍ଗାପୂଜାର ମଜା ନେବେ ମୋହନ ।  ମଣ୍ଡପରେ ମା’ ଦୁର୍ଗା ଓ ହରପାର୍ବତୀଙ୍କ ଦର୍ଶନ କରିବେ ମୋହନ । ଏ ନେଇ ପୂଜା କମିଟି ପକ୍ଷରୁ ବିଶେଷ ବ୍ୟବସ୍ଥା କରାଯାଇଥିବା ଜଣାପଡ଼ିଛି ।…

ଏଣିକି ପଞ୍ଚାୟତ ପ୍ରତିନିଧିଙ୍କ କାର୍ଯ୍ୟ ଅବଧିରେ ମୃତ୍ୟୁ କିମ୍ବା ଅକ୍ଷମତା କ୍ଷେତ୍ରରେ ମିଳିବ ଅନୁକମ୍ପାମୂଳକ ସହାୟତା:…

ଭୁବନେଶ୍ଵର: ରାଜ୍ୟର ପଞ୍ଚାୟତ ପ୍ରତିନିଧି ମାନଙ୍କ ପାଇଁ କାର୍ଯ୍ୟଅବଧି ସମୟରେ ମୃତ୍ୟୁ କିମ୍ବା ଅକ୍ଷମତା ଘଟିଲେ ଅନୁକମ୍ପା ମୂଳକ ସହାୟତା ରାଶି ପ୍ରଦାନ କରିବା ପାଇଁ ନିଷ୍ପତ୍ତି ନେଇଛନ୍ତି ମୁଖ୍ୟମନ୍ତ୍ରୀ । ପଞ୍ଚାୟତ ପ୍ରତିନିଧିଙ୍କର କାର୍ଯ୍ୟ ଅବଧିରେ ମୃତ୍ୟୁ ହେଲେ ତାଙ୍କୁ ମିଳିବ ୨ ଲକ୍ଷ…

ଫକୀର ମୋହନ କଲେଜ ଛାତ୍ରୀଙ୍କ ମୃତ୍ୟୁ ଘଟଣା: ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ, କେନ୍ଦ୍ରମନ୍ତ୍ରୀ ଓ ଉଚ୍ଚ ଶିକ୍ଷା…

ଭୁବନେଶ୍ୱର : ବାଲେଶ୍ବର ଫକୀର ମୋହନ କଲେଜ ପୀଡ଼ିତା ଛାତ୍ରୀଙ୍କ ମୃତ୍ୟୁ ଘଟଣାରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଗଭୀର ଶୋକ ପ୍ରକାଶ କରିଛନ୍ତି । ଟ୍ବିଟ କରି କହିଛନ୍ତି, ମୁଁ ଅତ୍ୟନ୍ତ ମର୍ମାହତ । ତାଙ୍କର ଅମର ଆତ୍ମାର ସଦଗତି କାମନା କରିବା ସହ ପରିବାରଙ୍କୁ ଏହି ଅପୂରଣୀୟ କ୍ଷତି ସହ୍ୟ କରିବା…

ଆଜି ମହାପ୍ରଭୁଙ୍କ ବିଶ୍ୱପ୍ରସିଦ୍ଧ ଘୋଷଯାତ୍ରା, ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ ଓ…

ଭୁବନେଶ୍ୱର : ଆଜି ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିଶ୍ୱପ୍ରସିଦ୍ଧ ପବିତ୍ର ରଥଯାତ୍ରା । ଭକ୍ତ ଓ ଭଗବାନଙ୍କର ମହାମିଳନର ପର୍ବ । ଏହି ଅବସରରେ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଟୁଇଟ୍‌ ରାଷ୍ଟ୍ରପତି କହିଛନ୍ତି ପବିତ୍ର ରଥଯାତ୍ରା ଉପଲକ୍ଷେ ମୁଁ…

ବେସାମରିକ ପ୍ରତିରକ୍ଷା ସ୍ୱେଚ୍ଛାସେବୀଙ୍କ ଦୈନିକ ଭତ୍ତା ବୃଦ୍ଧି, ମେ ପହିଲାରୁ ପିଛିଲା ଭାବେ ହେବ ଲାଗୁ

ଭୁବନେଶ୍ୱର :  ବେସାମରିକ ପ୍ରତିରକ୍ଷା ସ୍ୱେଚ୍ଛାସେବୀ ମାନଙ୍କୁ ରାଜ୍ୟ ସରକାରଙ୍କ ଭେଟି । ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବେସାମରିକ ପ୍ରତିରକ୍ଷା ସ୍ୱେଚ୍ଛାସେବୀମାନଙ୍କ ଦୈନିକ ଭତ୍ତା ପରିମାଣ ବୃଦ୍ଧି କରିବା ପାଇଁ ନିଷ୍ପତ୍ତି ଗ୍ରହଣ କରିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ନିଷ୍ପତ୍ତି…

ଆଜି ନୀତି ଆୟୋଗ କାଉନସିଲ ବୈଠକ: ସାମିଲ ହେବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଆଜି ନୀତି ଆୟୋଗ ଦଶମ ଗଭର୍ଣ୍ଣିଂ କାଉନସିଲ ବୈଠକ । ଅଧ୍ୟକ୍ଷତା କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ବୈଠକରେ ସବୁ ରାଜ୍ୟର ମୁଖ୍ୟମନ୍ତ୍ରୀ, କେନ୍ଦ୍ର ଶାସିତ ଅଞ୍ଚଳର ଉପରାଜ୍ୟପାଳ ଓ କିଛି ବରିଷ୍ଠ ମନ୍ତ୍ରୀ ଯୋଗ ଦେବେ । ଚଳିତ ବର୍ଷର ଥିମ ରହିଛି ‘ ବିକଶିତ ଭାରତ ପାଇଁ ବିକଶିତ ରାଜ୍ୟ ।…

ଅପରେସନ ସିନ୍ଦୂର: ସାହସୀ ସେନାକୁ ସାଲ୍ୟୁଟ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଅପରେସନ

ଭାରତୀୟ ସେନାକୁ ସାଲ୍ୟୁଟ । ଅପରେସନ ସିନ୍ଦୂରର ସଫଳତା ପାଇଁ ସାହସୀ ସେନାକୁ ସାଲ୍ୟୁଟ ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଭାରତର ସାର୍ବଭୌମତ୍ବ ଉପରେ ବିପଦକୁ କଦାପି ବରଦାସ୍ତ କରାଯିବ ନାହିଁ ବୋଲି ସେ ଟ୍ବିଟ କରିଛନ୍ତି । ସେହିପିର ଅପରେସନ ସିନ୍ଦୂର ପାଇଁ ଭାରତୀୟ ସେନାକୁ ଅଭିନନ୍ଦନ…

ଆଜି ଆସିବ ସିଏମ୍ କିଷାନ ଟଙ୍କା, ଚାଷୀଙ୍କ ଆକାଉଣ୍ଟକୁ ଟଙ୍କା ପଠାଇବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର : ଆଜି ଆସିବ ସିଏମ୍ କିଷାନ ଟଙ୍କା ।   ଅକ୍ଷୟ ତୃତୀୟାରେ ଚାଷୀଙ୍କ ଆକାଉଣ୍ଟକୁ ଟଙ୍କା ପଠାଇବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ।  ଏକାଥରକେ ୫୦ଲକ୍ଷ ଚାଷୀଙ୍କ ଖାତାକୁ ଟଙ୍କା ଯିବ ।  ନାମମାତ୍ର ଚାଷୀଙ୍କଠୁ ନେଇ କ୍ଷୁଦ୍ର ଏବଂ ଭୂମିହୀନ ଚାଷୀଙ୍କୁ ମିଳିବ ଏହି ସିଏମ କିଷାନ ଟଙ୍କା…

ନୂଆଦିଲ୍ଲୀରୁ ଫେରିଲେ ମୁଖ୍ୟମନ୍ତ୍ରୀ, ୧ ଲକ୍ଷ ୩ ହଜାର ୯୦ କୋଟି ଟଙ୍କାର ପୁଞ୍ଜି ନିବେଶ ପାଇଁ ପ୍ରସ୍ତାବ

ଭୁବନେଶ୍ୱର : ନୂଆଦିଲ୍ଲୀରେ ଆୟୋଜିତ ଇନଭେଷ୍ଟ ଓଡିଶା ସମ୍ମିଳନୀ ଶେଷ କରି ଗତକାଲି ରାତିରେ ଫେରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଭୁବନେଶ୍ୱର ବିମାନ ବନ୍ଦରରେ ସାମ୍ବାଦିକଙ୍କୁ ତାଙ୍କର ଗସ୍ତ ସଫଳତା ସଂପର୍କରେ କହିଛନ୍ତି । ସେ କହିଲେ ଯେ ଶିଳ୍ପ କ୍ଷେତ୍ରରେ ଅଗ୍ରଗତି ପାଇଁ ଉତ୍କର୍ଷ…

ସମ୍ବଲପୁରରେ ହେବ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି, ସାମିଲ ହେବେ ୧୦ରୁ ଅଧିକ ମନ୍ତ୍ରୀ

ଭୁବନେଶ୍ୱର: ସମ୍ବଲପୁରରେ ହେବ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି । ଏପ୍ରିଲ ୨୧ରେ ସମ୍ବଲପୁରରେ ହେବ ଅଭିଯୋଗ ଶୁଣାଣି । ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ଏହି ସୂଚନା ଦେଇଛନ୍ତି । ୧୦ରୁ ଅଧିକ ମନ୍ତ୍ରୀ ଏଥିରେ ସାମିଲ ହେବାର କାର୍ଯ୍ୟକ୍ରମ ରହିଛି । ମୁଖ୍ୟମନ୍ତ୍ରୀଙ୍କ ଏହି ଅଭିଯୋଗ ଶୁଣାଣି…

ରମାକାନ୍ତ ରଥଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ, ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ହେବ ଶେଷକୃତ୍ୟ

ଭୁବନେଶ୍ୱର : ପଦ୍ମଭୂଷଣ ରମାକାନ୍ତ ରଥଙ୍କ ବିୟୋଗରେ ଗଭୀର ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ସେ କହିଛନ୍ତି ଯେ, ପଦ୍ମ ଭୂଷଣ ପୁରସ୍କାରପ୍ରାପ୍ତ ପୂର୍ବତନ ପ୍ରଶାସନିକ ଅଧିକାରୀ ତଥା ସାହିତ୍ୟିକ ରମାକାନ୍ତ ରଥଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଦୁଃଖିତ। ଭାରତୀୟ ପ୍ରଶାସନିକ…

ବିଜୁ ପଟ୍ଟନାୟକ ଜୟନ୍ତୀରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ଏଣିକି ଦିଆଯିବ କଳିଙ୍ଗ ୟୁନିସ୍କୋ ଆୱାର୍ଡ

ଭୁବନେଶ୍ୱର : ପ୍ରବାଦ ପୁରୁଷ ବିଜୁ ବାବୁଙ୍କ ସ୍ବପ୍ନକୁ ପୂରଣ କରିବେ ସରକାର । ବିଜୁ ବାବୁ ଥିଲେ ଓଡ଼ିଶାର ପଥ ପ୍ରଦର୍ଶକ । ଓଡ଼ିଶାରେ ଶିଳ୍ପାୟନ ଓ ମହିଳା ସଶକ୍ତୀକରଣ ନେଇ ସେ ଯେଉଁ ସ୍ବପ୍ନ ଦେଖିଥିଲେ ତାହା ଉପରେ ରାଜ୍ୟ ସରକାର ଗୁରୁତ୍ବ ଦେଉଛନ୍ତି । ଭୁବନେଶ୍ବର ଜୟଦେବ ଭବନରେ ବିଜୁ…