Browsing Tag

chief minister naveen patnaik

କିଟ୍ ଓ କିସ୍ କର୍ମଚାରୀଙ୍କ ପିଲାଙ୍କ ପାଇଁ ସେଫାଳୀ କ୍ରେଚ୍ ସେଣ୍ଟର ପ୍ରତିଷ୍ଠା, ଆଜି ଲୋକାର୍ପଣ କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର (କେନ୍ୟୁଜ): କିଟ୍ ଓ କିସ ପକ୍ଷରୁ କର୍ମଚାରୀଙ୍କ ପିଲାଙ୍କ ପାଇଁ ପ୍ରତିଷ୍ଠା କରାଯାଇଥିବା ଶେଫାଳୀ କ୍ରେଚ୍ ସେଣ୍ଟର, କିଟ୍ ପବ୍ଲିକ ସ୍କୁଲ୍ ଓ ସର୍ବସାଧାରଣଙ୍କ ପାଇଁ ଜୟନ୍ତ ମହାପାତ୍ର ପବ୍ଲିକ୍ ଲାଇବ୍ରେରୀ, ବାବା ନାରାୟଣ ଦାସ ପ୍ରସାଦ ସେବନ କେନ୍ଦ୍ର, କିଟ୍ ସୋଭିନିର୍…

ମିଲେଟ୍ ମିଶନର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ, କହିଲେ ଅନ୍ତର୍ଜାତୀୟ ମିଲେଟ୍ ସମ୍ମିଳନୀ ଆୟୋଜନ କରିବାରେ ଓଡ଼ିଶା ପ୍ରଥମ…

ଭୁବନେଶ୍ୱର (କେନ୍ୟୁଜ): ଆଜିଠୁ ଭୁବନେଶ୍ୱରର ଜନତା ମଇଦାନରେ ଆରମ୍ଭ ହୋଇଛି ଦୁଇ ଦିନିଆ ଅନ୍ତର୍ଜାତୀୟ ମିଲେଟ୍ ସମ୍ମିଳନୀ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହାକୁ ଶୁଭାରମ୍ଭ କରିଛନ୍ତି । ଏହି ଅନ୍ତର୍ଜାତୀୟ ସମ୍ମିଳନୀର ବିଷୟବସ୍ତୁ ରହିଛି ‘ଆଧୁନିକ ଯୁଗର ଆହ୍ୱାନ ନିମନ୍ତେ ପ୍ରାଚୀନ…

ପୂର୍ବତନ ବାଚସ୍ପତି ମହେଶ୍ବର ମହାନ୍ତିଙ୍କ ବିୟୋଗ, ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର (କେନ୍ୟୁଜ): ପୂର୍ବତନ ବାଚସ୍ପତି ମହେଶ୍ବର ମହାନ୍ତିଙ୍କ ବିୟୋଗରେ ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଜଣେ ଲୋକପ୍ରିୟ ଜନନେତା ଭାବେ ସୁନାମ ଅର୍ଜନ କରିଥିଲେ। ଜଣେ ଦକ୍ଷ ସଙ୍ଗଠକ ଭାବେ ସେ ସୁନାମ ଅର୍ଜନ କରିଥିଲେ। ରାଜ୍ୟର ବିକାଶରେ ତାଙ୍କର…

ପାର୍ବଣରେ CMC ଅଞ୍ଚଳରେ ଗ୍ରାଉଣ୍ଡ ରେଣ୍ଟ ଆଦାୟ ନ କରିବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର (କେନ୍ୟୁଜ): ଆଉ କିଛିଦିନ ପରେ କଟକ ବିଭିନ୍ନ ଗଳିକନ୍ଦିରେ ମା’ଙ୍କର ପୂଜାରେ ଝଲସି ଉଠିବ । ସତେ ଯେମିତି ରୌପ୍ୟ ନଗରୀ ନୂଆ ରୂପରେ ସଜେଇ ହେବ । ବର୍ଷର ଏଇ ଦିନଟିକୁ ଖୁସିର ସହିତ ଉପଭୋଗ କରିବା ପାଇଁ କଟକବାସୀ ବର୍ଷ ସାରା ଉତ୍ସୁକତାର ସହିତ ଦିନ ଗଣୁଥାନ୍ତି । ତେବେ ଅନେକ ସମୟରେ…

ଦୀପଗ୍ରେସ ଏକ୍କାଙ୍କୁ ୫୦ ଲକ୍ଷ ପୁରସ୍କାର ଘୋଷଣା କଲେ ମୁଖ୍ୟମନ୍ତ୍ରୀ: ଏସୀୟ ହକିରେ ଜିତିଥିଲେ ବ୍ରୋଞ୍ଜ

ଭୁବନେଶ୍ୱର (କେନ୍ୟୁଜ): ଭାରତୀୟ ହକି ଟିମର ଓଡ଼ିଶା ଝିଅ ଦୀପଗ୍ରେସ ଏକ୍କାଙ୍କୁ ୫୦ ଲକ୍ଷ ପୁରସ୍କାର । ଏସୀୟ କ୍ରୀଡ଼ାରେ ଭାରତ ବ୍ରୋଞ୍ଚ ଜିତିବା ପରେ ଦୀପଗ୍ରେସ ଏକ୍କାଙ୍କ ପାଇଁ ପୁରସ୍କାର ରାଶି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏସିଆନ୍ ଗେମ୍ସରେ ଭାରତୀୟ ମହିଳା ଟିମ୍…

ଆବାସିକ କଲୋନୀ ପାଇଁ ୪୨୯ଟି ରାସ୍ତା ପ୍ରକଳ୍ପକୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ

ଭୁବନେଶ୍ୱର (କେନ୍ୟୁଜ): ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ଭୁବନେଶ୍ୱର, ବାଲିଅନ୍ତା ଓ ଜଟଣୀ ବ୍ଲକର ଆବାସିକ କଲୋନୀ ଗୁଡିକ ପାଇଁ ୩୯ କୋଟି ୨୫ ଲକ୍ଷ ଟଙ୍କାର ୪୨୯ଟି ରାସ୍ତା ପ୍ରକଳ୍ପକୁ ଅନୁମୋଦନ କରିଛନ୍ତି। ଗତ ଅଗଷ୍ଟ ମାସ ୨୩ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ 5T ସଚିବ ଶ୍ରୀ…

ଦିଲ୍ଲୀରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭଉଣୀ ଗୀତା ମେହେଟ୍ଟାଙ୍କ କଲେ ଶେଷ ଦର୍ଶନ

ନୂଆଦିଲ୍ଲୀ : ଦିଲ୍ଲୀରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ବଡ଼ ଭଉଣୀ ଗୀତା ମେହେଟ୍ଟାଙ୍କ ଶେଷ ଦର୍ଶନ କରିଛନ୍ତି ନବୀନ । ପ୍ରଖ୍ୟାତ ଲେଖିକା ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବଡ଼ ଭଉଣୀ ଗୀତା ମେହେଟାଙ୍କ ଗତକାଲି ରାତିରେ ପରଲୋକ ହୋଇଛି । ଦିଲ୍ଲୀସ୍ଥିତ ବାସଭବନରେ ତାଙ୍କର ଦେହାନ୍ତ…

ଗାଇଡ ନଥିଲେ ବି ବୁଲିପାରିବେ କଳାଭୂମିର ଗ୍ୟାଲେରୀ, ଇ-ଟୁର ବ୍ୟବସ୍ଥାର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର(କେନ୍ୟୁଜ): କଳାଭୂମି ବୁଲାଇବ ଇ-ଟୁର୍‌ ଗାଇଡ। ଏଣିକି କୌଣସି କ୍ୟୁରେଟର ବା ଗାଇଡ ନଥିଲେ ମଧ୍ୟ ପର୍ଯ୍ୟଟକ କଳାଭୂମିର ସମସ୍ତ ଗ୍ୟାଲେରୀ ବୁଲିପାରିବେ । ସଂଗୃହୀତ ସାମଗ୍ରୀ ସମ୍ପର୍କରେ ଯଥେଷ୍ଟ ସୂଚନା ମଧ୍ୟ ପାଇପାରିବେ । ଖାଲି ସେତିକ ନୁହେଁ ପର୍ଯ୍ୟଟକ ମୋବାଇଲ ମାଧ୍ୟମରେ ଭର୍ଚୁଆଲ…

ସାମ୍ବାଦିକଙ୍କ ପାଇଁ ସ୍ୱାସ୍ଥ୍ୟବୀମା ପୋର୍ଟାଲ, ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭୁବନେଶ୍ୱର (କେନ୍ୟୁଜ): ସାମ୍ବାଦିକଙ୍କ ପାଇଁ ସ୍ୱାସ୍ଥ୍ୟବୀମା ପୋର୍ଟାଲ ଲୋକାର୍ପିତ । ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଲୋକାର୍ପଣ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀଙ୍କ ଉଦ୍‌ବୋଧନ ଦେଇଛନ୍ତି । ସ୍ୱାସ୍ଥ୍ୟବୀମା ପୋର୍ଟାଲ ଉନ୍ମୋଚନ କରି ମୁଁ ବହୁତ ଖୁସି ବୋଲି ମୁଖ୍ୟମନ୍ତ୍ରୀ…

ତ୍ରିପୁରାରେ ରଥଯାତ୍ରା ବେଳେ ଅଘଟଣ, ଶୋକପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ଵର (କେନ୍ୟୁଜ): ତ୍ରିପୁରାର କୁମାରଘାଟ ଅଞ୍ଚଳରେ ରଥଯାତ୍ରା ଉତ୍ସବ ବାହୁଡା଼ ଯାତ୍ରା ସମୟରେ ବିଦ୍ୟୁତ୍ ସଂସ୍ପର୍ଶରେ ଆସି ୭ ଜଣ ଲୋକ ପ୍ରାଣ ହରାଇଛନ୍ତି। ଏଥିସହିତ ଅନେକ ଲୋକ ଆହତ ହୋଇଛନ୍ତି। ଏହି ଘଟଣାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଦୁଃଖ ପ୍ରକାଶ କରିଛନ୍ତି ।…

୩ ଜଟିଳ ମାଂସପେଶୀ ରୋଗୀଙ୍କ ଚିକିତ୍ସା ପାଇଁ ୩୦ ଲକ୍ଷ ମଞ୍ଜୁର କଲେ ମୁଖ୍ୟମନ୍ତ୍ରୀ

ବାଲେଶ୍ୱର (କେନ୍ୟୁଜ): ବାଲେଶ୍ୱରର ତିନି ରୋଗୀଙ୍କ ପାଇଁ ୩୦ ଲକ୍ଷ ଟଙ୍କା ମଞ୍ଜୁର କଲେ ମୁଖ୍ୟମନ୍ତ୍ରୀ। ଜଟିଳ ମାଂସପେଶୀ ରୋଗର ଚିକିତ୍ସା ପାଇଁ ଟଙ୍କା ମଞ୍ଜୁର କରିଛନ୍ତି। ବାଲେଶ୍ୱର ଜିଲ୍ଲାର ତିନିଜଣ ରୋଗୀ ତଥା ଖନ୍ତାପଡ଼ାର କିରଣ କୁମାର ମଲ୍ଲିକ, ଖନ୍ତାପଡ଼ାର ସୁରଜ କୁମାର ମଲ୍ଲିକ ଓ…

ଭୟଙ୍କର ଟ୍ରେନ୍‌ ଟ୍ରାଜେଡି: ଉଦ୍ଧାର କାର୍ଯ୍ୟରେ ସାମିଲ ସ୍ଥାନୀୟ ଲୋକ ଓ ପ୍ରଶାସନକୁ ଧନ୍ୟବାଦ ଜଣାଇଲେ ମୁଖ୍ୟମନ୍ତ୍ରୀ

ବାଲେଶ୍ୱର (କେନ୍ୟୁଜ): ବାହାନଗା ଟ୍ରେନ୍ ଦୁର୍ଘଟଣାସ୍ଥଳକୁ ଯାଇ ସ୍ଥିତି ଅନୁଧ୍ୟାନ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଟ୍ରେନ୍‌ ଦୁର୍ଘଟଣା ନେଇ ମୁଖ୍ୟମନ୍ତ୍ରୀ ଦୁଃଖ ପ୍ରକାଶ କରି କହିଛନ୍ତି, ଏହା ଅତ୍ୟନ୍ତ ଦୁଃଖଦ ରେଳ ଦୁର୍ଘଟଣା । ଦୁର୍ଘଟଣା ବିଷୟରେ ଜାଣି ମୁଁ ମର୍ମାହତ । ସ୍ଥାନୀୟ…