Browsing Tag

chief minister naveen patnaik

ବାହାନଗା ଷ୍ଟେସନରେ ପହଞ୍ଚିଛନ୍ତି ମୁଖ୍ୟମନ୍ତ୍ରୀ , ଘଟଣାର ସ୍ଥିତି ଅନୁଧ୍ୟାନ ସହ ଆହତଙ୍କୁ ଭେଟିଲେ

ବାଲେଶ୍ୱର (କେନ୍ୟୁଜ): ବାଲେଶ୍ୱର ବାହାନଗା ଷ୍ଟେସନରେ ପହଞ୍ଚିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସେଠାରେ ପହଞ୍ଚି ଘଟଣାର ସ୍ଥିତି ଅନୁଧ୍ୟାନ କରିବା ଆହତଙ୍କୁ ମଧ୍ୟ ଭେଟିଛନ୍ତି । ଏଥିସହ ରେଳ ମନ୍ତ୍ରୀ ଅଶ୍ବିନୀ ବୈଷ୍ଣବଙ୍କ ସହ ଆଲୋଚନା କରିଛନ୍ତି। ଘଟଣସ୍ଥଳରେ ରେଳୱେ ବୋର୍ଡ ଅଧ୍ୟକ୍ଷ…

ମୁଖ୍ୟମନ୍ତ୍ରୀଙ୍କ ଶୋକପ୍ରକାଶ: ମାଲକାନଗିରି ୪ ଓ ଗଞ୍ଜାମରେ ୨ ଜଣଙ୍କ ମୃତ୍ୟୁରେ ୪ ଲକ୍ଷ ଟଙ୍କାର ଅନୁକମ୍ପା ରାଶି…

(କେନ୍ୟୁଜ): ଗତକାଲି ମାଲକାନଗିରି ଜିଲ୍ଲାରେ କାଳବୈଶାଖୀ ଯୋଗୁ ବ୍ୟାପକ କ୍ଷୟକ୍ଷତି ସହିତ ଦୁଇଟି ଭିନ୍ନଭିନ୍ନ ଦୂର୍ଘଟଣାରେ ଚାରି ଜଣ ବ୍ୟକ୍ତିଙ୍କ ମୃତ୍ୟୁ ଯୋଗୁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଗଭୀର ଦୁଃଖ ପ୍ରକାଶ କରିଛନ୍ତି । ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ମୁଖ୍ୟମନ୍ତ୍ରୀ ଗଭୀର…

ଖୋର୍ଦ୍ଧାରେ ଓ କେନ୍ଦୁଝରରେ ହେବ ନୂତନ ପୋଲିସ ଷ୍ଟେସନ, ୪୭ ପଦବୀ ପାଇଁ ମୁଖ୍ୟମନ୍ତ୍ରୀଙ୍କ ମଞ୍ଜୁରୀ

ଖୋର୍ଦ୍ଧା (କେନ୍ୟୁଜ): ଖୋର୍ଦ୍ଧାରେ ଶିଳ୍ପାଞ୍ଚଳ ପୋଲିସ ଷ୍ଟେସନକୁ ମୁଖ୍ୟମନ୍ତ୍ରୀଙ୍କ ମଞ୍ଜୁରୀ। ଏଥିପାଇଁ ୨୩ଟି ଅତିରିକ୍ତ ପଦବୀ ସୃଷ୍ଟି ହେବ। ଖୋର୍ଦ୍ଧା ଶିଳ୍ପାଞ୍ଚଳରେ ସୁରକ୍ଷା ବ୍ୟବସ୍ଥା ସୁଦୃଢ କରିବା ପାଇଁ ମୁଖ୍ୟମନ୍ତ୍ରୀ ପୂର୍ବରୁ ନିର୍ଦ୍ଦେଶ ଦେଇଥିଲେ । ଆଉ ଏବେ ଖୋର୍ଦ୍ଧାରେ…

ଉତ୍କଳ ଦିବସରେ ରାଜ୍ୟବାସୀଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ ଓ ରାଜ୍ୟପାଳ

ଭୁବନେଶ୍ୱର (କେନ୍ୟୁଜ): ୮୮ ତମ ପ୍ରତିଷ୍ଠା ଦିବସ ପାଳନ କରୁଛି ଓଡ଼ିଶା । ୧୯୩୬ ରେ ଗଠନ ହୋଇଥିଲା ପ୍ରଥମ ଭାଷା ଭିତିକ ରାଜ୍ୟ । ଆଜି ଗୌରବମୟ ଇତିହାସର ସ୍ମୃତିଚାରଣର ଦିନ । ଉତ୍କଳ ଦିବସ ପାଇଁ ସଜେଇ ହୋଇଛି ରାଜଧାନୀ। ଏହି ଅବସରରେ ଆଜି ରାଜ୍ୟବାସୀଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ…

ଶାସନ କେନାଲରେ ଅଘଟଣ, ଦୁର୍ଘଟଣାରେ ୭ ମୃତ ; ଶୋକସନ୍ତପ୍ତ ପରିବାରକୁ ସମବେଦନା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର (କେନ୍ୟୁଜ): ସମ୍ବଲପୁର ଶାସନ କେନାଲରେ ଅଘଟଣ । କେନାଲକୁ ଖସିଲା ବରଯାତ୍ରୀ ଗାଡି। ଏହି ଦୁର୍ଘଟଣାରେ ୬ ଜଣଙ୍କର ମୃତ୍ୟୁ ହୋଇଛି । ଏପରି ଏକ ଦୁଃଖଦ ଘଟଣା ଗତକାଲି ବିଳମ୍ବିତ ରାତିରେ ସମ୍ବଲପୁର ଜିଲ୍ଲା ଶାସନ କେନାଲରେ ଘଟିଛି। ସମସ୍ତ ମୃତାହତ ଝାରସୁଗୁଡ଼ା ଜିଲ୍ଲା ଲଖନପୁର ବ୍ଲକ…

କେନ୍ଦ୍ର ପରିବହନ ମନ୍ତ୍ରୀଙ୍କୁ ନବୀନଙ୍କ ଚିଠି: କଟକ-ଅନୁଗୋଳ-ସମ୍ବଲପୁର ଜାତୀୟ ରାଜପଥ କାମ ତୁରନ୍ତ ସାରିବାକୁ ଅନୁରୋଧ

ଭୁବନେଶ୍ୱର (କେନ୍ୟୁଜ): କେନ୍ଦ୍ର ପରିବହନ ମନ୍ତ୍ରୀ ନୀତିନ ଗଡ଼କରୀଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଚିଠି । କଟକ-ଅନୁଗୋଳ-ସମ୍ବଲପୁର ଜାତୀୟ ରାଜପଥ- ୫୫ ପ୍ରସଙ୍ଗରେ ଚିଠି । ୨୦୧୭ରୁ ଏ ରାସ୍ତା କାମ ଜାତୀୟ ରାଜପଥ ପ୍ରାଧିକରଣ କରୁଛି । ପାଞ୍ଚ ବର୍ଷ ବିତି ଯାଇଥିଲେ ମଧ୍ୟ ରାସ୍ତା କାମ…

ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟିବେ ମମତା, ଦୁଇ ରାଜ୍ୟ ମୁଖ୍ୟଙ୍କ ଭେଟଘାଟ ଉପରେ ନଜର

ଭୁବନେଶ୍ୱର (କେନ୍ୟୁଜ): ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ଓଡ଼ିଶା ଗସ୍ତର ଆଜି ଶେଷ ଦିନ । ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟିବେ ମମତା ବାନାର୍ଜୀ । ଅପରାହ୍‌ଣ ୪ଟାରେ ଦୁଇ ମୁଖ୍ୟମନ୍ତ୍ରୀଙ୍କ ସାକ୍ଷାତ କାର୍ଯ୍ୟକ୍ରମ ରହିଛି । ପୁରୀରୁ ଫେରିବା ପରେ ନବୀନ ନିବାସରେ…

ଫୋକସରେ ପଶ୍ଚିମ ଓଡ଼ିଶା: ଆସନ୍ତାକାଲି ୩ ଜିଲ୍ଲାକୁ ଯିବେ ମୁଖ୍ୟମନ୍ତ୍ରୀ, ବିଜୁ ଏକ୍ସପ୍ରେସ ୱେରର କରିବେ ଉଦ୍‌ଘାଟନ

ଭୁବନେଶ୍ୱର (କେନ୍ୟୁଜ): ବିଜୁ ଜୟନ୍ତୀରେ ଆସନ୍ତାକାଲି ପଶ୍ଚିମ ଓଡ଼ିଶାର ୩ ଜିଲ୍ଲା ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ବରଗଡ଼, ନୂଆପଡ଼ା ଓ କଳାହାଣ୍ଡି ଜିଲ୍ଲାରେ ମାରାଥନ୍‌ କାର୍ଯ୍ୟକ୍ରମ ରହିଛି । ପ୍ରାୟ ୩ ମାସ ଭିତରେ ବରଗଡ଼ ଜିଲ୍ଲାକୁ ଏହା ନବୀନଙ୍କ ତୃତୀୟ ବରଗଡ଼ ଜିଲ୍ଲା ଗସ୍ତ। ନବୀନ…

ଓଲିଉଡ୍‌ ଅଭିନେତା ପିଣ୍ଟୁ ନନ୍ଦଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଶୋକ, ପରିବାର ପ୍ରତି ଜଣାଇଲେ…

ଭୁବନେଶ୍ୱର (କେନ୍ୟୁଜ): ଓଲିଉଡ୍‌ ଅଭିନେତା ପିଣ୍ଟୁ ନନ୍ଦଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଶୋକ। ‘ଲୋକପ୍ରିୟ ଅଭିନେତା ପିଣ୍ଟୁ ନନ୍ଦଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଦୁଃଖିତ’। ‘ନିଖୁଣ ଅଭିନୟ ଦ୍ୱାରା ଚଳଚ୍ଚିତ୍ର, ଧାରାବାହିକରେ ଛାପ ଛାଡ଼ିଯାଇଛନ୍ତି’। ଦର୍ଶକଙ୍କ ହୃଦୟରେ…

ପଦ୍ମପୁରରେ କେନ୍ଦ୍ରକୁ ଟାର୍ଗେଟ କଲେ ମୁଖ୍ୟମନ୍ତ୍ରୀ ,କହିଲେ – ମୁଁ ନୃସିଂହନାଥଙ୍କୁ ପ୍ରାର୍ଥନା କରୁଛି ତାଙ୍କୁ…

ବରଗଡ଼ (କେନ୍ୟୁଜ): ଆଜି ପଦ୍ମପୁର ଗସ୍ତରେ ଆସିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏହି ଅବସରରେ ଗତ ଉପନିର୍ବାଚନ ସମୟରେ ପଦ୍ମପୁରବାସୀଙ୍କୁ ଦେଇଥିବା ବିଭିନ୍ନ ପ୍ରତିଶ୍ରୁତି ପୂରା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ବର୍ଷକ ମଧ୍ୟରେ ନିଶ୍ଟୟ ପଦ୍ମପୁର ଜିଲ୍ଲା ହେବ ବଡ଼ ଘୋଷଣା…

୧୯ରେ ପଦ୍ମପୁର ଯିବେ ମୁଖ୍ୟମନ୍ତ୍ରୀ: ଉପନିର୍ବାଚନ ବେଳର ପ୍ରତିଶ୍ରୁତି ପୂରଣ ପାଇଁ ହୋଇପାରେ ବଡ ଘୋଷଣା

ଭୁବନେଶ୍ୱର (କେନ୍ୟୁଜ): ଆସନ୍ତା ୧୯ ତାରିଖରେ ପଦ୍ମପୁର ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏଥିପାଇଁ ଚାଲିଛି ପ୍ରସ୍ତୁତି । ଉପନିର୍ବାଚନ ବେଳେ ବିଜେଡି ପକ୍ଷରୁ ପଦ୍ମପୁର ବାସୀଙ୍କୁ ବିଭିନ୍ନ ପ୍ରତିଶ୍ରୁତି ଦିଆଯାଇଥିଲା । ଉପନିର୍ବାଚନରେ ବିଜେଡିର ବୃହତ୍‌ ବିଜୟ ହୋଇଥିବା ବେଳେ ଏବେ…

କୋରାପୁଟରେ ୧୧୩ଟି ପ୍ରକଳ୍ପର ଉଦଘାଟନ ସହ ଏସଏଚଜି ମହିଳାଙ୍କୁ ୫୦ କୋଟିର ଋଣ ଦେଲେ ମୁଖ୍ୟମନ୍ତ୍ରୀ

କୋରାପୁଟ (କେନ୍ୟୁଜ): କୋରାପୁଟ ୧୫୯୬ କୋଟିର ପ୍ରକଳ୍ପ ଭେଟି। ୧୧୩ଟି ପ୍ରକଳ୍ପର ଉଦ୍‌ଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ସ୍ୱୟଂ ସହାୟକ ଗୋଷ୍ଠୀଙ୍କୁ ୫୦ କୋଟିର ଋଣ ସହାୟତା ପ୍ରଦାନ କରିଛନ୍ତି ନବୀନ। ବିକ୍ରମଦେବ ସ୍ୱୟଂଶାସିତ ମହାବିଦ୍ୟାଳୟର…