ପ୍ରଥମ ଥର ପାଇଁ ଓଡିଶାରେ ଅନୁଷ୍ଠିତ ହେବ ପ୍ରବାସୀ ଭାରତୀୟ ଦିବସ, ସହରର ସ୍ବଚ୍ଛତା ଉପରେ ଗୁରୁତ୍ବ ଆରୋପ
ଭୁବନେଶ୍ୱର : ଆସନ୍ତା ଜାନୁଆରୀ ୮ରୁ ୧୦ ତାରିଖ ତିନି ଦିନ ଧରି ଅନୁଷ୍ଠିତ ହେବ ଅଷ୍ଟାଦଶ ପ୍ରବାସୀ ଭାରତୀୟ ଦିବସ। ଏହି ପ୍ରବାସୀ ଭାରତୀୟ ଦିବସ ପ୍ରଥମ ଥର ପାଇଁ ଓଡିଶାରେ ଅନୁଷ୍ଠିତ ହେଉଛି । ଏଥିପାଇଁ ଉତ୍ସବ ଆୟୋଜନ ସ୍ଥଳ ଜନତା ମଇଦାନରେ ଭୂମିପୂଜନ କରାଯାଇଛି । ଏହାକୁ ଅତ୍ୟନ୍ତ ଆକର୍ଷଣୀୟ…