Browsing Tag

chief minister

କାହା ମୁଣ୍ଡରେ ସୁନା କଳସ, କିଏ ହେବେ ରାଜସ୍ଥାନ ମୁଖ୍ୟମନ୍ତ୍ରୀ; ଆଜି ବସିବ ନବ ନିର୍ବାଚିତ ବିଧାୟକଙ୍କ ବୈଠକ

ନୂଆଦିଲ୍ଲୀ : ଛତିଶଗଡ଼ ଓ ମଧ୍ୟପ୍ରଦେଶରେ ମୁଖ୍ୟମନ୍ତ୍ରୀ ଘୋଷଣା ହେଲା । ରାଜସ୍ଥାନରେ ସରୁନି ସସପେନ୍ସ । ମଧ୍ୟପ୍ରଦେଶ ଓ ଛତିଶଗଡ଼ ଭଳି ସରପ୍ରାଇଜ୍ ଦେଇପାରନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଆଜି ଘୋଷଣା ହୋଇପାରେ ନୂଆ ମୁଖ୍ୟମନ୍ତ୍ରୀଙ୍କ ନାଁ । ଜୟପୁରରେ ଆଜି ବିଧାୟକ ଦଳ ବୈଠକ ବସୁଛି ।…

ଜେଡ୍‌ପିଏମ୍‌ ନେତା ଲାଲଦୁହୋମା ମିଜୋରାମ ମୁଖ୍ୟମନ୍ତ୍ରୀ ଭାବରେ ନେଲେ ଶପଥ, ମନ୍ତ୍ରୀମଣ୍ଡଳରେ ରହିବେ ୧୨ ସଦସ୍ୟ

ଜୋରମ୍‌ ପିପୁଲ୍ସ ମୁଭମେଣ୍ଟ (ଜେଡ୍‌ପିଏମ୍‌)ର ନେତା ଲାଲଦୁହୋମା ଶୁକ୍ରବାର ମିଜୋରାମର ମୁଖ୍ୟମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିଛନ୍ତି। ଏଠାରେ ରାଜ ଭବନରେ ଆୟୋଜିତ ଏକ ସମାରୋହରେ ୭୩ ବର୍ଷୀୟ ଲାଲଦୁହୋମାଙ୍କ ସହ ଅନ୍ୟ ୧୧ ଜଣ ମଧ୍ୟ ରାଜ୍ୟମନ୍ତ୍ରୀ ଭାବରେ ଶପଥ ନେଇଛନ୍ତି। ସେମାନଙ୍କ ମଧ୍ୟରୁ…

ହିମାଚଳ ମୁଖ୍ୟମନ୍ତ୍ରୀ ସୁଖବିନ୍ଦର ସିଂ ସୁଖୁଙ୍କୁ ପଠାଗଲା ଦିଲ୍ଲୀ AIIMS, ଅଗ୍ନାଶୟ ରୋଗରେ ପୀଡ଼ିତ

ହିମାଚଳ ପ୍ରଦେଶ ମୁଖ୍ୟମନ୍ତ୍ରୀ ସୁଖବିନ୍ଦର ସିଂ ସୁଖୁଙ୍କ ସ୍ୱାସ୍ଥ୍ୟାବସ୍ଥା ଭଲ ନାହିଁ। ଅଧିକ ଚିକିତ୍ସା ପାଇଁ ତାଙ୍କୁ ଦିଲ୍ଲୀ ଏମ୍ସ ରେଫର୍ କରାଯାଇଛି। ଏ ପର୍ଯ୍ୟନ୍ତ ସେ ଶିମଲାସ୍ଥିତ ଇନ୍ଦିରା ଗାନ୍ଧି ମେଡିକାଲ କଲେଜ ଏବଂ ହସ୍ପିଟାଲ (ଆଇଜିଏମସି) ଡାକ୍ତରଙ୍କ ତତ୍ତ୍ୱାବଧାନରେ ଥିଲେ।…

ହିମାଚଳ ପ୍ରଦେଶ ମୁଖ୍ୟମନ୍ତ୍ରୀ ସୁଖବିନ୍ଦର ସିଂ ସୁଖୁଙ୍କ ସ୍ୱାସ୍ଥ୍ୟାବସ୍ଥା ବିଗିଡ଼ିଲା, ବିଳମ୍ବିତ ରାତିରେ…

ହିମାଚଳ ପ୍ରଦେଶ ମୁଖ୍ୟମନ୍ତ୍ରୀ ସୁଖବିନ୍ଦର ସିଂ ସୁଖୁଙ୍କ ସ୍ୱାସ୍ଥ୍ୟାବସ୍ଥା ବିଗିଡି ଯାଇଛି। ସୂଚନା ମୁତାବକ, ପେଟରେ ଯନ୍ତ୍ରଣା ଅଭିଯୋଗ ପରେ ମୁଖ୍ୟମନ୍ତ୍ରୀଙ୍କୁ ବିଳମ୍ବିତ ରାତିରେ ଶିମଲାସ୍ଥିତ ଇନ୍ଦିରା ଗାନ୍ଧି ମେଡିକାଲ କଲେଜ ଏବଂ ହସ୍ପିଟାଲ (ଆଇଜିଏମସି)ରେ ଭର୍ତ୍ତି କରାଯାଇଛି।…

ଏସିଆନ ଗେମ୍ସରେ ଚୟନ ହୋଇଥିବା ୧୩ ଓଡ଼ିଆ ଖେଳାଳିଙ୍କୁ ୧୦ ଲକ୍ଷ ସହାୟତା ଦେବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର (କେନ୍ୟୁଜ): ୧୩ ଓଡ଼ିଆ ଖେଳାଳିଙ୍କୁ ସହାୟତା । ଏସିଆନ ଗେମ୍ସରେ ଚୟନ ହୋଇଥିବା ୧୩ ଓଡ଼ିଆ ଖେଳାଳିଙ୍କୁ ସହାୟତା। ପ୍ରତି ଖେଳାଳିଙ୍କୁ ୧୦ ଲକ୍ଷ ଲେଖାଏଁ ସହାୟତା ଘୋଷଣା କରାଯାଇଛି। ଏନେଇ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ସେପ୍ଟେମ୍ବର ୨୩ରୁ ଅକ୍ଟୋବର ୮ ପର୍ଯ୍ୟନ୍ତ…

ଘରେ ପହଞ୍ଚିବ ପଶୁ ଚିକିତ୍ସା ସେବା, ୧୮୧ ମୋବାଇଲ ପ୍ରାଣୀ ଚିକିତ୍ସା ୟୁନିଟର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର (କେନ୍ୟୁଜ): ଘର ମୁହଁରେ ପହଞ୍ଚିବ ପ୍ରାଣୀ ଚିକିତ୍ସା । ଭ୍ରାମ୍ୟମାଣ ଗାଡ଼ିରେ ଗୃହପାଳିତ ପଶୁଙ୍କୁ ଚିକିତ୍ସା ସେବା ଯୋଗାଇ ଦିଆଯିବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୧୮୧ଟି ଭେଟେରିନାରି ମୋବାଇଲ ୟୁନିଟ୍‌ ଗାଡ଼ିର ଶୁଭାରମ୍ଭ କରିଛନ୍ତି। ଶୁକ୍ରବାର କଳିଙ୍ଗ ଷ୍ଟାଡିୟମରେ ଆୟୋଜିତ…

ଶିବକୁମାର ବନାମ ସିଦ୍ଦରମୈୟା: କିଏ ହେବ କର୍ଣ୍ଣାଟକ ମୁଖ୍ୟମନ୍ତ୍ରୀ? ଆଜି ଆସିପାରେ ନିଷ୍ପତ୍ତି

ନୂଆଦିଲ୍ଲୀ : କର୍ଣ୍ଣାଟକରେ ଛିଣ୍ଡୁନି ମୁଖ୍ୟମନ୍ତ୍ରୀ ଅଙ୍କକଷା । କାହାକୁ ମିଳିବ ମୁଖ୍ୟମନ୍ତ୍ରୀ ପଦ । ସିଦ୍ଦରମୈୟା ନା ଡିକେ ଶିବକୁମାର । ଦିନ ଗଡ଼ିବା ସହ ସସପେନ୍ସ ବଢୁଛି । ଏବେ ଦିଲ୍ଲୀରେ ହେବ ଫଇସଲା । ବିଧାୟକ ଦଳ ବୈଠକରେ ଗୃହୀତ ହୋଇଥିବା ପ୍ରସ୍ତାବର ତର୍ଜମା ପରେ ନିଷ୍ପତ୍ତି ନେବେ…

ମନୁଷ୍ୟ-ବନ୍ୟପ୍ରାଣୀ ସଂଘର୍ଷରେ ମୃତାହତ ବ୍ୟକ୍ତିଙ୍କ ପାଇଁ ଅନୁକମ୍ପା ରାଶିରେ ବୃଦ୍ଧି, ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର(କେନ୍ୟୁଜ): ମନୁଷ୍ୟ ଓ ବନ୍ୟପ୍ରାଣୀ ମଧ୍ୟରେ ସଂଘର୍ଷରେ ପ୍ରତିବର୍ଷ ରାଜ୍ୟରେ ବହୁ ଲୋକ ମୃତାହତ ହେଉଛନ୍ତି । ଏହା ସହିତ ଘରଦ୍ବାରା ଭାଙ୍ଗିବା ଓ ଫସଲ ନଷ୍ଟ ହେବା ସହିତ ଗୃହପାଳିତ ପ୍ରାଣୀମାନେ ମଧ୍ୟ ମୃତ୍ୟୁବରଣ କରୁଛନ୍ତି । ଏହି କ୍ଷତିଗ୍ରସ୍ତ ଲୋକଙ୍କ ପରିବାର ପାଇଁ କେବଳ ଏକ…

ମେ’ ୨୨ରୁ ମୁଖ୍ୟମନ୍ତ୍ରୀ କରିବେ ବିଭିନ୍ନ ବିଭାଗର ସମୀକ୍ଷା, ସବୁ ମନ୍ତ୍ରୀ ଦେବେ ରିପୋର୍ଟ କାର୍ଡ

ଭୁବନେଶ୍ୱର (କେନ୍ୟୁଜ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ପଞ୍ଚମ ପାଳିର ଚତୁର୍ଥ ବର୍ଷ ପୂରଣ ହେବ ମେ ୨୯ରେ । ରାଜ୍ୟବାସୀଙ୍କୁ ସରକାର ଦେବେ ସଫଳତାର ହିସାବ। ରିପୋର୍ଟ କାର୍ଡ ଦେବେ ମନ୍ତ୍ରୀ । ମେ ୨୨ରୁ ବିଭିନ୍ନ ବିଭାଗର ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ। ସବୁ ମନ୍ତ୍ରୀ ଦେବେ ନିଜ ବିଭାଗର…

ଏପ୍ରିଲ ୩ରେ ଜାପାନ ଯିବେ ମୁଖ୍ୟମନ୍ତ୍ରୀ, ବିଜନେସ୍ ମିଟ୍ ରେ ଯୋଗଦେବେ ନବୀନ

ଭୁବନେଶ୍ୱର (କେନ୍ୟୁଜ): ଜାପାନରୁ ରାଜ୍ୟକୁ ଆସିବ ବଡ଼ ନିବେଶ । ଆସନ୍ତା ୩ ତାରିଖରେ ଜାପାନ ଗସ୍ତରେ ଯାଉଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ତାଙ୍କ ସହ ରାଜ୍ୟ ସରକାରଙ୍କ ଏକ ପ୍ରତିନିଧି ଦଳ ବି ଯିବ। ମୁଖ୍ୟମନ୍ତ୍ରୀଙ୍କ ଜାପାନ ଗସ୍ତ ସମ୍ପର୍କରେ ଆଜି ବିଧାନସଭାରେ ପ୍ରତିକ୍ରିୟାରେ…

ଦୋଳ ପୂର୍ଣ୍ଣିମା ଉପଲକ୍ଷେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର (କେନ୍ୟୁଜ): ଆଜି ପବିତ୍ର ଦୋଳ ପୂର୍ଣ୍ଣିମା। ଏଥିପାଇଁ ଚାରିଆଡେ ଉତ୍ସବମୁଖର ହୋଇଛି । ଏହି ଅବସରରେ ରାଜ୍ୟବାସୀଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁଭେଚ୍ଛା ଜଣାଇଛନ୍ତି। ମୁଖ୍ୟମନ୍ତ୍ରୀ ଟ୍ବିଟ କରି ଲେଖିଛନ୍ତି ‘ ପବିତ୍ର ଦୋଳ ପୂର୍ଣ୍ଣିମା ଉପଲକ୍ଷେ ସମସ୍ତଙ୍କୁ ମୋର…

ଝାରସୁଗୁଡ଼ାର ଗୋଁଣ୍ଡୱାନା ଛକକୁ ‘ବୀର କରୁଣାକର ସିଂହ ନାଏକ ଛକ’ ନାମରେ ନାମିତ କରିବାକୁ ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ…

ଭୁବନେଶ୍ୱର (କେନ୍ୟୁଜ): ନବୀନଙ୍କୁ ଧର୍ମେନ୍ଦ୍ରଙ୍କ ଚିଠି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଚିଠି ଲେଖିଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ଝାରୁସୁଗୁଡ଼ାର ଗୋଁଣ୍ଡୱାନ ଛକକୁ 'ବୀର କରୁଣାକର ସିଂହ ନାଏକ ଛକ' ନାମରେ ନାମିତ କରିବା ପାଇଁ ଅନୁରୋଧ କରିଛନ୍ତି ଧର୍ମେନ୍ଦ୍ର ପ୍ରଧାନ।…