Browsing Tag

chief minister

ଝାରସୁଗୁଡ଼ାର ଗୋଁଣ୍ଡୱାନା ଛକକୁ ‘ବୀର କରୁଣାକର ସିଂହ ନାଏକ ଛକ’ ନାମରେ ନାମିତ କରିବାକୁ ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ…

ଭୁବନେଶ୍ୱର (କେନ୍ୟୁଜ): ନବୀନଙ୍କୁ ଧର୍ମେନ୍ଦ୍ରଙ୍କ ଚିଠି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଚିଠି ଲେଖିଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ଝାରୁସୁଗୁଡ଼ାର ଗୋଁଣ୍ଡୱାନ ଛକକୁ 'ବୀର କରୁଣାକର ସିଂହ ନାଏକ ଛକ' ନାମରେ ନାମିତ କରିବା ପାଇଁ ଅନୁରୋଧ କରିଛନ୍ତି ଧର୍ମେନ୍ଦ୍ର ପ୍ରଧାନ।…

ଜୟପୁର ଯିବେ ମୁଖ୍ୟମନ୍ତ୍ରୀ, ବିକ୍ରମ ଦେବ କଲେଜ ପ୍ଳାଟିନମ ଜୁବୁଲି ଉତ୍ସବରେ ଯୋଗଦେବେ

ଭୁବନେଶ୍ୱରଭ (କେନ୍ୟୁଜ): ଆଜି ମୁଖ୍ୟମନ୍ତ୍ରୀଙ୍କ ଜୟପୁର ଗସ୍ତ । ଅବିଭକ୍ତ କୋରାପୁଟର ସର୍ବ ପୁରାତନ ବିକ୍ରମଦେବ ସ୍ୱୟଂଶାସିତ ମହାବିଦ୍ୟାଳୟର ପ୍ଲାଟିନମ ଜୁବୁଲି ସମାରୋହରେ ଯୋଗଦେବେ । ମୁଖ୍ୟମନ୍ତ୍ରୀଙ୍କ ଗସ୍ତକୁ ନେଇ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରିଛି ଜିଲ୍ଲା ପୋଲିସ । ୨୦ ପ୍ଲାଟୁନ୍‌…

୭୪ ତମ ସାଧାରଣତନ୍ତ୍ର ଦିବସର ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭୁବନେଶ୍ୱର (କେନ୍ୟୁଜ): ଆଜି ଦେଶ ପାଳୁଛି ୭୪ତମ ସାଧାରଣତନ୍ତ୍ର ଦିବସ । ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟବାସୀଙ୍କୁ ଟୁଇଟ୍‌ ଯୋଗେ ଶୁଭେଚ୍ଛା ଜଣାଇଛନ୍ତି। ଏହି ଶୁଭ ଦିନରେ ଆସନ୍ତୁ ଦେଶ ପାଇଁ ସ୍ବାଧୀନତା ସଂଗ୍ରାମୀଙ୍କ ନିଃସ୍ବାର୍ଥପର ବଳିଦାନକୁ ମନେ ପକାଇବା ଏବଂ…

ଆସନ୍ତା ୫ରେ ଅନ୍ତର୍ଜାତୀୟ ବିର୍ସାମୁଣ୍ଡା ହକି ଷ୍ଟାଡିୟମର ଲୋକାର୍ପଣ କରିବେ ମୁଖ୍ୟମନ୍ତ୍ରୀ, ଆରମ୍ଭ ହେବ ‘ମୋ…

ରାଉରକେଲା (କେନ୍ୟୁଜ):  ଆସନ୍ତା ୫ ତାରିଖରେ ଲୋକାର୍ପଣ ହେବ ଅନ୍ତର୍ଜାତୀୟ ବିର୍ସାମୁଣ୍ଡା ହକି ଷ୍ଟାଡିୟମ୍‌ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଉରକେଲା ଗସ୍ତ କରି ହକି ଷ୍ଟାଡିୟମକୁ ଉଦ୍‌ଘାଟନ କରିବେ । 'ମୋ ବସ୍‌ ସେବା'କୁ ମଧ୍ୟ ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ । ଏଥିପାଇଁ ସରିଛି…

ଆଜି ବାଲେଶ୍ୱର ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ, ବିଭିନ୍ନ ପ୍ରକଳ୍ପର କରିବେ ଶୁଭାରମ୍ଭ

ବାଲେଶ୍ୱର (କେନ୍ୟୁଜ): ଆଜି ବାଲେଶ୍ୱର ଗସ୍ତରେ ଯାଉଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ୧୮୦୬ କୋଟି ଟଙ୍କାର ୧୯୧ଟି ବିଭିନ୍ନ ଉନ୍ନତି ମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ କରିବେ । ପ୍ରଥମେ ଶୋଭାରାମପୁରଠାରେ ଏକ ରେଲୱେ ଓଭରବ୍ରିଜର ଉଦଘାଟନ କାର୍ଯ୍ୟକ୍ରମ ରହିଛି ।…

ସହାୟତାର ହାତ ବଢାଇଲେ ମୁଖ୍ୟମନ୍ତ୍ରୀ, ସାକାର ହେବ ଇଫୁ ମଲ୍ଲିକଙ୍କ ଡାକ୍ତର ହେବାର ସ୍ୱପ୍ନ

କନ୍ଧମାଳ (କେନ୍ୟୁଜ): କନ୍ଧମାଳର ଗରିବ ଡାକ୍ତରୀ ଛାତ୍ର ଇଫୁ ମଲ୍ଲିକଙ୍କ ଏମବିବିଏସ ପାଠପଢାର ପ୍ରଥମ ବର୍ଷ ଖର୍ଚ୍ଚ ପାଇଁ ରାଜ୍ୟ ସରକାର ଆର୍ଥିକ ସହାୟତା ଦେଇଛନ୍ତ । ଡାକ୍ତରୀ ଛାତ୍ର ଇଫୁ ମଲ୍ଲିକ ନିଟ୍‌ ପାଇବା ସହ ସହିଦ ଲକ୍ଷ୍ମଣ ନାୟକ ମେଡିକାଲ କଲେଜରେ ନାମଲେଖା ପାଇଁ ମନୋନୀତ ହୋଇଥିଲେ।…

ଝାରବନ୍ଧରେ ମୁଖ୍ୟମନ୍ତ୍ରୀଙ୍କ ଅଭିଭାଷଣ: ‘ମୁଁ ପଲ୍ଲୀରୁ ଦିଲ୍ଲୀ ଯାଏଁ ଲଢିବି’…

ବରଗଡ଼ (କେନ୍ୟୁଜ): ପଦ୍ମପୁରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ବିଜେଡି ପ୍ରାର୍ଥୀ ବର୍ଷା ସିଂ ବରିହାଙ୍କ ପାଇଁ ପ୍ରଚାର କରିଛନ୍ତି । ହେଲିକପ୍ଟର ଯୋଗେ ପଦ୍ମପୁରରେ ପହଞ୍ଚିଛନ୍ତି ନବୀନ । ଏଥିପାଇଁ ମୁଖ୍ୟମନ୍ତ୍ରୀ ଝାରବନ୍ଧ ସଭାସ୍ଥଳରେ ପହଞ୍ଚି ବର୍ଷାଙ୍କ ପାଇଁ ଭୋଟ୍ ଅପିଲ୍ କରୁଛନ୍ତି ।…

ବିଶିଷ୍ଟ ଅଭିନେତ୍ରୀ ଝରଣା ଦାସଙ୍କ ବିୟୋଗରେ ମୁଖ୍ଯମନ୍ତ୍ରୀଙ୍କ ଶୋକ ପ୍ରକାଶ, ରାଷ୍ଟ୍ରୀୟ ମର୍ଯ୍ଯଦା ସହ ହେବ ଶେଷକୃତ୍ୟ

ଭୁବନେଶ୍ଵର (କେନ୍ୟୁଜ): ଓଡ଼ିଆ ଚଳଚ୍ଚିତ୍ର ଜଗତର ସୁନାମଧନ୍ଯ ଅଭିନେତ୍ରୀ ଝରଣା ଦାସଙ୍କ ବିୟୋଗରେ ମୁଖ୍ଯମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି । ଏହି ଶୋକ ବାର୍ତ୍ତାରେ ମୁଖ୍ଯମନ୍ତ୍ରୀ ଶ୍ରୀ ପଟ୍ଟନାୟକ ସ୍ବର୍ଗତ ଝରଣା ଦାସଙ୍କୁ ଜଣେ ଯଶସ୍ୱୀ କଳାକାର ଭାବରେ ବର୍ଣନା…

କାଲିଠୁ ମେକ୍‌ ଇନ୍‌ ଓଡ଼ିଶା କନକ୍ଲେଭ୍‌ର ତୃତୀୟ ସଂସ୍କରଣ, ଉଦଘାଟନ କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର (କେନ୍ୟୁଜ): କାଲିଠୁ ମେକ୍‌ ଇନ୍‌ ଓଡ଼ିଶା କନକ୍ଲେଭ୍‌ର ତୃତୀୟ ସଂସ୍କରଣ । ରାଜ୍ୟର ସବୁଠୁ ବଡ଼ ନିବେଶ ମହାକୁମ୍ଭକୁ ଉଦଘାଟନ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଡିସେମ୍ବର ୪ ତାରିଖ ପର୍ଯ୍ୟନ୍ତ ସଂସ୍କରଣ। ଏଥିପାଇଁ ଭୁବନେଶ୍ୱର ଜନତା ମୈଦାନରେ ଶେଷ ପର୍ଯ୍ୟାୟରେ ପହଞ୍ଚିଛି…

ମୁଖ୍ୟମନ୍ତ୍ରୀଙ୍କୁ ସ୍କୁଲ ଛାତ୍ରୀଙ୍କ ଚିଠି: କହିଲେ, ମୁଁ ପାଠ ପଢିବି କିନ୍ତୁ ଖର୍ଚ୍ଚ ତୁଲାଇବାକୁ ସମ୍ବଳ ନାହିଁ

କେନ୍ଦୁଝର (କେନ୍ୟୁଜ): ମୁଁ ପାଠ ପଢିବି। କିନ୍ତୁ ପଢାଖର୍ଚ୍ଚ ତୁଲାଇବାକୁ ପାଖରେ ସମ୍ବଳ ନାହିଁ। ନିଜ ପଢା ଖର୍ଚ୍ଚ ତୁଲାଇବାକୁ ମୁଖ୍ୟମନ୍ତ୍ରୀଙ୍କୁ ସ୍କୁଲ ଛାତ୍ରୀଙ୍କ ଚିଠି। ଶିକ୍ଷୟିତ୍ରୀ ଭାବେ ଚାକିରି କରିଥିବା ମାଆଙ୍କ ଦରମାରୁ ଟଙ୍କା କାଟି ପଢ଼ା ଖର୍ଚ୍ଚ ଦେବାକୁ ମୁଖ୍ୟମନ୍ତ୍ରୀ ନବୀନ…

କେନ୍ଦୁପତ୍ର କର୍ମଚାରୀଙ୍କୁ ମିଳିଲା ସହାୟତା, ହିତାଧିକାରୀଙ୍କ ଖାତାକୁ ଗଲା ୪୩ କୋଟି ଟଙ୍କା

ଭୁବନେଶ୍ୱର (କେନ୍ୟୁଜ): କେନ୍ଦୁପତ୍ର କର୍ମଚାରୀଙ୍କୁ ମିଳିଲା ସହାୟତା। କେନ୍ଦୁପତ୍ର ତୋଳାଳୀ, ବନ୍ଧାଳୀ ଓ ସିଜିନାଲ କର୍ମଚାରୀଙ୍କୁ ସହାୟତା ପ୍ରଦାନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ମଧ୍ୟବର୍ତ୍ତୀକାଳୀନ ସହାୟତା ଭାବରେ ତୋଳାଳୀମାନଙ୍କୁ ଏକହଜାର ଟଙ୍କା ଏବଂ ବନ୍ଧାଳୀ ଓ ସିଜିନାଲ…

‘ଦମନ’ ଫିଲ୍ମ ଟ୍ୟାକ୍ସ ଫ୍ରି, ଚଳଚ୍ଚିତ୍ରକୁ କରମୁକ୍ତ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର (କେନ୍ୟୁଜ): 'ଦମନ 'ଚଳଚ୍ଚିତ୍ର ପ୍ରଦର୍ଶନକୁ କରମୁକ୍ତ ଘୋଷଣା କଲେ ମୁଖ୍ୟମନ୍ତ୍ରୀ। ଓଡିଶା ସରକାରଙ୍କ ମ୍ୟାଲେରିଆ ନିରାକରଣ କାର୍ଯ୍ୟକ୍ରମ ଉପରେ ନିର୍ମିତ ଚଳଚ୍ଚିତ୍ର ଦମନ୍‌ର ପ୍ରଦର୍ଶନକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସଂପୂର୍ଣ୍ଣ ଟିକସ ମୁକ୍ତ ଘୋଷଣା କରିଛନ୍ତି। ବାସ୍ତବ…