Below header
Browsing Tag

chief minister

ଆଜି ଆସାମର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ବିଜେପି ପ୍ରାର୍ଥୀ ହିମନ୍ତ ବିଶ୍ୱ ସରମା

ବିଜେପି ନେତା ହିମନ୍ତ ବିଶ୍ୱ ସରମା ଆଜି ଆସାମର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ। ସରମା ରବିବାର ଦିନ ରାଜଭବନରେ ରାଜ୍ୟପାଳ ଜଗଦୀଶ ମୁଖୀଙ୍କୁ ସାକ୍ଷାତ କରି ସରକାର ଗଠନ ପାଇଁ ଦାବି ଜଣାଇଥିଲେ। ରାଜ୍ୟପାଳ ତାଙ୍କ ଦାବିକୁ ସ୍ୱୀକାର କରି ସରମାଙ୍କୁ ସରକାର ଗଠନ ପାଇଁ ନିମନ୍ତ୍ରଣ କରିଥିଲେ।…

ଏବେ ରାଜନୀତି ମଇଦାନକୁ ଓହ୍ଲାଇବେ ଅଭିଷେକ ବଚ୍ଚନ, ମୁଖ୍ୟମନ୍ତ୍ରୀ ରୂପରେ ଆସିପାରନ୍ତି ନଜର

ବଲିଉଡ୍‌ରେ ୧୦ ବର୍ଷ କ୍ୟାରିୟର ଭିତରେ ଅନେକ ଝଡ଼ଝଞ୍ଜାର ସାମ୍ନା କରିବା ପରେ ଅଭିଷେକ ବଚ୍ଚନ ପୁଣିଥରେ କିଛି କମାଲ କରିବାକୁ ପ୍ରସ୍ତୁତି ଆରମ୍ଭ କରିଛନ୍ତି। ଅଭିଷେକ ନିକଟରେ ନିଜ ଜନ୍ମ ଦିନ ପାଳନ କରିଛନ୍ତି ଓ ବନ୍ଧୁ, ପରିବାରଲୋକଙ୍କ ଆଶୀର୍ବାଦରେ କିଛି ନୂଆ ଆରମ୍ଭ କରିବାକୁ ଯାଉଛନ୍ତି।…

କୋଭିଡରେ ସଂକ୍ରମିତ ନୀଳଗିରି ଓ ସାଲେପୁର ବିଧାୟକଙ୍କ ସହ ଟେଲିଫୋନରେ କଥା ହେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର : ନୀଳଗିରି ବିଧାୟକ ଓ ସାଲେପୁର ବିଧାୟକଙ୍କ ସହ ଟେଲିଫୋନରେ କଥା ହେଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । କୋଭିଡରେ ସଂକ୍ରମିତ ହୋଇ ଚିକିତ୍ସାଧୀନ ଥିବାରୁ ସେମାନଙ୍କ ସ୍ୱାସ୍ଥ୍ୟାବସ୍ଥା ବାବଦରେ ପଚାରିବୁଝିଛନ୍ତି । ଏଥିସହ ଦୁଇ ବିଧାୟକଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି…

ବାତ୍ୟା ପ୍ରସ୍ତୁତି ନେଇ ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା କଲେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ

କେନ୍ଯୁଜ୍: ପ୍ରଳୟଙ୍କରୀ ରୂପ ଧାରଣ କରି ସମୁଦ୍ରରେ ଆଗକୁ ବଢୁଛି ଅମ୍ଫାନ । ବର୍ତ୍ତମାନ ପାରାଦୀପଠାରୁ ୫୭୦ କିଲୋମିଟର ଦୂରରେ ରହିଛି ଅମ୍ଫାନ । ତେବେ ଦୀଘାଠାରୁ ଦକ୍ଷିଣ-ଦକ୍ଷିଣ ପଶ୍ଚିମ ଦିଗକୁ ୭୨୦ କିଲୋମିଟର ଏବଂ ବାଂଲାଦେଶ କ୍ଷେପୁପଡ଼ା ଠାରୁ ଦକ୍ଷିଣ ଦକ୍ଷିଣ-ପଶ୍ଚିମ ଦିଗକୁ ୮୪୦ କିଲୋମିଟର…

ଋଷି କପୁରଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ ପ୍ରକାଶ

ଭୁବନେଶ୍ବର: ଋଷି କପୁରଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୋକ ପ୍ରକାଶ କରିଛନ୍ତି। ଗଭୀର ଦୁଃଖ ପ୍ରକାଶ କରି ମୁଖ୍ୟମନ୍ତ୍ରୀ ଶୋକ ସନ୍ତପ୍ତ ପରିବାରକୁ ସମବେଦନା ଜଣାଇଛନ୍ତି । ଭାରତୀୟ ସିନେମା ଜଣେ ମହାନ ଅଭିନେତାଙ୍କୁ ହରାଇଲା ବୋଲି ନବୀନ କହିଛନ୍ତି । ଋଷି କପୁରଙ୍କ ବିୟୋଗରେ…

ଆଜି ସବୁ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଭିଡିଓ କନଫରେନ୍ସିଂରେ ହେବ…

ନୂଆଦିଲ୍ଲୀ: ଆଜି ସବୁ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଭିଡିଓ କନଫରେନ୍ସିଂରେ ଆଲୋଚନା ହେବ । କରୋନା ସଂକ୍ରମଣ ରୋକିବାକୁ ଦେଶବ୍ୟାପୀ ଜାରି କରାଯାଇଥିବା ୨୧ ଦିନିଆ ଲକ୍‌ଡାଉନ୍‌ ଅବଧି ବୃଦ୍ଧି କରାଯିବା ସଂପର୍କରେ ଆଲୋଚନା ହେବ । ଆସନ୍ତା ୧୪…

ଆଜି ଫୁଲବାଣୀ ଗସ୍ତ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭୁବନେଶ୍ବର (କେନ୍ୟୁଜ୍) : ଆଜି ଫୁଲବାଣୀ ଗସ୍ତ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଅପରାହ୍ନରେ ୩ଟାରେ ନବୀନ ଗୁଦାରୀ ଏୟାର ଷ୍ଟ୍ରିପରେ ଅବତରଣ କରି କନ୍ଧମାଳ ଷ୍ଟାଡିୟମ ଯିବେ । ସେଠାରେ ଅନେକ ଲୋକାଭିମୂଖୀ ପ୍ରକଳ୍ପର ଶିଳାନ୍ୟାସ ଓ ଉଦଘାଟନ ସମାରୋହରେ ଯୋଗ ଦେବେ । ପରେ ବିଜୁ ବାହିନୀର…

ମୁଖ୍ୟମନ୍ତ୍ରୀ କିଏ, ଯୁବ ନା ଭେଟେରାନ୍‌ ? କଂଗ୍ରେସରେ ହଟଚମଟ

ତିନି ବିଜେପି ଶାସିତ ରାଜ୍ୟରେ କଂଗ୍ରେସ କ୍ଷମତା ହାତେଇବା ପରେ ମୁଖ୍ୟମନ୍ତ୍ରୀ ଚୟନ ପାଇଁ କସରତ। ରାଜସ୍ଥାନର ମୁଖ୍ୟମନ୍ତ୍ରୀ କିଏ ହେବ ସେନେଇ ଜେରଦାର ଚର୍ଚ୍ଚା । ହାଇକମାଣ୍ଡଙ୍କ ଘନଘନ ଆଲୋଚନା । ତେବେ ଦୁଇଥରର ମୁଖ୍ୟମନ୍ତ୍ରୀ ଥିବା ଅଶୋକ ଗେହଲଟ ତୃତୀୟ ଥର ଲାଗି ମୁଖ୍ୟମନ୍ତ୍ରୀ ହେବେ ବୋଲି…

୧୫ଟି ପ୍ରକଳ୍ପର ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର (କେନ୍ୟୁଜ୍) : ରାଜ୍ୟ ସଚିବାଳୟରେ ୬ଟି କ୍ଷେତ୍ରରେ ୧୫ଟି ପ୍ରକଳ୍ପର ଶିଳାନ୍ୟାସ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହା ମଧ୍ୟରେ ରହିଛି ଖୋର୍ଦ୍ଧା ଶିଳ୍ପାଞ୍ଚଳରେ ସୂର୍ଯ୍ୟ ପ୍ରୋସେସ ଫୁଡ କମ୍ପାନୀ । ଏଥିପାଇଁ ରାଜ୍ୟ ସରକାର ୧୦ ଏକର ଜାଗା ଯୋଗାଇ ଦେଇଛନ୍ତି । ଏଥିରେ…

ଭୁବନେଶ୍ବରରୁ ସୁରତକୁ ବିମାନ ସେବା ଦାବି କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର (କେନ୍ୟୁଜ୍) : କେନ୍ଦ୍ର ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ ସୁରେଶ ପ୍ରଭୁଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଚିଠି । ଭୁବନେଶ୍ୱରରୁ ସୁରଟକୁ ବିମାନ ଚଳାଚଳ ପାଇଁ ଅନୁରୋଧ କରିଛନ୍ତି ନବୀନ । ଚିଠିରେ ସେ ଉଲ୍ଲେଖ କରିଛନ୍ତି ଯେ, ସୁରଟରେ ଲକ୍ଷାଧିକ ଓଡ଼ିଆ ରହୁଛନ୍ତି ।…

ଦିଲ୍ଲୀରୁ ଫେରିବା ବେଳେ ବାଜପେୟୀଙ୍କ ସ୍ମୃତି ଚାରଣ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭୁବନେଶ୍ବର (କେନ୍ୟୁଜ୍) : ଦିଲ୍ଲୀରୁ ଫେରିବା ବେଳେ ବାଜପେୟୀଙ୍କ ସ୍ମୃତି ଚାରଣ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ନବୀନ କହିଛନ୍ତି ଅଟଳଜୀ ଜଣେ ଭଲ ପ୍ରଧାନମନ୍ତ୍ରୀ ଥିଲେ । ସବୁ ଭାରତୀୟଙ୍କ ସେ ପ୍ରିୟ ଥିଲେ । ବାଜପେୟୀ ଜଣେ ଜଣେ ଉଚ୍ଚ କୋଟିର କବି ମଧ୍ୟ ଥିଲେ । ବିଜୁ ପଟ୍ଟନାୟକ ଓ…

ସଚିବାଳୟରେ ବର୍ଷା ଜନିତ ପରିସ୍ଥିତିର ମୁକାବିଲା ପାଇଁ ଆଲୋଚନା କରିଛନ୍ତି ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର : ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ବର୍ଷା ଜନିତ ପରିସ୍ଥିତିର ମୁକାବିଲା ପାଇଁ ଆଲୋଚନା କରିଛନ୍ତି। ଆଜି ସଚିବାଳୟରେ ସମ୍ଭାବ୍ୟ ପ୍ରବଳ ବର୍ଷା ଜନିତ ପରିସ୍ଥିତିର ମୁକାବିଲା ପାଇଁ ନିଆଯାଇଥିବା ପଦକ୍ଷେପ ସମ୍ପର୍କରେ ଆଲୋଚନା କରିଛନ୍ତି। ପାଣିପାଗ ବିଭାଗ ସୂଚନା ଅନୁଯାୟୀ ଆଜି…