Browsing Tag

chief secretary

ରାଜ୍ୟରେ ତୈଳ ସ୍ଥିତିର ସମୀକ୍ଷା କଲେ ମୁଖ୍ୟ ସଚିବ ଅନୁ ଗର୍ଗ, କହିଲେ ଗୁଜବ ହିଁ ସଂକଟ ଛିଡ଼ା କରିଦେଲା

ଭୁବନେଶ୍ୱର  : ରାଜ୍ୟରେ ତୈଳ ସ୍ଥିତିର ସମୀକ୍ଷା କଲେ ମୁଖ୍ୟ ସଚିବ ଅନୁ ଗର୍ଗ ।  ରାଜ୍ୟରେ ନାହିଁ ତୈଳ ଅଭାବ, ସ୍ଥିତି ସ୍ବାଭାବିକ ରହିଛି ।  ପେଟ୍ରୋଲ ପମ୍ପରେ ଭିଡ଼ ନକରିବାକୁ ମୁଖ୍ୟ ସଚିବ ପରାମର୍ଶ ଦେଇଛନ୍ତି ।  ନିୟମିତ ସ୍ଥିତି ମନିଟର କରିବାକୁ ତୈଳ କଂପାନୀଙ୍କୁ ନିର୍ଦ୍ଦେଶ ରହିଛି ।…

ରାଜ୍ୟର ନୂଆ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗଙ୍କୁ ୧୫ ସୂତ୍ରୀ ନିର୍ଦ୍ଦେଶାବଳୀ, ଆସନ୍ତା ଦୁଇବର୍ଷ ପାଇଁ ସରକାରଙ୍କ…

ନୂଆ ବର୍ଷରେ ପ୍ରଶାସନକୁ ଅଧିକ କ୍ରିୟାଶୀଳ କରିବା ପାଇଁ ମୁଖ୍ୟମନ୍ତ୍ରୀଙ୍କ ନୂଆ ଆଭିମୁଖ୍ୟ । ନୂଆ ବର୍ଷରେ ଶାସନ-ପ୍ରଶାସନକୁ ଅଧିକ ଦକ୍ଷ ଓ କ୍ରିୟାଶୀଳ କରିବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଜନା କରିଛନ୍ତି । ଶାସନ-ପ୍ରଶାସନକୁ ଚଳଚଞ୍ଚଳ ଓ ଲୋକାଭିମୁଖୀ କରିବା ପାଇଁ ମୁଖ୍ୟମନ୍ତ୍ରୀ…

ମୁଖ୍ୟ ଶାସନ ସଚିବ ଭାବେ ଦାୟିତ୍ବ ଗ୍ରହଣ କଲେ ବରିଷ୍ଠ ଆଇଏଏସ ଅଧିକାରୀ ଅନୁ ଗର୍ଗ

ଭୁବନେଶ୍ୱର : ମୁଖ୍ୟ ଶାସନ ସଚିବ ଭାବେ ଦାୟିତ୍ବ ଗ୍ରହଣ କଲେ ବରିଷ୍ଠ ଆଇଏଏସ ଅଧିକାରୀ ଅନୁ ଗର୍ଗ । ୧୯୯୧ବ୍ୟାଚର ଆଇଏଏସ ଅଧିକାରୀ ଅନୁ ଗର୍ଗ । ଓଡ଼ିଶାର ପ୍ରଥମ ମହିଳା ଚିଫ ସେକ୍ରେଟାରୀ ଭାବେ ଇତିହାସ ରଚିଛନ୍ତି । ବିଦାୟୀ ମୁଖ୍ୟ ସଚିବ ମନୋଜ ଆହୁଜାଙ୍କ ଠାରୁ ଦାୟିତ୍ବ ଗ୍ରହଣ କରିଛନ୍ତି । …

ବେଆଇନ ସାର ମହଜୁଦ ରଖି ଚୋରା ଚାଲାଣ କଲେ ଦୃଢ କାର୍ଯ୍ୟାନୁଷ୍ଠାନ : ମୁଖ୍ୟ ଶାସନ ସଚିବ

ଭୁବନେଶ୍ୱର : ରାଜ୍ୟରେ ସାର ଉପଲବ୍ଧତା ସମ୍ପର୍କରେ ସ୍ଥିତି ସମୀକ୍ଷା କଲେ ମୁଖ୍ୟ ଶାସନ ସଚିବ । ଲୋକସେବା ଭବନରେ ଅନୁଷ୍ଠିତ ବୈଠକରେ ସ୍ଥିତି ସମୀକ୍ଷା କରିଛନ୍ତି ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା । ବେଆଇନ ସାର ମହଜୁଦ ରଖିବା ଓ ଚୋରା ଚାଲାଣ ପ୍ରତି ଦୃଢ କାର୍ଯ୍ୟାନୁଷ୍ଠାନ ନେବାକୁ ନିର୍ଦ୍ଦେଶ…

ବାହାରିବ କି ଆପାର୍ଟମେଣ୍ଟ ରେଜିଷ୍ଟ୍ରେସନ ସମସ୍ୟାର ସମାଧାନ ? କାଲି ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ବୈଠକ

ଭୁବନେଶ୍ୱର : ଆପାର୍ଟମେଣ୍ଟ ରେଜିଷ୍ଟ୍ରେସନ ସମସ୍ୟା ସମାଧାନ ହେବ କି ? କାଲି ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ଉଚ୍ଚ ସ୍ତରୀୟ ବୈଠକ ବସିବ । ଏ ନେଇ ଗୃହ ଓ ନଗର ଉନ୍ନୟନ ବିଭାଗ ତରଫରୁ, ଓରେରା ଅଧ୍ୟକ୍ଷ, ଜଙ୍ଗଲ ଓ ପରିବେଶ ଓ ରାଜସ୍ୱ ବିଭାଗର ଅତିରିକ୍ତ ମୁଖ୍ୟ ସଚିବ, ବିଡିଏ ଉପାଧ୍ୟକ୍ଷ,…

ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ପ୍ରାକ୍ ବାତ୍ୟା ପ୍ରସ୍ତୁତି ବୈଠକ

ଭୁବନେଶ୍ୱର : ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ ଅଧ୍ୟକ୍ଷତାରେ ପ୍ରାକ୍ ବାତ୍ୟା ପ୍ରସ୍ତୁତି ବୈଠକ ଅନୁଷ୍ଠିତ। ୨୦୧୯ ମସିହା ମଇ ମାସରେ ଗ୍ରୀଷ୍ମକାଳୀନ ବାତ୍ୟା ‘ଫନୀ’ର ଅଭିଜ୍ଞତାକୁ ଭିତ୍ତି କରି ରାଜ୍ୟରେ ଗ୍ରୀଷ୍ମକାଳୀନ ବାତ୍ୟା ପରିଚାଳନା ନେଇ ବୈଠକରେ ବିଭିନ୍ନ ବିଭାଗର ପ୍ରସ୍ତୁତି…

ରଥଯାତ୍ରା ପ୍ରସ୍ତୁତି ବୈଠକ, ଶୃଙ୍ଖଳିତ ଘୋଷଯାତ୍ରା ନେଇ କାର୍ଯ୍ୟ କରିବାକୁ ମୁଖ୍ୟ ସଚିବଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର : ଚଳିତ ବିଶ୍ବ ପ୍ରସିଦ୍ଧ ରଥଯାତ୍ରା ଶାନ୍ତି ଶୃଙ୍ଖଳାର ସହ ଅନୁଷ୍ଠିତ ନେଇ ଗୁରୁତ୍ବପୂର୍ଣ୍ଣ ବୈଠକ । ଲୋକସେବା ଭବନରେ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ ଅଧ୍ୟକ୍ଷତାରେ ବୈଠକ ଅନୁଷ୍ଠିତ। ରଥଯାତ୍ରା ପ୍ରସ୍ତୁତିରେ ଯେପରି କୌଣସି ପ୍ରକାର ତ୍ରୁଟି ନହୁଏ, ସେଥିପ୍ରତି ଦୃଷ୍ଟି ଦେଇ…

ଗ୍ରୀଷ୍ମ ପ୍ରବାହ ମୁକାବିଲା: ମାର୍ଗ ଦର୍ଶିକା ପାଳନ ସହ ସଚେତନତାକୁ ବ୍ୟାପକ କରିବାକୁ ପରାମର୍ଶ

ଭୁବନେଶ୍ୱର : ଗ୍ରୀଷ୍ମ ପ୍ରବାହ ସ୍ଥିତି ଓ ମୁକାବିଲା  ନେଇ ଜିଲ୍ଲାପାଳଙ୍କ ସହ  ମୁଖ୍ୟ ଶାସନ ସଚିବଙ୍କ ବୈଠକ ।  ଚଳିତ ବର୍ଷ  ଗ୍ରୀଷ୍ମ ପ୍ରବାହର  ମୁକାବିଲା ପାଇଁ  ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ  ଗତ ୧୮ ତାରିଖରେ ଅନୁଷ୍ଠିତ ବୈଠକରେ ନିଷ୍ପତ୍ତି ଓ ଦିଆଯାଇଥିବା ନିର୍ଦ୍ଦେଶ ଅନୁସାରେ…

୨୮ରେ ମେକ୍ ଇନ୍ ଓଡ଼ିଶା କନକ୍ଲେଭରେ ଯୋଗ ଦେବେ ପ୍ରଧାନମନ୍ତ୍ରୀ, ପ୍ରସ୍ତୁତି ସମୀକ୍ଷା କଲେ ମୁଖ୍ୟ ସଚିବ

ଭୁବନେଶ୍ୱର : ଆସନ୍ତା ୨୮ ତାରିଖରେ ଉତ୍କର୍ଷ ଓଡ଼ିଶା-ମେକ ଇନ ଓଡ଼ିଶା କନକ୍ଲେଭ-୨୦୨୫ । ଯୋଗ ଦେବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଗତ ୭ ମାସ ମଧ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ୫ ଥର ଓଡିଶା ଗସ୍ତ । ପ୍ରଥମେ ବିଜେପି ସରକାର ଶପଥ ଗ୍ରହଣ ଉତ୍ସବରେ ଯୋଗ ଦେଇଥିଲେ । ପରେ ସୁଭଦ୍ରା…

ବଢ଼ିଲା ମୁଖ୍ୟ ସଚିବ ମନୋଜ ଆହୁଜାଙ୍କ କାର୍ଯ୍ୟକାଳ, ଡିସେମ୍ବର ୩୧ରେ ସରୁଥିଲା

ଭୁବନେଶ୍ୱର : ବଢ଼ିଲା ମୁଖ୍ୟ ସଚିବ ମନୋଜ ଆହୁଜାଙ୍କ କାର୍ଯ୍ୟକାଳ। ୧ ବର୍ଷ ପାଇଁ କାର୍ଯ୍ୟକାଳ ବୃଦ୍ଧି ହୋଇଛି । କ୍ୟାବିନେଟ ନିଯୁକ୍ତି କମିଟି ତାଙ୍କ କାର୍ଯ୍ୟକାଳକୁ ବୃଦ୍ଧି କରିଛି । ଚଳିତ ମାସ ୩୧ରେ ସରୁଥିଲା ମୁଖ୍ୟ ସଚିବ ମନୋଜ ଆହୁଜାଙ୍କ କାର୍ଯ୍ୟକାଳ । ଜାନୁଆରୀ ମାସରେ ରାଜ୍ୟରେ ରହିଛି…

ବଢିବ ମୁଖ୍ୟ ସଚିବ ମନୋଜ ଆହୁଜାଙ୍କ କାର୍ଯ୍ୟକାଳ, ୬ ମାସ ନା ଏକ ବର୍ଷ ବଢିବ ପାୱାର କରିଡରରେ ଚର୍ଚ୍ଚା

ଭୁବନେଶ୍ୱର : ବଢିବ ମୁଖ୍ୟ ସଚିବ ମନୋଜ ଆହୁଜାଙ୍କ କାର୍ଯ୍ୟକାଳ । ଯେ କୌଣସି ମୁହୂତ୍ତରେ ଏ ନେଇ ବିଧିବଦ୍ଧ ଭାବେ ପ୍ରକାଶ ପାଇପାରେ ବିଜ୍ଞପ୍ତି ।  ତେବେ ୬ମାସ ନା ଏକ ବର୍ଷ ବଢିବ କାର୍ଯ୍ୟକାଳ ତାକୁ ନେଇ ପାୱାର କରିଡରରେ ଚର୍ଚ୍ଚା ଆରମ୍ଭ । ଜାନୁଆରୀ ମାସରେ ରାଜ୍ୟରେ ରହିଛି ଦୁଇ ବଡ଼ ଇଭେଣ୍ଟ…

ବଢିପାରେ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ କାର୍ଯ୍ୟକାଳ, ଚଳିତ ମାସ ୩୧ରେ ସରୁଛି ଚାକିରି କାର୍ଯ୍ୟକାଳ

ଭୁବନେଶ୍ୱର : ବଢିପାରେ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ କାର୍ଯ୍ୟକାଳ । ଜୁଲାଇ ୧ରେ ସେ ଦାୟିତ୍ବ ନେଇଥିଲେ ।  ଚଳିତ ମାସ ୩୧ରେ ସରୁଛି ଚାକିରି କାର୍ଯ୍ୟକାଳ । କିନ୍ତୁ ଆସନ୍ତା ମାସରେ ଦୁଇଟି ବଡ଼ ଇଭେଣ୍ଟ, ପ୍ରବାସୀ ଭାରତୀୟ ଦିବସ ଓ ଉତ୍କର୍ଷ ଓଡ଼ିଶା- ମେକ୍ ଇନ୍ ଓଡ଼ିଶା କନକ୍ଲେଭ ରହିଛି ।…