Browsing Tag

chief secretary

କଂଗ୍ରେସରେ ସାମିଲ୍ ହେବେ ପୂର୍ବତନ ମୁଖ୍ୟ ସଚିବ ବିଜୟ ପଟ୍ଟନାୟକ, ନୂଆଦିଲ୍ଲୀରେ ହେବ ମିଶ୍ରଣ ପର୍ବ

(କେନ୍ୟୁଜ): ଆଜି କଂଗ୍ରେସରେ ଯୋଗଦେବେ ପୂର୍ବତନ ମୁଖ୍ୟ ସଚିବ ବିଜୟ ପଟ୍ଟନାୟକ । କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡ୍‌ଗେଙ୍କ ଉପସ୍ଥିତିରେ ଯୋଗଦେବେ । ଆଜି ଅପରାହ୍ଣ ୪ଟା ୩୦ରେ ଦିଲ୍ଲୀ ଏଆଇସିସି କାର୍ଯ୍ୟାଳୟରେ ମିଶ୍ରଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ । ଉପସ୍ଥିତ ରହିବେ ଓଡିଶା ପ୍ରଭାରୀ…

ନୟାଗଡ଼ରେ ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ମୁଖ୍ୟ ସଚିବ ସୁରେଶ ମହାପାତ୍ର, ଇକୋଟୁରିଜମ୍‌ କାର୍ଯ୍ୟ ବୁଲି…

ନୟାଗଡ଼(କେନ୍ୟୁଜ୍): ନୟାଗଡ଼ ଗସ୍ତରେ ଯାଇ ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ମୁଖ୍ୟ ସଚିବ ସୁରେଶ ମହାପାତ୍ର । ନୟାଗଡ ସହରରେ ଇକୋଟୁରିଜମ୍‌ କାର୍ଯ୍ୟ ଓ ବଲାଙ୍ଗିବନ୍ଧ ପାର୍କ ବୁଲି ଦେଖିଲେ । ପରେ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ପରିସରରେ ୧୦୦ ଶଯ୍ୟା ବିଶିଷ୍ଟ ହସ୍ପିଟାଲ ଓ ଷ୍ଟାଫ୍‌…

କିଡ୍‌ନୀ ପ୍ରତିରୋପଣ ରୋଗୀଙ୍କୁ ଔଷଧ ଯୋଗାଣର ସମୀକ୍ଷା କଲେ ମୁଖ୍ୟ ସଚିବ, ନିରାମୟରେ ଦିଆଯାଉଥିବା ଔଷଧ ଅତ୍ୟନ୍ତ ଫଳପ୍ରଦ

ଭୁବନେଶ୍ବର(କେନ୍ୟୁଜ୍): କିଡ୍‌ନୀ ପ୍ରତିରୋପଣ ରୋଗୀଙ୍କୁ ଔଷଧ ଯୋଗାଣର ସମୀକ୍ଷା। ଭୁବନେଶ୍ୱରରେ ଲୋକସେବା ଭବନରେ ଅନୁଷ୍ଠିତ ଉଚ୍ଚସ୍ତରୀୟ ବୈଠକରେ ସମୀକ୍ଷା କରିଛନ୍ତି ମୁଖ୍ୟ ସଚିବ ସୁରେଶ ମହାପାତ୍ର। ନିରାମୟ ମାଧ୍ୟମରେ ଓଡ଼ିଶା ରାଜ୍ୟ ମେଡିକାଲ କର୍ପୋରେସନ ଲିମିଟେଡ ପ୍ରଦାନ କରାଯାଉଥିବା ଔଷଧ…

ରାଜ୍ୟରେ ହ୍ରାସ ପାଇଛି ବାମପନ୍ଥୀ ଉଗ୍ରବାଦ କାର୍ଯ୍ୟକଳାପ, ଲୋକଙ୍କ ସହ ଜଡିତ ରହିବାକୁ ମୁଖ୍ୟ ଶାସନ ସଚିବଙ୍କ…

କେନ୍ୟୁଜ୍(ବ୍ୟୁରୋ): ରାଜ୍ୟରେ ବାମପନ୍ଥୀ ଉଗ୍ରବାଦ କାର୍ଯ୍ୟକଳାପକୁ ହ୍ରାସ କରିବାରେ ଉଲ୍ଲେଖନୀୟ ଉନ୍ନତି ସହିତ କମ୍ୟୁନିଟି ଓ ସ୍ଥାନୀୟ ଲୋକଙ୍କ ସହ ଜଡିତ ରହିବାକୁ ମୁଖ୍ୟ ଶାସନ ସଚିବ ନିର୍ଦ୍ଦେଶ ଦେଇଛନ୍ତି । ଚଳିତବର୍ଷ ଆତଙ୍କବାଦ ବିରୋଧୀ ଅଭିଯାନ ପାଇଁ ସରକାର ୮୫କୋଟି ୮୫ଲକ୍ଷ ଟଙ୍କାର…

ଚଳିତ ବର୍ଷ ରାଜ୍ୟରେ ୭୧ ଲକ୍ଷ ମେଟ୍ରିକ ଟନ୍‌ ଧାନ ସଂଗ୍ରହ ଲକ୍ଷ୍ୟ: ପଞ୍ଜୀକୃତ ଚାଷୀଙ୍କଠାରୁ ହିଁ ଧାନ ସଂଗ୍ରହ କରାଯିବ

କେନ୍ୟୁଜ୍(ବ୍ୟୁରୋ):ଆଜି ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବସିଥିବା କ୍ୟାବିନେଟ ବୈଠକରେ ୮ଟି ପ୍ରସ୍ତାବକୁ ମଂଜୁରୀ ପ୍ରଦାନ କରାଯାଇଛି। ସେଥିରେ ରହିଛି, ୨୦୨୨-୨୩ ବର୍ଷ ପାଇଁ ଖାଦ୍ୟ ଓ ସଂଗ୍ରହଣ ନୀତି। ଚଳିତ ବର୍ଷ ରାଜ୍ୟରେ ୭୧ ଲକ୍ଷ ମେଟ୍ରିକ ଟନ୍‌ ଧାନ ସଂଗ୍ରହ କରିବାକୁ ଲକ୍ଷ୍ୟ ଧାର୍ଯ୍ୟ…

ଅଗଷ୍ଟ ମାସ ଶେଷସୁଦ୍ଧା ୧୫.୫୫ ଶତକଡା ବୃଦ୍ଧି ପାଇଛି ରାଜସ୍ୱ ସଂଗ୍ରହ, ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପଗୁଡିକର…

ଭୁବନେଶ୍ବର(କେନ୍ୟୁଜ୍):  ଗତ ଆର୍ଥିକ ବର୍ଷ ତୁଳନାରେ ଚଳିତ ବର୍ଷ ଅଗଷ୍ଟ ଶେଷସୁଦ୍ଧା ରାଜ୍ୟର ସମୁଦାୟ ରାଜସ୍ୱ ସଂଗ୍ରହରେ ପ୍ରାୟ ୧୫.୫୫ ଶତକଡା ଅବିବୃଦ୍ଧି ହୋଇଛି । ଗତ ବର୍ଷ ଏହି ସମୟସୁଦ୍ଧା ସମୁଦାୟ ରାଜସ୍ୱ ସଂଗ୍ରହ ୩୧,୫୪୮.୪୯ କୋଟି ଟଙ୍କା ଥିବାବେଳେ ଚଳିତ ବର୍ଷ ଏହା ପ୍ରାୟ ୩୬,୪୫୫…

ବନ୍ୟା ପ୍ରବଣ ଅଞ୍ଚଳରେ ଅଧିକ ବନ୍ୟା-ଆଶ୍ରୟସ୍ଥଳୀ ନିର୍ମାଣ ପାଇଁ ମୁଖ୍ୟ ଶାସନ ସଚିବଙ୍କ ନିର୍ଦ୍ଦେଶ

ଭୁବନେଶ୍ବର(କେନ୍ୟୁଜ୍): ବିପର୍ଯ୍ୟୟ ପରିଚାଳନାରେ ଆନ୍ତର୍ଜାତିକ ସ୍ୱୀକୃତି ହାସଲ ସହ ରାଜ୍ୟ ସରକାର ବର୍ତ୍ତମାନ ବିପର୍ଯ୍ୟୟ ପରିଚାଳନା ଦକ୍ଷତାକୁ ଅଧିକ ଦୃଢ଼ିଭୁତ ଏବଂ ଶାଣିତ କରିବା ନିମନ୍ତେ ପଦକ୍ଷେପ ଆରମ୍ଭ କରିଛନ୍ତି । ଆଜି ମୁଖ୍ୟ ଶାସନ ସଚିବ ଶ୍ରୀ ସୁରେଶ ଚନ୍ଦ୍ର ମହାପାତ୍ରଙ୍କ…

ପ୍ଲାଷ୍ଟିକ ବ୍ୟବହାରକୁ ରୋକିବା ପାଇଁ ଘରୁ ବ୍ୟାଗ ନେଇ ବଜାରକୁ ଯିବାକୁ ଅନୁରୋଧ କଲେ ମୁଖ୍ୟ ଶାସନ ସଚିବ

ଭୁବନେଶ୍ୱର (କେନ୍ୟୁଜ): ଥରେ ବ୍ୟବହାର ଯୋଗ୍ୟ ପ୍ଲାଷ୍ଟିକ୍ ନିଷିଦ୍ଧ ଆଇନ୍କୁ କଡ଼ାକଡ଼ିଭାବେ ସାରା ରାଜ୍ୟରେ ଲାଗୁ କରିବା ପାଇଁ ମୁଖ୍ୟ ଶାସନ ସଚିବ ଶ୍ରୀ ସୁରେଶ ଚନ୍ଦ୍ର ମହାପାତ୍ର ନିର୍ଦ୍ଦେଶ ଦେଇଛନ୍ତି । ଆଜି ରାଜ୍ୟସ୍ତରୀୟ ଟାକ୍ସ ଫୋର୍ସ କମିଟି ବୈଠକରେ ଅଧ୍ୟକ୍ଷତା କରି ସେ ଏହି…

ଶୃଙ୍ଖଳିତ ରଥଯାତ୍ରା ପ୍ରସ୍ତୁତିର ସମୀକ୍ଷା କଲେ ମୁଖ୍ୟ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର

ପୁରୀ(କେନ୍ୟୁଜ୍):  ବିଶ୍ୱ ପ୍ରସିଦ୍ଧ ରଥଯାତ୍ରାକୁ ଆଉ ମାତ୍ର ସପ୍ତାହେ । ଶୃଙ୍ଖଳିତ ରଥଯାତ୍ରା ପ୍ରସ୍ତୁତିର ସମୀକ୍ଷା କଲେ ମୁଖ୍ୟ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର । ଏଥିସହ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର କ୍ଷେତ୍ର ସ୍ତରୀୟ ଅଗ୍ରଗତିର ମଧ୍ୟ ଅନୁଧ୍ୟାନ କରିଛନ୍ତି । ଚଳିତ ବର୍ଷ କରୋନାର…

ଚଳିତ ମାସ ଶେଷ ସୁଦ୍ଧା ୨ୟ ବ୍ରାହ୍ମଣୀ ସେତୁ ହେବ ଯାତାୟାତ ଉପଯୋଗୀ, କାମ ଶେଷ କରିବାକୁ ମୁଖ୍ୟ ଶାସନ ସଚିବଙ୍କ…

ରାଉରକେଲା(କେନ୍ୟୁଜ୍):  ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ଦୁଇ ଦିନିଆ ରାଉରକେଲା ଗସ୍ତରେ ଆସିଥିବା ମୁଖ୍ୟ ଶାସନ ସଚିବ ଶ୍ରୀ ସୁରେଶ ଚନ୍ଦ୍ର ମହାପାତ୍ର ଆଜି ଦ୍ଵିତୀୟ ଦିନରେ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର କ୍ଷେତ୍ରସ୍ତରୀୟ ଅଗ୍ରଗତି ସମୀକ୍ଷା କରିଥିଲେ। ଆଜି…

ମାଲକାନଗିରି ଗସ୍ତରେ ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର , ଜିଲ୍ଲାର ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର କଲେ ସମୀକ୍ଷା

ମାଲକାନଗିରି (କେନ୍ୟୁଜ): ମାଲକାନଗିରି ଜିଲ୍ଲା ଗସ୍ତରେ ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର । ଜିଲ୍ଲାର ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କରିଛନ୍ତି । ଆଜି ଜିଲ୍ଲାର DRDA ସମ୍ମିଳନୀ କକ୍ଷରେ ସବୁ ବିଭାଗୀୟ ଅଧିକାରୀଙ୍କ ସହ ରିଭ୍ୟୁ ମିଟିଂ କରିଥିଲେ ମୁଖ୍ୟ ଶାସନ ସଚିବ । ପାନୀୟ…

ମାଲକାନଗିରିରେ ନିର୍ମାଣ ହେବ ବିମାନବନ୍ଦର, ମୁଖ୍ୟ ସଚିବ ସୁରେଶ ମହାପାତ୍ରଙ୍କ ଅଧ୍ୟକ୍ଷତାରେ ବସିଥିବା ବୈଠକରେ…

ମାଲକାନଗିରି (କେନ୍ୟୁଜ): ମାଲକାନଗିରିରେ ନିର୍ମାଣ ହେବ ବିମାନବନ୍ଦର। ତ୍ୱରିତ ଭାବେ ଏହାର ନିର୍ମାଣ ନେଇ ମୁଖ୍ୟ ସଚିବ ସୁରେଶ ମହାପାତ୍ରଙ୍କ ଅଧ୍ୟକ୍ଷତାରେ ବସିଥିବା ଉଚ୍ଚସ୍ତରୀୟ ବୈଠକରେ ନିଷ୍ପତ୍ତି ହୋଇଛି। ୨୦୨୪ ଜାନୁଆରୀ ସୁଦ୍ଧା ଅନ୍ତଃରାଜ୍ୟ ବିମାନବନ୍ଦର କାର୍ଯ୍ୟକ୍ଷମ ହେବ।…