ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ୩ ବର୍ଷର ଶିଶୁ ପୁତ୍ରକୁ ମାରିଦେଲା, ଘଟଣାସ୍ଥଳରେ ସାଇଣ୍ଟିଫିକ ଟିମ
କେନ୍ଦୁଝର : କେନ୍ଦୁଝର ଜିଲ୍ଲା ଝୁମ୍ପୁରା ଥାନା ଖେଣ୍ଡରା ଠାରେ ଜଣେ ୩ ବର୍ଷର ଶିଶୁପୁତ୍ର ମୃତଦେହ ପଥର ଖୋଲରେ ପଡିଥିବା ଦେଖିବାକୁ ମିଳିଛି । ପାରିପାର୍ଶ୍ଵିକ ସ୍ଥିତିରୁ ଶିଶୁଟିକୁ ପଥରରେ ପିଟି ମାରିଦେଇଥିବା ନେଇ ଆଶଙ୍କା କରାଯାଉଛି । ସୂଚନା ଅନୁସାରେ, ଝୁମ୍ପୁରା ଥାନା ନହବେଡା ଗ୍ରାମର…