Browsing Tag

child mortality

ସ୍ୱାସ୍ଥ୍ୟ କ୍ଷେତ୍ରରେ ଓଡିଶାର ବଡ ସଫଳତା, ରାଜ୍ୟରେ ଶିଶୁ ମୃତ୍ୟୁହାର ପ୍ରତି ଏକ ହଜାରରେ ୩୬କୁ କମିଲା

କେନ୍ୟୁଜ୍(ବ୍ୟୁରୋ): ସ୍ୱାସ୍ଥ୍ୟ କ୍ଷେତ୍ରରେ ଓଡିଶାର ବଡ ସଫଳତା । ରାଜ୍ୟରେ ଶିଶୁ ମୃତ୍ୟୁହାର ପ୍ରତି ଏକ ହଜାରରେ ୩୬କୁ କମିଲା । ୨୦୦୫ରୁ ୨୦୨୦ ମଧ୍ୟରେ ଶିଶୁ ମୃତ୍ୟୁହାରରେ ୩୯ ପଏଣ୍ଟ ହ୍ରାସ ପାଇଛି । ଯାହାକି ସାରା ଦେଶରେ ସର୍ବାଧିକ ହ୍ରାସ । ଏଥିପାଇଁ ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ, ମହିଳା…