ଚିକିତ୍ସାଳୟରୁ ନବଜାତ ଶିଶୁ ଚୋରି ଅଭିଯୋଗ, ଥାନାର ଦ୍ୱାରସ୍ଥ ହେଲେ ଦମ୍ପତି
ଉମରକୋଟ: ଚିକିତ୍ସାଳୟରୁ ନବଜାତ ଶିଶୁ ଚୋରି ଅଭିଯୋଗ । ଥାନାର ଦ୍ୱାରସ୍ଥ ହେଲେ ଦମ୍ପତି । ନବରଙ୍ଗପୁର ଜିଲ୍ଲା ଉମରକୋଟ ଚିକିତ୍ସାଳୟର ଜଣେ ଡାକ୍ତରଙ୍କ ବିରୋଧରେ ଆସିଛି ଏପରି ସଂଗୀନ ଅଭିଯୋଗ । ସୁଖୀଗାଁ ପଂଚାୟତ ଗାବରୀଗୁଡାର ଧନମତି ସାନ୍ତା ଗତ ଏପ୍ରିଲ ୨ରେ ଜିଲ୍ଲା ଚିକିତ୍ସାଳୟରେ ଏକ…