ଚିଲିକା ଓ ଭିତରକନିକା ଆର୍ଦ୍ରଭୂମି ସୁରକ୍ଷା ପ୍ରସଙ୍ଗରେ ଉଚ୍ଚ ସ୍ତରୀୟ କମିଟି ଗଠନ କରିଛନ୍ତି ରାଜ୍ୟ ସରକାର
କଟକ (କେନ୍ୟୁଜ୍) : ଚିଲିକା ଓ ଭିତରକନିକା ଆର୍ଦ୍ରଭୂମି ସୁରକ୍ଷା ପ୍ରସଙ୍ଗରେ ଚିଙ୍ଗୁଡି ଘେରି ଉଚ୍ଛେଦ ପାଇଁ ରାଜ୍ୟ ସରକାର ଏକ ଉଚ୍ଚ ସ୍ତରୀୟ କମିଟି ଗଠନ କରିଛନ୍ତି। ଏହି କମିଟି ଘଟଣାସ୍ଥଳ ପରିଦର୍ଶନ କରି ରିପୋର୍ଟ ପ୍ରଦାନ କରିବ ବୋଲି ରାଜ୍ୟ ସରକାର ହାଇକୋର୍ଟଙ୍କୁ ଅବଗତ କରାଇଛନ୍ତି।…