ପଦ୍ମ ଧରିଲେ ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବ, ବିଧିବଦ୍ଧ ଭାବେ ଦଳରେ ହେଲେ ସାମିଲ
ଭୁବନେଶ୍ୱର (କେନ୍ୟୁଜ): ବିଜେପିରେ ଯୋଗଦେଲେ ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବ । ଭୁବନେଶ୍ୱର ସାଂସଦ ଅପରାଜିତା ଷଡ଼ଙ୍ଗୀ, ପୂର୍ବତନ ରାଜ୍ୟ ବିଜେପି ସଭାପତି ସମୀର ଦାସ, ପୃଥ୍ୱୀରାଜ ହରିଚନ୍ଦନ, ଭୃଗୁ ବକ୍ସିପାତ୍ରଙ୍କ ଉପସ୍ଥିତିରେ ପ୍ରଶାନ୍ତ ପଦ୍ମ ଧରିଛନ୍ତି । ରାଜ୍ୟ ବିଜେପି ନିର୍ବାଚନ…