Browsing Tag

china

ଜୋତା ଫ୍ୟାକ୍ଟ୍ରିରେ ଭୟାବହ ଅଗ୍ନିକାଣ୍ଡ, ୨୮ ମୃତ

ଚୀନ୍ : ଚୀନର ଜିନଜୟାଙ୍ଗ ସହରରେ ଥିବା ଏକ ଜୋତା ଫ୍ୟାକ୍ଟ୍ରିରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି । ଏହି ଅଗ୍ନିକାଣ୍ଡ ଯୋଗୁଁ ୨୮ ଜଣ ଲୋକଙ୍କର ମୃତ୍ୟୁ ହୋଇଛି । ହେଲେ ଏପର୍ଯ୍ୟନ୍ତ ସୁଦ୍ଧା ଅଗ୍ନିକାଣ୍ଡର କାରଣ ଜଣାପଡିନାହିଁ । ସୂଚନାନୁଯାୟୀ, ଗୁରୁବାର ରାତି ପ୍ରାୟ ୧୨ଟାରେ ଜୋତା…

ଗୁଆଙ୍ଗସିରେ ଭୟଙ୍କର ବିସ୍ଫୋରଣ, ୭ ମୃତ

ଚୀନ୍ : ଚୀନର ଦକ୍ଷିଣ-ପଶ୍ଚିମ ଗୁଆଙ୍ଗସି ଅଞ୍ଚଳରେ ଏକ ଭୟଙ୍କର ବିସ୍ଫୋରଣ ଘଟିଛି । ଏହି ଦୁର୍ଘଟଣାରେ ୭ ଜଣଙ୍କର ମୃତ୍ୟୁ ଘଟିଛି । ଏହି ଦୁର୍ଘଟଣା ପରେ ସ୍ଥାନୀୟ ଅଞ୍ଚଳରେ ଆତଙ୍କ ସୃଷ୍ଟି କରିଛି । ସୂଚନାନୁଯାୟୀ, ଏହି ବିସ୍ଫୋରଣ ଏତେ ଜୋର ଥିଲା ଯେ ଅନେକ ଦୂର ପର୍ଯ୍ୟନ୍ତ ଏହାର ଶବ୍ଦ…

କୋଇଲା ଖଣିରେ ଭୟଙ୍କର ବିସ୍ଫୋରଣ, ୮୨ ମୃତ

ଚୀନ : ଚୀନର ଏକ କୋଇଲା ଖଣିରେ ଭୟଙ୍କର ବିସ୍ଫୋରଣ । ଏହି ବିସ୍ଫୋରଣରେ ୮୨ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ୩୮ ଜଣ ଶ୍ରମିକ ମାଟି ତଳେ ଫସି ରହିଥିବା ସୂଚନା ମିଳୁଛି । ଆଗକୁ ମୃତ୍ୟୁ ସଂଖ୍ୟା ବଢିପାରେ ବୋଲି ଅନୁମାନ କରାଯାଉଛି । ଏହି ଦୁର୍ଘଟଣା ଉତ୍ତର ଚୀନର ଶାଂସି ପ୍ରଦେଶରେ ଘଟିଛି । ସୂଚନା…

ଚୀନରେ ଭୟଙ୍କର ଭୂମିକମ୍ପ, ଭାଙ୍ଗିଲା ଅନେକ ବିଲିଡିଂ, ଅନେକ ଫସିଥିବା ଆଶଙ୍କା

ଚୀନ : ଚୀନରେ ଭୟଙ୍କର ଭୂମିକମ୍ପ ଅନୁଭୂତ ହୋଇଛି । ସ୍ଥାନୀୟ ସମୟ ରବିବାର ରାତି ୧୨:୨୧ ରେ ହୋଇଥିବା ଏହି ଭୂମିକମ୍ପର କେନ୍ଦ୍ରସ୍ଥଳ ଲିଉଝୋର ଲିଉନାନ ଥିଲା । ଭୂକମ୍ପର ତୀବ୍ରତା ୫.୨ ବୋଲି ରିପୋର୍ଟ କରିଛନ୍ତି । ଭୂମିକମ୍ପର କେନ୍ଦ୍ରସ୍ଥଳ ଭୂଗର୍ଭର ପ୍ରାୟ ୮ କିଲୋମିଟର ଗଭୀରତା ଥିଲା ବୋଲି…

ବାଣ କାରଖାନାରେ ଭୟଙ୍କର ବିସ୍ଫୋରଣ, ୨୧ ମୃତ ଓ ୬୧ ଆହତ 

ନୂଆଦିଲ୍ଲୀ: ଚୀନରୁ ଆସିଛି ବଡ଼ ଖବର । ଆଜି ଚୀନର ହୁନାନ୍ ପ୍ରଦେଶର ଲିୟୁୟାଙ୍ଗ ସହରରେ ଥିବା ଏକ ବାଣ ତିଆରି କାରଖାନାରେ ବିସ୍ଫୋରଣ ଘଟିଛି । ଏହି ଦୁର୍ଘଟଣାରେ ୨୧ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ଅନ୍ୟ ୬୧ ଜଣ ଆହତ ହୋଇଥିବା ଜଣାପଡ଼ିଛି । ବର୍ତ୍ତମାନ ଘଟଣାସ୍ଥଳରେ ରିଲିଫ୍ ଏବଂ ଉଦ୍ଧାର…

ପୁଣି ଫେଲ୍ ମାରିଲା ଚୀନର ଏୟାର ଡିଫେନ୍ସ, HQ-9B ଏୟାର ଡିଫେନ୍ସ ସିଷ୍ଟମ ସଂପୂର୍ଣ୍ଣ ବିଫଳ

ଗୋଟିଏ ବର୍ଷ ଭିତରେ ଦୁଇ ଦୁଇ ଥର ଫେଲ୍ ମାରିଲା ଚୀନର ଏୟାର ଡିଫେନ୍ସ । ପ୍ରଥମେ ଅପରେସନ ସିନ୍ଦୂର ସମୟରେ ପାକିସ୍ତାନ ପାଇଁ ଫେଲ୍ ମାରିଥିଲା, ଆଉ ଏବେ ଇରାନ କ୍ଷେତ୍ରରେ ବି ବିଫଳ ହେଲା । ଚୀନର ପ୍ରମୁଖ HQ-9B ଏୟାର ଡିଫେନ୍ସ ସିଷ୍ଟମ ବର୍ଷେ ଭିତରେ ଦୁଇ ଥର ବିଫଳ ହେବା ପରେ ଏହାର କ୍ଷମତା…

ଲଦାଖ ଏବଂ ଚୀନରେ ଶକ୍ତିଶାଳୀ ଭୂକମ୍ପ, ତୀବ୍ରତା ୪.୪

ନୂଆଦିଲ୍ଲୀ : ଆଜି ସକାଳେ ଲଦାଖର ଲେହରରେ ଭୂକମ୍ପର ଝଟକା ଅନୁଭୂତ ହୋଇଛି । ଯାହାର ତୀବ୍ରତା ୩.୭ ରେକର୍ଡ କରାଯାଇଛି । ଭୂକମ୍ପର କେନ୍ଦ୍ରସ୍ଥଳ ୧୦ କିଲୋମିଟର ଗଭୀରତାରେ ଥିବା ଜଣାପଡିଛି । ଲୋକମାନେ ଶୋଇଥିବା ସମୟରେ ଭୂକମ୍ପ ଅନୁଭୂତ ହୋଇଥିଲା । NCS ପକ୍ଷରୁ ଭୂକମ୍ପରେ କୌଣସି ଜୀବନହାନି…

କୂଅ ଭିତରେ ୫୪ ଘଣ୍ଟା ମୃତ୍ୟୁ ସହ ସଂଘର୍ଷ କରୁଥିଲେ ମହିଳା, ସାପ କାମୁଡ଼ିଦେଲା

୫୪ ଘଣ୍ଟାର ଜୀବନ ମୃତ୍ୟୁ ସଂଘର୍ଷ ! ବୁଲୁ ବୁଲୁ ସାପ ଭର୍ତ୍ତି କୂଅରେ ପଡ଼ିଗଲେ ମହିଳା । ଘୋର ଅନ୍ଧାର ଆଉ ମଶା ଡାଆଁସଙ୍କ ଦାଉରୁ ରକ୍ଷା ନ ପାଉଣୁ ଭିତରେ ମଣିଷ ମରା ସାପ ଖେଳୁଥିବାର ଦେଖିଲେ । ଏସବୁ ଦେଖି ମହିଳାଙ୍କର ଭୟରେ ହଂସା ଉଡ଼ିଗଲା । ଆଉ ସେ କୂଅ ଭିତରୁ ବଞ୍ଚିକି ଫେରିବେ ବୋଲି…

୫ ବର୍ଷ ଅପେକ୍ଷାର ଘଟିଲା ଅନ୍ତ, ପୁଣି ଭାରତ-ଚୀନ ମଧ୍ୟରେ ଆରମ୍ଭ ହେବ ବିମାନ ସେବା

ଭାରତ ଏବଂ ଚୀନ ମଧ୍ୟରେ ଲମ୍ବା ସମୟ ଧରି ବିମାନ ସେବା ବନ୍ଦ ରହିଥିଲା । ଯାହା ପୁଣି ଆରମ୍ଭ ହେବାକୁ ଯାଉଛି । ଦୁଇ ଦେଶ ମଧ୍ୟରେ ସମ୍ପର୍କ ସ୍ବାଭାବିକ ହେବାରୁ ଏହି ପଦକ୍ଷେପ ନିଆଯାଇଛି । ଭାରତ ଏବଂ ଚୀନ ମଧ୍ୟରେ ସିଧାସଳକ ଭାବେ IndiGo ଏୟାରଲାଇନ୍ ସେବା ଅକ୍ଟୋବର ୨୬ରୁ ଆରମ୍ଭ ହେବାକୁ ଯାଉଛି…

ଚୀନରେ ଶକ୍ତିଶାଳୀ ଭୂକମ୍ପର ଝଟକା : ଘରଦ୍ବାର ନଷ୍ଟ, ୭ ଆହତ

ବେଜିଂ : ଆଜି ଚୀନର ଗାସୁରେ ଭୂକମ୍ପ ଅନୁଭୂତ ହୋଇଛି । ଯାହାର ତୀବ୍ରତା ୫.୬ ରହିଥିବା ଜଣାପଡିଛି । ଫଳରେ ଆତଙ୍କ ସୃଷ୍ଟି ହୋଇଥିଲା । ଏହାରି ମଧ୍ୟରେ ଏଥିରେ ୭ଜଣ ଆହତ ହୋଇଥିବା କୌଣସି ଏକ ସୂତ୍ରରୁ ପ୍ରକାଶ ପାଇଛି ।  ଭୂମିକମ୍ପ ଅନୁଭବ ହେବା ମାତ୍ରେ ଲୋକମାନେ ଘରୁ ବାହାରକୁ ଦୌଡ଼ିବାକୁ…

ଚୀନ-ପାକିସ୍ତାନ ସମ୍ପର୍କରେ ଫାଟ ! ଲକ୍ଷ ଲକ୍ଷ ଡଲାରର ପ୍ରକଳ୍ପରୁ ହଠାତ୍ ଓହରିଗଲା ‘ଡ୍ରାଗନ୍’

ଚୀନ୍ ପାକିସ୍ତାନର ସବୁଠାରୁ ଭଲ ବନ୍ଧୁ ।  ଆଜିକାଲି ଦୁଇ ଦେଶ ମଧ୍ୟରେ ସମ୍ପର୍କ ସ୍ୱାଭାବିକ ହେବା ପରି ମନେ ହେଉନାହିଁ । ପାକିସ୍ତାନ ତାର ପୁରୁଣା ରେଳ ନେଟୱାର୍କର ଉନ୍ନତି ପାଇଁ ଚୀନ୍ ବଦଳରେ ଏସୀୟ ବିକାଶ ବ୍ୟାଙ୍କ (ADB) ଠାରୁ ସାହାଯ୍ୟ ନେବାକୁ ନିଷ୍ପତ୍ତି ନେଇଛି । କରାଚୀ-ରୋହରୀ ରେଳ…

ଭିସା ନେଇ ଟ୍ରମ୍ପ ସରକାରଙ୍କ ବଡ଼ ଘୋଷଣା, ଚୀନକୁ ସମର୍ଥନ କଲେ ଆମେରିକାରେ ମିଳିବ ନାହିଁ ପ୍ରବେଶ

ୱାଶିଂଟନ: ଆମେରିକାର ବୈଦେଶିକ ମନ୍ତ୍ରୀ ମାର୍କୋ ରୁବିଓ ଗୁରୁବାର ଘୋଷଣା କରିଛନ୍ତି ଯେ କିଛି ମଧ୍ୟ ଆମେରିକୀୟ ନାଗରିକଙ୍କ ଉପରେ ନୂତନ ଭିସା କଟକଣା ଲାଗୁ କରାଯାଉଛି । ସେମାନଙ୍କ ଉପରେ ଜାଣିଶୁଣି ଚୀନ୍ କମ୍ୟୁନିଷ୍ଟ ପାର୍ଟି (ସିସିପି) ପାଇଁ କାମ କରିବା ଏବଂ ଏହି ଅଞ୍ଚଳରେ ଆଇନର ଶାସନକୁ…