ଆଜି ଶ୍ରୀମନ୍ଦିରରେ ଚିତାଲାଗି ଅମାବାସ୍ୟା, ଜାଣନ୍ତୁ ଏହାର ପରମ୍ପରା
ଆଜି ଶ୍ରୀମନ୍ଦିରରେ ଚିତାଲାଗି ଅମାବାସ୍ୟା । ଚିତାଲାଗି ଅମାବାସ୍ୟା ବା ଚିତଉ ଉଆଁସ ଓଡ଼ିଶାରେ ପାଳିତ ଏକ ଗଣପର୍ବ । ସବୁ ଓଡିଆ ଘର ପାଇଁ ଏହା ଏକ ଜଣାଶୁଣା ପରମ୍ପରା । ଆଉ ଏହି ପରମ୍ପରାକୁ ଆହୁରି ସମୃଦ୍ଧି କରିଛି ଚିତଉ ପିଠା । ଜଗନ୍ନାଥ ସଂସ୍କୃତି ସହ ଏହା ନିବିଡ କରିଛି ପ୍ରତ୍ୟେକ…