ବହୁଚର୍ଚ୍ଚିତ ଚିତ୍ତରଞ୍ଜନ ପଲେଇ ହତ୍ୟାକାଣ୍ଡ ଘଟଣା: ଆଜି ସରିଲା ଦୁଇ ଅଭିଯୁକ୍ତଙ୍କ ରିମାଣ୍ଡ
ପୁରୀ(କେନ୍ଯୁଜ୍): ବହୁଚର୍ଚ୍ଚିତ ଚିତ୍ତରଞ୍ଜନ ପଲେଇ ହତ୍ୟାକାଣ୍ଡ ଘଟଣା । ଆଜି ସରିଲା ଦୁଇ ଅଭିଯୁକ୍ତଙ୍କ ରିମାଣ୍ଡ । ସେମାନଙ୍କ ଠାରୁ ଅନେକ ତଥ୍ୟ ହାସଲ କରିଛି କ୍ରାଇମବ୍ରାଞ୍ଚ । ଅଭିଯୁକ୍ତ ଜଗନ୍ନାଥ ଷଡଙ୍ଗୀ ଓ ଅଶୋକ ଉପାଧ୍ୟୟଙ୍କୁ ପୁରୀ ସଦର ମୁଖ୍ୟ ଚିକିତ୍ସାଳୟକୁ ଅଣାଯାଇ…