Browsing Tag

chse

ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦର ୪୩ ତମ ପ୍ରତିଷ୍ଠା ଦିବସ, ମୁଖ୍ୟ ଅତିଥି ଭାବେ ଯୋଗ ଦେଲେ ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ

ଭୁବନେଶ୍ୱର : ଆଜି ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦର ୪୩ ତମ ପ୍ରତିଷ୍ଠା ଦିବସ ଭୁବନେଶ୍ୱର ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ମୁଖ୍ୟ କାର୍ଯ୍ୟାଳୟରେ ପାଳିତ ହୋଇଛି । ମୁଖ୍ୟ ଅତିଥି ଭାବେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ଯୋଗ ଦେଇ ଛାତ୍ରଛାତ୍ରୀଙ୍କୁ ଉତ୍ସାହିତ…

୨୬ରେ ପ୍ରକାଶ ପାଇବ +୨ ପରୀକ୍ଷା ଫଳାଫଳ

ଭୁବନେଶ୍ୱର(କେନ୍ୟୁଜ୍‌): ଆସନ୍ତା ୨୬ରେ ପ୍ରକାଶ ପାଇବ +୨ ପରୀକ୍ଷା ଫଳାଫଳ । ଏକା ସଙ୍ଗେ ପ୍ରକାଶ ପାଇବ କଳା, ବାଣିଜ୍ୟ ଓ ବିଜ୍ଞାନ ରେଜଲ୍ଟ। ଧନ୍ଦାମୂଳକ ପରୀକ୍ଷାଫଳ ମଧ୍ୟ ପ୍ରକାଶ ପାଇବ । www.orissaresults.nic.inରେ ଉପଲବ୍ଧ ହେବ ଫଳାଫଳ । CHSE ପକ୍ଷରୁ ଆଜି ଏହି ସୂଚନା ଦିଆଯାଇଛି ।…

ମେ ଶେଷ ସପ୍ତାହରେ ପ୍ରକାଶ ପାଇବ CHSE ଦ୍ୱାଦଶ ରେଜଲ୍ଟ !

କଟକ (କେନ୍ୟୁଜ): ମେ ଶେଷ ସପ୍ତାହରେ ପ୍ରକାଶ ପାଇବ CHSE ଦ୍ୱାଦଶ ପରୀକ୍ଷା ଫଳ । ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ(ସିଏଚ୍‌ଏସ୍‌ଇ) ଦ୍ବାରା ପରିଚାଳିତ + ୨ ପରୀକ୍ଷା ଫଳ ମେ’ ଶେଷ ସପ୍ତାହରେ ପ୍ରକାଶ ପାଇବ ବୋଲି ସୂଚନା ମିଳିଛି । ଉତ୍ତରଖାତା ମୂଲ୍ୟାୟନରେ ବିଳମ୍ବ ଓ ନିର୍ବାଚନ ପାଇଁ…

CHSE ଯୁକ୍ତ ୨ ଫିଜିକ୍ସ ପରୀକ୍ଷା ତ୍ରୁଟି ମାନିଲେ କର୍ତ୍ତୃପକ୍ଷ, ମିଳିବ ଗ୍ରେସ୍‌ ମାର୍କ

ଭୁବନେଶ୍ୱର (କେନ୍ୟୁଜ): CHSE ଯୁକ୍ତ ୨ ଫିଜିକ୍ସ ପରୀକ୍ଷାରେ ତ୍ରୁଟି ଘଟଣା । ତ୍ରୁଟି ମାନିଲେ CHSE ପରୀକ୍ଷା ନିୟନ୍ତ୍ରକ । ପ୍ରେସମିଟ୍‌ କରି ସୂଚନା ଦେଲେ ପରୀକ୍ଷା ନିୟନ୍ତ୍ରକ ଆଶୋକ ନାୟକ । ‘ଆଉଟ ଅଫ୍‌ ସିଲାବସ୍‌ ନୁହେଁ, ଚଏସ୍‌ ଡେଫିସିଟ୍‌ ରହିଛି’ବୋଲି କହିଲେ । ରେଗୁଲାର ଓ ଏକ୍ସ…

+୨ କଳାରେ କିସ୍‌ର ଶତପ୍ରତିଶତ ସଫଳତା, କିଟ୍‌ ଓ କିସ୍‌ ପ୍ରତିଷ୍ଠାତା ଡ. ଅଚ୍ୟୁତ ସାମନ୍ତ ଜଣାଇଲେ ଶୁଭେଚ୍ଛା

କେନ୍ୟୁଜ୍(ବ୍ୟୁରୋ):  ଚଳିତ ବର୍ଷ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ପରିଚାଳିତ +୨ କଳା ପରୀକ୍ଷା ଫଳ ପ୍ରକାଶ ପାଇଛି । ଏଥିରେ କିସ୍‌ର ଛାତ୍ରଛାତ୍ରୀମାନେ ଶତ ପ୍ରତିଶତ ସଫଳତା ହାସଲ କରିଛନ୍ତି । କଳାରେ ରାଜ୍ୟର ପାସ୍‌ ହାର ୭୮.୮୮ ପ୍ରତିଶତ ରହିଥିବା ବେଳେ କିସ୍‌ର ପାସ ହାର ଶତ…

ପ୍ରକାଶ ପାଇଲା +୨ କଳା ରେଜଲ୍ଟ, ପୁଣି ପୁଅଙ୍କୁ ପଛରେ ପକାଇଲେ ଝିଅ

ଭୁବନେଶ୍ବର(କେନ୍ୟୁଜ୍):  ପ୍ରକାଶ ପାଇଲା ଯୁକ୍ତ ଦୁଇ କଳା  ପରୀକ୍ଷା ରେଜଲ୍ଟ। www. orissaresults.nic.inରେ ରେଜଲ୍ଟ ଉପଲବ୍ଧ ହେଉଛି।  ଯୁକ୍ତ ଦୁଇ କଳାରେ ୭୮.୮୮% ପାସ ହାର ରହିଛି । ମୋଟ୍‌ ୧ ଲକ୍ଷ ୮୧ ହଜାର ୮୬୯ ଛାତ୍ରଛାତ୍ରୀ ପାସ୍‌ କରିଛନ୍ତି । ଉଚ୍ଚ ମଧ୍ୟମିକ ପକ୍ଷରୁ ପରୀକ୍ଷା ଫଳ…

 ଦିନକ ପରେ ପ୍ରକାଶ ପାଇବ+୨ ପରୀକ୍ଷା ଫଳ, CHSE ପରୀକ୍ଷା ନିୟନ୍ତ୍ରକଙ୍କ ପକ୍ଷରୁ ସୂଚନା

କେନ୍ୟୁଜ୍(ବ୍ୟୁରୋ):   ଦିନକ ପରେ ପ୍ରକାଶ ପାଇବ +୨ ପରୀକ୍ଷା ଫଳ । ମେ’ ୩୧ ତାରିଖରେ ବିଜ୍ଞାନ ଓ ବାଣିଜ୍ୟ ରେଜଲ୍ଟ ପ୍ରକାଶ ପାଇବ । CHSE ପରୀକ୍ଷା ନିୟନ୍ତ୍ରକଙ୍କ ପକ୍ଷରୁ ସୂଚନା ଦିଆଯାଇଛି । ବିଜ୍ଞାନରେ ୯୩ ହଜାର ୮୯୫ ଜଣ ପରୀକ୍ଷା ଦେଇଥିବା ବେଳେ ବାଣିଜ୍ୟରେ ୨୪,୩୩୧ ଜଣ ପରୀକ୍ଷା…

ଏପ୍ରିଲ ୧୦ରୁ ଆରମ୍ଭ ହେବ ଯୁକ୍ତ ଦୁଇ ପ୍ରଥମ ପର୍ଯ୍ୟାୟ ମୂଲ୍ୟାଙ୍କନ, କେନ୍ଦ୍ରକୁ ମୋବାଇଲ ନେଇ ଯାଇପରିବେନି ଶିକ୍ଷକ

କେନ୍ୟୁଜ୍(ବ୍ୟୁରୋ): ଆସନ୍ତା ୧୦ ତାରିଖରୁ ଯୁକ୍ତ ଦୁଇ ପ୍ରଥମ ପର୍ଯ୍ୟାୟ ମୂଲ୍ୟାଙ୍କନ। ନିୟୋଜିତହେବେ ୧୫ ହଜାର ମୂଲ୍ୟାଙ୍କନକାରୀ। ଉଭୟ ଅନଲାଇନ ଓ ଆଫଲାଇନରେ ମୂଲ୍ୟାଙ୍କନ କରାଯିବ। ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ(ସିଏଚ୍ଏସ୍ଇ) ଦ୍ୱାରା ପରିଚାଳିତ ଯୁକ୍ତ ଦୁଇ ପରୀକ୍ଷା ମାର୍ଚ୍ଚ ୧ରୁ ଆରମ୍ଭ…