Browsing Tag

chse odisha

ଯୁକ୍ତ ଦୁଇ ଫିଜିକ୍ସ ପରୀକ୍ଷାରେ ତ୍ରୁଟି ଘଟଣା: ମାର୍ଚ୍ଚ ୨୨ରୁ ଦୁଇଟି ପର୍ଯ୍ୟାୟରେ ହେବ ଯୁକ୍ତ ମୂଲ୍ୟାୟନ

ଭୁବନେଶ୍ୱର(କେନ୍ୟୁଜ):  ଯୁକ୍ତ ଦୁଇ ଫିଜିକ୍ସ ପରୀକ୍ଷାରେ ତ୍ରୁଟି ହୋଇଥିବା ସ୍ୱୀକାର କଲା ସିଏଚଏସଇ । ଭୁବନେଶ୍ୱର (କେନ୍ୟୁଜ): CHSE ଯୁକ୍ତ ୨ ଫିଜିକ୍ସ ପରୀକ୍ଷାରେ ତ୍ରୁଟି ଘଟଣା । ତ୍ରୁଟି ମାନିଲେ CHSE ପରୀକ୍ଷା ନିୟନ୍ତ୍ରକ । CHSE ଯୁକ୍ତ ୨ ଫିଜିକ୍ସ ପରୀକ୍ଷାରେ ତ୍ରୁଟି ହୋଇଛି ବୋଲି…

ଆଜି ସକାଳ ସାଢେ ୧୦ଟାରୁ ଯୁକ୍ତ ଦୁଇ ପରୀକ୍ଷା, କପି ରୋକିବା ପାଇଁ ତ୍ରିସ୍ତରୀୟ ସୁରକ୍ଷା ବ୍ୟବସ୍ଥା

ଭୁବନେଶ୍ୱର (କେନ୍ୟୁଜ): ଆଜିଠାରୁ ଆରମ୍ଭ ହେଉଛି ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦର ଯୁକ୍ତ ଦୁଇ ପରୀକ୍ଷା । ପ୍ରଥମ ଦିନରେ ମାତୃଭାଷାରେ ପରୀକ୍ଷା ଦେବେ ବିଜ୍ଞାନ ବିଭାଗ ଛାତ୍ର ଛାତ୍ରୀ । ସକାଳ ସାଢେ ୧୦ଟାରେ ପରୀକ୍ଷା ଆରମ୍ଭ ହେବ । ପରୀକ୍ଷା ଆରମ୍ଭ ହେବାର ଅଧଘଣ୍ଟା ପୂର୍ବରୁ ପହଞ୍ଚିବାକୁ…

ଏପ୍ରିଲ ୧୦ରୁ ଆରମ୍ଭ ହେବ ଯୁକ୍ତ ଦୁଇ ପ୍ରଥମ ପର୍ଯ୍ୟାୟ ମୂଲ୍ୟାଙ୍କନ, କେନ୍ଦ୍ରକୁ ମୋବାଇଲ ନେଇ ଯାଇପରିବେନି ଶିକ୍ଷକ

କେନ୍ୟୁଜ୍(ବ୍ୟୁରୋ): ଆସନ୍ତା ୧୦ ତାରିଖରୁ ଯୁକ୍ତ ଦୁଇ ପ୍ରଥମ ପର୍ଯ୍ୟାୟ ମୂଲ୍ୟାଙ୍କନ। ନିୟୋଜିତହେବେ ୧୫ ହଜାର ମୂଲ୍ୟାଙ୍କନକାରୀ। ଉଭୟ ଅନଲାଇନ ଓ ଆଫଲାଇନରେ ମୂଲ୍ୟାଙ୍କନ କରାଯିବ। ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ(ସିଏଚ୍ଏସ୍ଇ) ଦ୍ୱାରା ପରିଚାଳିତ ଯୁକ୍ତ ଦୁଇ ପରୀକ୍ଷା ମାର୍ଚ୍ଚ ୧ରୁ ଆରମ୍ଭ…

ଆଜି ଅପରାହ୍ନ ୪ଟାରେ ପ୍ରକାଶ ପାଇବ ଯୁକ୍ତ ଦୁଇ କଳା ଓ ଧନ୍ଦାମୂଳକ ପରୀକ୍ଷା ଫଳ

ଭୁବନେଶ୍ୱର(କେନ୍ୟୁଜ୍): ଆଜି ପ୍ରକାଶ ପାଇବ ଯୁକ୍ତ ଦୁଇ କଳା ଓ ଧନ୍ଦାମୂଳକ ପରୀକ୍ଷା ଫଳ । ଅପରାହ୍ନ ୪ଟାରେ ରେଜଲ୍ଟ ବାହାରିବ । CHSE କାର୍ଯ୍ୟାଳୟରେ ରେଜଲ୍ଟ ବାହାରିବ ବୋଲି ସୂଚନା ଦିଆଯାଇଛି । ଚଳିତବର୍ଷ କଳାରେ ୨ଲକ୍ଷ ୧୩ ହଜାର ୪୩୨ ଛାତ୍ରଛାତ୍ରୀ ପରୀକ୍ଷା ଦେଇଥିବାବେଳେ ଧନ୍ଦାମୂଳକ…

ଆସନ୍ତା ୮ରେ ପ୍ରକାଶ ପାଇବ ଯୁକ୍ତ ଦୁଇ କଳା ଓ ଧନ୍ଦାମୂଳକ ପରୀକ୍ଷା ଫଳ

ଭୁବନେଶ୍ୱର (କେନ୍ୟୁଜ): ଆସନ୍ତା ୮ ତାରିଖରେ ପ୍ରକାଶ ପାଇବ ଯୁକ୍ତ ଦୁଇ କଳା ଓ ଧନ୍ଦାମୂଳକ ପରୀକ୍ଷା ଫଳ । ଅପରାହ୍ନ ୪ଟାରେ ରେଜଲ୍ଟ ବାହାରିବ । CHSE କାର୍ଯ୍ୟାଳୟରେ ରେଜଲ୍ଟ ବାହାରିବ ବୋଲି ସୂଚନା ଦିଆଯାଇଛି । ଚଳିତବର୍ଷ କଳାରେ ୨ଲକ୍ଷ ୧୩ ହଜାର ୪୩୨ ଛାତ୍ରଛାତ୍ରୀ ପରୀକ୍ଷା…

ଖୁବ ଶୀଘ୍ର ପ୍ରକାଶିତ ହେବାକୁ ଯାଉଛି CHSE ଦ୍ୱାରା ପରିଚାଳିତ ଦ୍ୱାଦଶ ଶ୍ରେଣୀ ପରୀକ୍ଷା ଫଳ

ଚଳିତ ବର୍ଷର ସିଏଚଏସଇ ଦ୍ୱାରା ପରିଚାଳିତ ଦ୍ୱାଦଶ ଶ୍ରେଣୀ ପରୀକ୍ଷା ଫଳ ଖୁବ ଶୀଘ୍ର ପ୍ରକାଶ ପାଇବାକୁ ଯାଉଛି । ନିର୍ଦ୍ଦିଷ୍ଟ ତାରିଖ ଦିନ ଫଳ ପ୍ରକାଶିତ ହେବ ଫଳ । ବୋର୍ଡ ତରଫରୁ ଜାରି ହୋଇଥିବା ଅଫିସିଆଲ ୱେବସାଇଟ orissaresults.nic.in କୁ ଯାଇ ପରୀକ୍ଷା ଫଳ ଜାଣିହେବ । ରାଜ୍ୟ ବିଦ୍ୟାଳୟ…

ଆସନ୍ତା ଏପ୍ରିଲ ୨୮ରୁ ଯୁକ୍ତ-୨ ବୋର୍ଡ ପରୀକ୍ଷା, ଏଥର ୩ ଲକ୍ଷ ୨୦ ହଜାର ଛାତ୍ରଛାତ୍ରୀ ଦେବେ ପରୀକ୍ଷା

ଭୁବନେଶ୍ବର(କେନ୍ଯୁଜ୍): ଆସନ୍ତା ଏପ୍ରିଲ ୨୮ରୁ ଦ୍ୱାଦଶ ବୋର୍ଡ ପରୀକ୍ଷା। ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପରିଚାଳିତ କଳା, ବାଣିଜ୍ୟ, ବିଜ୍ଞାନ ଓ ଧନ୍ଦାମୂଳକ ବିଷୟରେ ଥିଓରୀ ପରୀକ୍ଷା ଆସନ୍ତା ଏପ୍ରିଲ ୨୮ ତାରିଖରୁ ଆରମ୍ଭ ହେବ। ଏଥର ପରୀକ୍ଷା ଦେବେ ୩ ଲକ୍ଷ ୨୦ ହଜାର ଛାତ୍ରଛାତ୍ରୀ। ଦ୍ୱାଦଶ…

ଜୁଲାଇ ୩୧ ତାରିଖରେ ପ୍ରକାଶ ପାଇବ ଯୁକ୍ତ ଦୁଇ ବିଜ୍ଞାନ ଓ ବାଣିଜ୍ୟ ପରୀକ୍ଷା ଫଳ, ଗଣଶିକ୍ଷା ବିଭାଗ ପକ୍ଷରୁ ସୂଚନା

କେନ୍ୟୁଜ୍(ବ୍ୟୁରୋ): ଆସନ୍ତା ଜୁଲାଇ ୩୧ ତାରିଖ ସନ୍ଧ୍ୟାରେ ପ୍ରକାଶ ପାଇବ ଯୁକ୍ତ ଦୁଇ ବିଜ୍ଞାନ ଓ ବାଣିଜ୍ୟ ପରୀକ୍ଷା ଫଳ । ଏନେଇ ଗଣଶିକ୍ଷା ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ଏହାପରେ କଳା ଓ ଧନ୍ଦାମୂଳକ ପାଠ୍ୟକ୍ରମର ରେଜଲ୍ଟ ପ୍ରକାଶ ପାଇବ । ୩୧ ତାରିଖ ସୁଦ୍ଧା ରେଜଲ୍ଟ ପ୍ରକାଶ କରିବାକୁ…

ଯୁକ୍ତ ଦୁଇ ମୂଲ୍ୟାୟନ ପାଇଁ ଗଠନ ହେଲା ୧୪ ଜଣିଆ ବିଶେଷଜ୍ଞ କମିଟି, ୧୦ ଦିନ ଭିତରେ ପ୍ରଦାନ କରିବେ ରିପୋର୍ଟ

କେନ୍ୟୁଜ୍(ବ୍ୟୁରୋ):  ଯୁକ୍ତ ଦୁଇ ମୂଲ୍ୟାୟନ ପାଇଁ ଗଠନ ହେଲା ୧୪ ଜଣିଆ ବିଶେଷଜ୍ଞ କମିଟି ।  ଗଠନ କଲା ସିଏଚ୍‌ଏସ୍‌ଇ । ୧୦ ଦିନ ଭିତରେ ରିପୋର୍ଟ ପ୍ରଦାନ କରିବ କମିଟି । ରିପୋର୍ଟ ଆଧାରରେ ମାନଦଣ୍ଡ ନିର୍ଦ୍ଧାରଣ ହେବ । ସେହି ଅନୁସାରେ ଛାତ୍ରଛାତ୍ରୀଙ୍କୁ ମାର୍କ ଦିଆଯିବ । ତେବେ CBSE ଓ…

ଆସନ୍ତା ଶନିବାର+୨ କଳା ରେଜଲ୍ଟ : ଅପରାହ୍ନ ୪ଟାରେ ପ୍ରକାଶ ପାଇବ ଫଳାଫଳ

ଭୁବନେଶ୍ବର: ଶନିବାର ବାହାରିବ +୨ କଳା ରେଜଲ୍ଟ । ଅପରାହ୍ନ ୪ଟାରେ ପ୍ରକାଶ ପାଇବ ଫଳାଫଳ । ଏ ନେଇ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ସୂଚନା ଦେଇଛନ୍ତି । ଛାତ୍ରଛାତ୍ରୀମାନେ ଅନ୍‌ଲାଇନ୍‌ କିମ୍ବା ନିଜ କଲେଜରୁ ପରୀକ୍ଷା ଫଳ ପାଇପାରିବେ । ପୂର୍ବରୁ ବିଜ୍ଞାନ ଓ ବାଣିଜ୍ୟର ରେଜଲ୍ଟ…

ଆଜି ଦିନ ସାଢେ ୧୨ଟାରେ ପ୍ରକାଶ ପାଇବ ଯୁକ୍ତ ଦୁଇ ବିଜ୍ଞାନ ପରୀକ୍ଷା ଫଳ, ଏହି ୱେବ୍‌ସାଇଟ୍‌ ମାଧ୍ୟମରେ ଜାଣିପାରିବେ…

ଭୁବନେଶ୍ବର: ଆଜି ପ୍ରକାଶ ପାଇବ ଯୁକ୍ତ ଦୁଇ ବିଜ୍ଞାନ ପରୀକ୍ଷା ଫଳ । ଦିନ ସାଢେ ୧୨ଟାରେ ରେଜଲ୍ଟ ପ୍ରକାଶ ପାଇବ । ଛାତ୍ରଛାତ୍ରୀମାନେ ଅନ୍‌ଲାଇନ୍‌ କିମ୍ବା ନିଜ କଲେଜରୁ ପରୀକ୍ଷା ଫଳ ପାଇପାରିବେ । www.orissaresult.nic.in ୱେବ୍‌ସାଇଟ୍‌ ମାଧ୍ୟମରେ ପରୀକ୍ଷାଫଳ ଜାଣି ହେବ । ସେହିପରି…

ଏଣିକି ଯୁକ୍ତ ଦୁଇ ଛାତ୍ରଛାତ୍ରୀଙ୍କ ୭୫ ପ୍ରତିଶତ ଉପସ୍ଥାପନା ବାଧ୍ୟତାମୂଳକ, ମାଧ୍ୟମିକ ଶିକ୍ଷା ପରିଷଦ ନେଲା…

ଯୁକ୍ତ ୨ ଛାତ୍ରଛାତ୍ରୀଙ୍କ ପାଇଁ ଉପସ୍ଥାନ ୭୫ ପ୍ରତିଶତ ରହିବା ବାଧ୍ୟତାମୂଳକ । ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ କାର୍ଯ୍ୟାଳୟ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉଚ୍ଚସ୍ତରୀୟ ବୈଠକରେ ଏହି ନିଷ୍ପତ୍ତି ହୋଇଛି । ଏହାସହ ଯୁକ୍ତ ୨ ପରୀକ୍ଷା ସିବିଏସଇ…