Below header
Browsing Tag

citrus fruits at night

ରାତିରେ ଆଦୌ ଖାଆନ୍ତୁନି ଖଟା ଫଳ, ଦେଖାଦେଇପାରେ ଗମ୍ଭୀର ସମସ୍ୟା

ଫଳ ସେବନ କରିବା ସ୍ୱାସ୍ଥ୍ୟ ପାଇଁ ହିତକର ହୋଇଥାଏ। ଏଥିରେ ପ୍ରଚୁର ପରିମାଣରେ ଭିଟାମିନ, ମିନେରାଲସ ଓ ପୌଷ୍ଟିକ ତତ୍ତ୍ୱ ରହିଥାଏ। ଯାହା ଶରୀରକୁ ସୁସ୍ଥ ତଥା ନିରୋଗ ରଖେ। କିନ୍ତୁ ଜାଣି ଆଶ୍ଚର୍ଯ୍ୟ ହେବେ ଯେ ଫଳକୁ ଠିକ ସମୟରେ ଖାଇବା ଦ୍ୱାରା ଲାଭ ମିଳୁଥିବା ବେଳେ ଅବେଳରେ ଖାଇଲେ ଏହା…