ନାଚ ଦେଖାକୁ କେନ୍ଦ୍ର କରି ଗୋଷ୍ଠୀ ସଂଘର୍ଷ, ୭ ଆହତ
ନାଚ ଦେଖାକୁ କେନ୍ଦ୍ର କରି ଗୋଷ୍ଠୀ ସଂଘର୍ଷ । ଆକ୍ରମଣ ଓ ପ୍ରତି ଆକ୍ରମଣରେ ଉଭୟ ଗୋଷ୍ଠୀର ୭ ଜଣ ଆହତ ହୋଇଛନ୍ତି । ଗଞ୍ଜାମ ଜିଲ୍ଲା ଗାଙ୍ଗପୁର ଥାନା ସିଙ୍ଗିପୁର ଗାଁର ଘଟଣା । ସମସ୍ତ ଆହତଙ୍କୁ ନିକଟସ୍ଥ ଗୋବରା ମେଡିକାଲ୍ରେ ଭର୍ତ୍ତି କରାଯାଇଛି । ଏବେବି ସ୍ଥାନୀୟ ଅଞ୍ଚଳରେ ଚାପା ଉତ୍ତେଜନା…