Browsing Tag

Clashes between

Kinnar groups: ଦୁଇ କିନ୍ନର ଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳ, ୮ କିନ୍ନର ଗୁରୁତର

ଭଦ୍ରକ: ଦୁଇ କିନ୍ନର ଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳ । ୮ ଜଣ କିନ୍ନର ଗୁରୁତର । ଭଦ୍ରକର ଚରମ୍ପା ରେଳ ଓଭର ବ୍ରିଜ ନିକଟରେ ଦୁଇ କିନ୍ନର ଗୋଷ୍ଠୀ ମୁହାଁମୁହିଁ । ଗୋଟିଏ କିନ୍ନର ଗୋଷ୍ଠୀ ଆକ୍ରମଣରେ ଅନ୍ୟ ଏକ କିନ୍ନର ଗୋଷ୍ଠୀର ୮ ଜଣ ଆହତ ହୋଇଛନ୍ତି । ସେମାନଙ୍କ ମଧ୍ୟରେ ୩ ଜଣଙ୍କ ସ୍ବାସ୍ଥ୍ୟାବସ୍ଥା…

ଚାନ୍ଦା ମାଗିବାକୁ କେନ୍ଦ୍ର କରି ଦୁଇ ଗୋଷ୍ଠୀ ମଧ୍ୟରେ ସଙ୍ଘର୍ଷ, ଦୁଇ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ

ଜଳେଶ୍ୱର : ଚାନ୍ଦା ପାଇଁ ମୁହାଁମୁହିଁ । ରାସ୍ତାରେ ଚାନ୍ଦା ଉଠାଇବାକୁ କେନ୍ଦ୍ର କରି ଦୁଇ ଗୋଷ୍ଠୀ ମଧ୍ୟରେ ସଙ୍ଘର୍ଷ । ବାଲେଶ୍ବର ଜିଲ୍ଲା ବସ୍ତା ଥାନା ରାମଚନ୍ଦ୍ରପୁର ଗାଁରେ ଉତ୍ତେଜନା । ଘଟଣା ସ୍ଥଳରେ ଦୁଇ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ । ଗାଁର ଚଣ୍ଡିପୁର ମନ୍ଦିରରେ ପାଟ ପର୍ବ ପାଇଁ…

ପୂର୍ବ ଶତ୍ରୁତାକୁ ନେଇ ଦୁଇ ଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳ, ଭୁଜାଲି ମାଡରେ ଜଣେ ମୃତ; ଜଣେ ଗୁରୁତର

ଅନୁଗୁଳ : ଅନୁଗୁଳ ସହରର ହରିମଉରୀ ଛକ ଠାରେ ଦୁଇ ଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳ । ଗଣ୍ଡଗୋଳରେ ଭୁଜାଲି ମାଡରେ ଦୁଇ ଭାଇଙ୍କ ମଧ୍ୟରୁ ଜଣେ ମୃତ ଜଣେ ଗୁରୁତର ହୋଇଛନ୍ତି । ମୃତକ ହେଲେ ସୌରଭ ବାସା । ସୌଭାଗ୍ୟ ବାସାଙ୍କ ଅବସ୍ଥା ଗୁରୁତର ହେବାରୁ ତାଙ୍କୁ କଟକ ସ୍ଥାନାନ୍ତରିତ କରାଯାଇଛି । ତେବେ ଏହି…

ଆଖି ବୁଜିଲେ ବାଲେଶ୍ବର ଛାତ୍ରୀ, ପୋଷ୍ଟମର୍ଟମ୍‌ ବେଳେ କାହିଁକି ଶାସକ ଓ ବିରୋଧୀ ଦଳ ମଧ୍ୟରେ ହୋଇଥିଲା ଛକାପଞ୍ଝା

ଭୁବନେଶ୍ୱର : ଜୀବନ ଯୁଦ୍ଧରେ ହାରିଗଲେ ଏଫ୍ଏମ କଲେଜ ଛାତ୍ରୀ । ଜୀବନ ମରଣ ସହ ସଂଘର୍ଷ ପରେ ଗତକାଲି ରାତିରେ ଆଖି ବୁଜିଛନ୍ତି ପିଡ଼ିତା । ବାଲେଶ୍ୱର FM କଲେଜ କତୃପକ୍ଷଙ୍କ ନିର୍ଯାତନାର ଶିକାର ହେବା ପରେ ଶନିବାର ଦେହରେ ପେଟ୍ରୋଲ ଢାଳି ଜୀବନ ହରିବାକୁ ଉଦ୍ୟମ କରିଥିଲେ ଛାତ୍ରୀ । ଗୁରୁତର…

ବିମାନ ବନ୍ଦରରେ ଓଲା ଓ ଉବର ଡ୍ରାଇଭରଙ୍କ ମଧ୍ୟରେ ଗଣ୍ଡଗୋଳ, ଷ୍ଟାଣ୍ଡରେ ବ୍ୟାପକ ଭଙ୍ଗାରୁଜା

ଭୁବନେଶ୍ୱର : ଭୁବନେଶ୍ୱର ବିମାନ ବନ୍ଦରରେ ଓଲା ଓ ଉବର ଡ୍ରାଇଭରଙ୍କ ମଧ୍ୟରେ ଗଣ୍ଡଗୋଳ । ବିମାନ ବନ୍ଦର ପରିସରରେ ଉତ୍ତେଜନା ଦେଖା ଦେଇଛି । ପ୍ରବଳ ହଟ୍ଟଗୋଳ ଯୋଗୁ ଉଭୟ ଗାଡି ଚାଳକ ଏୟାର ପୋର୍ଟ ଟ୍ୟାକ୍ସି ଷ୍ଟାଣ୍ଡର ଦୁଇ ଜଣଙ୍କୁ ମାଡ ମାରିବା ସହ ଭଙ୍ଗାରୁଜା କରିଛନ୍ତି । ଏନେଇ ଟ୍ୟାକ୍ସି…