Below header
Browsing Tag

class suspended

ରାଜ୍ୟ ସରକାରଙ୍କ ବଡ଼ ନିଷ୍ପତ୍ତି, ନବମ ଓ ଏକାଦଶ ଶ୍ରେଣୀ ପିଲାଙ୍କ କ୍ଲାସ ହେଲା ବାତିଲ

କେନ୍ୟୁଜ୍(ବ୍ୟୁରୋ):  କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ରାଜ୍ୟ ସରକାରଙ୍କ ବଡ଼ ନିଷ୍ପତ୍ତି । ନବମ ଓ ଏକାଦଶ ଶ୍ରେଣୀ ପାଠପଢ଼ା ବାତିଲ । ଉଭୟ ସରକାରୀ ଓ ଘରୋଇ ସ୍କୁଲରେ ନବମ ଓ ଏକାଦଶ କ୍ଲାସକୁ ଆସନ୍ତା କାଲିଠାରୁ ୩୦ ଏପ୍ରିଲ ପର୍ଯ୍ୟନ୍ତ ବାତିଲ କରିଛନ୍ତି  ସରକାର । ତତକ୍ଷଣାତ ବାତିଲ ପାଇଁ…