Browsing Tag

cm

ଜାପାନୀ ସଂସ୍ଥା ସହ ୬୭ ହଜାର କୋଟି ଟଙ୍କାର ଚୁକ୍ତି, ଓଡ଼ିଶାରେ ସୃଷ୍ଟି ହେବ ୭ ହଜାର ୬୦୦ ନିଯୁକ୍ତି : ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ଓଡ଼ିଶାକୁ ‘ଗ୍ଲୋବାଲ୍ ଗ୍ରୀନ୍ ହବ୍’ କରିବାକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଆହ୍ୱାନ ।  ରାଜ୍ୟରେ ସବୁଜ ଅର୍ଥନୀତିର ବିକାଶ ପାଇଁ ଓଡ଼ିଶା ସରକାର ଜାପାନର ପ୍ରତିଷ୍ଠିତ IHI Corporation ଏବଂ ACME ଗ୍ରୁପ୍ ସହ ଏକ ସହଯୋଗ ପତ୍ର ବା MoC ସ୍ୱାକ୍ଷର କରିଛନ୍ତି ।  ଏହି…

ତାମିଲନାଡୁରେ ‘ବିଜୟ’ସରକାର, ମୁଖ୍ୟମନ୍ତ୍ରୀ ଭାବେ ନେଲେ ଶପଥ

ତାମିଲନାଡୁ : ତାମିଲନାଡୁରେ ବିଜୟଙ୍କ ଯୁଗ । ତାମିଲନାଡୁ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ଥାଲପତି ବିଜୟ । ୧୯୭୬ ପରେ ପ୍ରଥମ ଅଣଦ୍ରାବିଡ ମୁଖ୍ୟମନ୍ତ୍ରୀ ଭାବେ ନେଲେ ଶପଥ । ପଦ ଓ ଗୋପନୀୟତାର ଶପଥ ପାଠ କରାଇଲେ ରାଜ୍ୟପାଳ । ଉପସ୍ଥିତ ଅଛନ୍ତି ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ । ଚେନ୍ନାଇ…

ଆଜିର ବିଜୟ କେବଳ ବିଜେପିର ନୁହେଁ, ଗଣତନ୍ତ୍ରର ବିଜୟ ଓ ଲୋକଙ୍କ ଆସ୍ଥାର ବିଜୟ : ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ଦେଶରେ ଯେଉଁଠି ଦେଖିବେ ସେଇଠି ରାଷ୍ଟ୍ରବାଦୀ ଝଲକ ଦେଖିବାକୁ ମିଳୁଛି  ।  ଆଜି ଦେଶରେ ବିଜେପିର ସଂଖ୍ୟା ୨୨କୁ ପହଞ୍ଚିଛି  ।  ପଶ୍ଚିମ ବଙ୍ଗର ଲୋକମାନେ ମଧ୍ୟ ରାଷ୍ଟ୍ରବାଦୀ ଚିନ୍ତାଧାରା ସହିତ ଯୁକ୍ତ ହେଉଛନ୍ତି ।   ଆସାମରେ ପୂର୍ବରୁ ଦୁଇଥର ବିଜେପି ସରକାର ଗଠନ ହୋଇଥିବାବେଳେ,…

ଆସନ୍ତାକାଲି ରାୟଗଡ଼ା ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ରାୟଗଡ଼ା : ଆସନ୍ତାକାଲି ରାୟଗଡ଼ା ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ।  ପ୍ରଧାନମନ୍ତ୍ରୀ ଗ୍ରାମ୍ୟ ସଡ଼କ ଯୋଜନା-୪ର ସ୍ବୀକୃତିପତ୍ର ହସ୍ତାନ୍ତର ସମାରୋହରେ ଯୋଗଦେବା କାର୍ଯ୍ୟକ୍ରମ ରହିଛି ।  ମୁଖ୍ୟମନ୍ତ୍ରୀଙ୍କ ସହ କେନ୍ଦ୍ର ଗ୍ରାମୀଣ ବିକାଶ ମନ୍ତ୍ରୀ ଶିବରାଜ ସିଂହ ଚୌହାନ, ପଂଚାୟତିରାଜ ଓ…

ମହିଳା ସଂରକ୍ଷଣକୁ ନେଇ ବିଧାନସଭା ସ୍ବତନ୍ତ୍ର ଅଧିବେଶନରେ ବିବୃତ୍ତି ରଖିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ମହିଳା ସଂରକ୍ଷଣକୁ ନେଇ ବିଧାନସଭା ସ୍ବତନ୍ତ୍ର ଅଧିବେଶନରେ ବିବୃତ୍ତି ରଖିଛନ୍ତି ମୁଖ୍ୟମନ୍ତ୍ରୀ ।  କହିଛନ୍ତି, ଆଜି ସବୁ କ୍ଷେତ୍ରରେ ଆଗରେ ଅଛନ୍ତି ମହିଳା ।  ସବୁଥିରେ ପାରଙ୍ଗମ ।  ମହିଳା ସଶକ୍ତିକରଣକୁ ନେଇ ୧୦ଟି ବଡ଼ କଥା କହିଛନ୍ତି ମୁଖ୍ୟମନ୍ତ୍ରୀ । ମହିଳା ସଶକ୍ତିକରଣ…

ବିରୋଧୀଙ୍କୁ ନାରୀ ଶକ୍ତି କଡା ଜବାବ ଦେବେ : ମୁଖ୍ୟମନ୍ତ୍ରୀ, ବିରୋଧୀ ଦଳ ନେତାଙ୍କୁ କଟାକ୍ଷ କଲେ ସାଂସଦ ବାଂସୁରୀ

ଭୁବନେଶ୍ୱର : ନାରୀ ଶକ୍ତି ବନ୍ଦନ ଅଧିନିୟମ’ ପ୍ରସଙ୍ଗରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଂଗ୍ରେସ ଏବଂ ଅନ୍ୟ ବିରୋଧୀ ଦଳଗୁଡ଼ିକୁ ସମାଲୋଚନା କରିଛନ୍ତି । ଭୁବନେଶ୍ବରରେ ଆୟୋଜିତ ଏକ ସାମ୍ବାଦିକ ସମ୍ମିଳନୀରେ ସେ କହିଛନ୍ତି, ଆଜିର ଦିନରେ ନାରୀ ସବୁ କ୍ଷେତ୍ରରେ ପାରଦର୍ଶିତା ଦେଖାଇ…

ବିଜୁ ବାବୁଙ୍କ ଅଧୁରା ସ୍ବପ୍ନ ପୂରଣ ହେବ : ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ବିଜୁ ବାବୁଙ୍କ ଅଧୁରା ସ୍ବପ୍ନକୁ ପୂରଣ କରିବ ଆମ ସରକାର । ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ୨୯ତମ ଶ୍ରାଦ୍ଧ ଦିବସ ଅବସରରେ ତାଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇ ଏହା କହିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ବିଜୁ ବାବୁ ଜଣେ ସ୍ୱାଧୀନତା ସଂଗ୍ରାମୀ ଏବଂ ଓଡିଶାକୁ ଭଲ ପାଉଥିବା…

କେନ୍ଦୁଝରକୁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଭେଟି, ବଡ଼ବିଲ୍ ରିଂ ରୋଡ୍ ର କଲେ ଶିଳାନ୍ୟାସ

କେନ୍ଦୁଝର : କେନ୍ଦୁଝରକୁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଭେଟି ।  ବଡ଼ବିଲ୍ ରିଂ ରୋଡ୍ ର ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ।  କେନ୍ଦୁଝର ଜିଲ୍ଲା ଗସ୍ତରେ ଯାଇ ବହୁ ପ୍ରତୀକ୍ଷିତ ୧୮.୩ କିଲୋମିଟର ବିଶିଷ୍ଟ ବଡ଼ବିଲ୍ ବାଇପାସ୍-କୁମ୍-ରିଂ ରୋଡ୍ ର ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି।…

୮ଟି ଗୁରୁତ୍ବପୂର୍ଣ୍ଣ ଟ୍ରାନ୍ସମିସନ୍ ଲାଇନ୍ ଉଦ୍ଘାଟନ କଲେ ମୁଖ୍ୟମନ୍ତ୍ରୀ, ରାଜଧାନୀବାସୀ ପାଇବେ ବିଶ୍ବସ୍ତରୀୟ…

ଭୁବନେଶ୍ୱର : ଭୁବନେଶ୍ୱରର ବିଦ୍ୟୁତ୍ ସରବରାହ ବ୍ୟବସ୍ଥାକୁ ବିଶ୍ୱସ୍ତରୀୟ କରିବା ନିମନ୍ତେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ବାଲିଅନ୍ତା ଠାରେ ୩ଟି ନୂତନ ଗ୍ରୀଡ୍ ସବ୍ ଷ୍ଟେସନ ଓ ୮ଟି ଗୁରୁତ୍ବପୂର୍ଣ୍ଣ ଟ୍ରାନ୍ ସମିସନ ଲାଇନ୍ ଉଦ୍ଘାଟନ କରିଛନ୍ତି । ସୂଚନାଯୋଗ୍ୟ ଯେ ପ୍ରାୟ ୬୦୦ କୋଟି…

ରାଜ୍ୟସ୍ତରୀୟ ଓଡିଶା ଦିବସ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀଙ୍କ ବାର୍ତ୍ତା, ‘ଓଡ଼ିଆ ଜାତିକୁ ଆଉ କେହି ଅଟକାଇ…

ଭୁବନେଶ୍ୱର : ସ୍ୱତନ୍ତ୍ର ପ୍ରଦେଶ ଭାବେ ଓଡ଼ିଶା ପଦାର୍ପଣ କରିଛି ୯୧ ବର୍ଷରେ । ଓଡ଼ିଶା ଦିବସ ରାଜ୍ୟସ୍ତରୀୟ ଉତ୍ସବ ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ଜନ୍ମସ୍ଥାନ ପୁରୀ ଜିଲ୍ଲା ସତ୍ୟବାଦୀ ସ୍ଥିତ ସୁଆଣ୍ଡୋ ଗ୍ରାମରେ ଅନୁଷ୍ଠିତ ହୋଇଛି। ଗତ ବର୍ଷ ଏହା ଅନୁଷ୍ଠିତ ହୋଇଥିଲା ଉତ୍କଳ ଗୌରବ…

ପଶ୍ଚିମ ଏସିଆ ସଙ୍କଟ : ଆଜି ସବୁ ରାଜ୍ୟର ମୁଖ୍ୟମନ୍ତ୍ରୀମାନଙ୍କ ସହ କଥାହେବେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ : ପଶ୍ଚିମ ଏସିଆ ସଙ୍କଟକୁ ନେଇ ଆଜି ବଡ଼ ବୈଠକ । ମୁଖ୍ୟମନ୍ତ୍ରୀଙ୍କ ସହ କଥାହେବେ ମୋଦି । ଆଜି ସବୁ ରାଜ୍ୟର ମୁଖ୍ୟମନ୍ତ୍ରୀମାନଙ୍କ ସହ କଥାହେବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଭିଡିଓ କନଫରେନ୍ସିଂ ମାଧ୍ୟମରେ ହେବାକୁ ଥିବା ଏହି ବୈଠକରେ ଦେଶର ସୁରକ୍ଷା ଏବଂ ଜରୁରୀକାଳୀନ…

ଯୁଦ୍ଧ ସ୍ଥିତି ନେଇ ମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା ବୈଠକ, ଅତ୍ୟାବଶ୍ୟକ ଦ୍ରବ୍ୟ ହୋର୍ଡ଼ିଂ କରୁଥିବା ବ୍ୟବସାୟୀଙ୍କ ଉପରେ…

ଭୁବନେଶ୍ୱର : ଉଚ୍ଚସ୍ତରୀୟ ବୈଠକରେ ପଶ୍ଚିମ ଏସିଆରେ ଯୁଦ୍ଧ ପାଇଁ ଦେଶ ତଥା ରାଜ୍ୟରେ ସୃଷ୍ଟି ହୋଇଥିବା ବିଭିନ୍ନ ଦ୍ରବ୍ୟର କୃତ୍ରିମ ଅଭାବଜନିତ ସମସ୍ୟାର ମୁକାବିଲା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ନିଆଯାଉଥିବା ପଦକ୍ଷେପ ସମ୍ପର୍କରେ ସମୀକ୍ଷା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ ।…