Browsing Tag

cm condolence

ସୋନପୁର ବଡ଼ବାହାଲୀ ଛକ ନିକଟରେ ସଡ଼କ ଦୁର୍ଘଟଣା: ମୃତକମାନଙ୍କ ପାଇଁ ୨ଲକ୍ଷ ଟଙ୍କା ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

କେନ୍ୟୁଜ୍(ବ୍ୟୁରୋ):  ସୋନପୁର ରୋଡ଼ର ବଡ଼ବାହାଲୀ ଛକ ନିକଟରେ ଏକ ସଡ଼କ ଦୁର୍ଘଟଣାରେ ୩ଜଣ ବ୍ୟକ୍ତିଙ୍କ ମୃତ୍ୟୁ ଘଟଣାରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି । ସୂଚନାଯୋଗ୍ୟ ଯେ ବଡ଼ବାହାଲୀ ଠାରେ ଘଟିଥିବା ଏହି ଦୁର୍ଘଟଣାରେ ୩ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଆଉ…

ବିଧାନସଭାରେ ଶୋକପ୍ରସ୍ତାବ ଆଗତ କଲେ ମୁଖ୍ୟମନ୍ତ୍ରୀ, ସମର୍ଥନ କଲେ ବିରୋଧୀଦଳ ଉପନେତା

ଭୁବନେଶ୍ୱର(କେନ୍ୟୁଜ୍‌) : ବିଧାନସଭାରେ ଶୋକପ୍ରସ୍ତାବ ଆଗତ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଦିବଙ୍ଗତ ସଦସ୍ୟଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲେ ନବୀନ। ଗୃହକାର୍ଯ୍ୟରେ ସେମାନଙ୍କ ଦକ୍ଷତାକୁ ସ୍ମରଣ କଲେ । କରୋନା ଯୋଦ୍ଧାଙ୍କୁ ଧନ୍ୟବାଦ ଜଣାଇଲେ ମୁଖ୍ୟମନ୍ତ୍ରୀ। କରୋନା ମୃତକଙ୍କ ପରିବାର…

ଦିବଙ୍ଗତ ପିପିଲି ବିଧାୟକ,ବରିଷ୍ଠ ନେତା ତଥା ପୂର୍ବତନ ମନ୍ତ୍ରୀ ପ୍ରଦୀପ ମହାରଥୀଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ସମେତ…

କେନ୍ୟଜ୍(ବ୍ୟୁରୋ):  ଦିବଙ୍ଗତ ପିପିଲି ବିଧାୟକ,ବରିଷ୍ଠ ନେତା ତଥା ପୂର୍ବତନ  ମନ୍ତ୍ରୀ ପ୍ରଦୀପ ମହାରଥୀଙ୍କ ବିୟୋଗରେ ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହା ସହ ମହାରଥୀଙ୍କ ଶୋକସନ୍ତପ୍ତ ପରିବାରବର୍ଗଙ୍କ ପ୍ରତି ସମବେଦନା ଜ୍ଞାପନ କରିଛନ୍ତି। ଶୋକବାର୍ତ୍ତାରେ…