ଦିଲ୍ଲୀରେ ଅମିତ ଶାହଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
ଦିଲ୍ଲୀ: ଦିଲ୍ଲୀରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ । ନର୍ଥ ବ୍ଲକରେ ସ୍ବରାଷ୍ଟ୍ର ମନ୍ତ୍ରାଳୟକୁ ଯାଇ ଭେଟିଲେ ମୁଖ୍ୟ ଶାସନ ସଚିବ, ପୋଲିସ ଡିଜି ଉପସ୍ଥିତ ଥିଲେ । ଆଇନଶୃଙ୍ଖଳା ତଥା ଅନ୍ୟ ଗୁରୁତ୍ବପୂର୍ଣ୍ଣ ବିଷୟରେ ଆଲୋଚନା…