Browsing Tag

cm kisan yojana

ଚାଷୀଙ୍କୁ ରାଜ୍ୟ ସରକାରଙ୍କ ନୂଆଁଖାଇ ଭେଟି, ଖାତାକୁ ଗଲା ସିଏମ୍ କିଷାନ୍ ୩ୟ କିସ୍ତି ଟଙ୍କା

ଭୁବନେଶ୍ୱର : ଚାଷୀଙ୍କ ଖାତାକୁ ଗଲା ସିଏମ୍ କିଷାନ୍ ୩ୟ କିସ୍ତି ଟଙ୍କା । ଆଜି ଓୟୁଏଟିସ୍ଥିତ କୃଷି ଶିକ୍ଷା ସଦନଠାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସିଏମ୍ କିଷାନର ତୃତୀୟ କିସ୍ତି ପ୍ରଦାନ ଡିବିଟି ଜରିଆରେ ୧୦୪୧ କୋଟି ଟଙ୍କା ପଠାଇଛ । ୨୮ ତାରିଖରେ ‘ନୂଆଁଖାଇ’ ପଡ଼ୁଥିବାରୁ ଏହାର ପୂର୍ବଦିନ…

ଆଜି ଆସିବ ସିଏମ୍ କିଷାନ ଟଙ୍କା, ଚାଷୀଙ୍କ ଆକାଉଣ୍ଟକୁ ଟଙ୍କା ପଠାଇବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର : ଆଜି ଆସିବ ସିଏମ୍ କିଷାନ ଟଙ୍କା ।   ଅକ୍ଷୟ ତୃତୀୟାରେ ଚାଷୀଙ୍କ ଆକାଉଣ୍ଟକୁ ଟଙ୍କା ପଠାଇବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ।  ଏକାଥରକେ ୫୦ଲକ୍ଷ ଚାଷୀଙ୍କ ଖାତାକୁ ଟଙ୍କା ଯିବ ।  ନାମମାତ୍ର ଚାଷୀଙ୍କଠୁ ନେଇ କ୍ଷୁଦ୍ର ଏବଂ ଭୂମିହୀନ ଚାଷୀଙ୍କୁ ମିଳିବ ଏହି ସିଏମ କିଷାନ ଟଙ୍କା…

ସିଏମ କିଷାନ ଯୋଜନାର ଶୁଭାରମ୍ଭ, ଚାଷୀଙ୍କ ଖାତାକୁ ଗଲା ପ୍ରଥମ କିସ୍ତିର ୨ ହଜାର ଟଙ୍କା

ଭୁବନେଶ୍ୱର : ନୂଆଁଖାଇ ଅବସରରେ ଚାଷୀଙ୍କୁ ରାଜ୍ୟ ସରକାରଙ୍କ ଭେଟି l ଆରମ୍ଭ ହେଲା ସିଏମ କିଷାନ ଯୋଜନା l ନୂଆଁଖାଇ ପାଇଁ ଶୁଭାରମ୍ଭ ଅବସରରେ ସମ୍ବଲପୁରରେ ସ୍ୱତ୍ୱନ୍ତ୍ର ଉତ୍ସବର ଆୟୋଜନ l ଯୋଗ ଦେଲେ ମୁଖ୍ୟମନ୍ତ୍ରୀ, ମନ୍ତ୍ରୀ ପରିଷଦ ସଦସ୍ୟ ଓ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ…

ରାଜ୍ୟରେ ଖୁବ୍‌ଶୀଘ୍ର ଆରମ୍ଭ ହେବ ସିଏମ୍ କିଷାନ ଯୋଜନା, କାହାକୁ ମିଳିବ କେତେ ଟଙ୍କା ?

ଭୁବନେଶ୍ୱର : ରାଜ୍ୟରେ ଖୁବଶୀଘ୍ର ଆରମ୍ଭ ହେବ ସିଏମ କିଷାନ ଯୋଜନା । ଏନେଇ ବିଧାନସଭାରେ ବିଧାୟକ ମାନସ ଦତ୍ତଙ୍କ ପ୍ରଶ୍ନରେ ଉତ୍ତର ଦେଇ ଏହା କହିଛନ୍ତି କୃଷି ମନ୍ତ୍ରୀ କେ.ଭି ସିଂହଦେଓ । ଏହି  ଯୋଜନାରେ ବର୍ଷକୁ ଦୁଇଟି କିସ୍ତିରେ ମିଳିବ ଦୁଇ ହଜାର ଲେଖାଏଁ ୪ହଜାର ଟଙ୍କା ।  ସେହିପରି …