Browsing Tag

cm mohan charan majhi

ମୁଖ୍ୟମନ୍ତ୍ରୀଙ୍କ ସହ ଫିଲ୍ମ ଦେଖିଲେ ବଲିଉଡ୍ କୁଇନ ତଥା ସାଂସଦ କଙ୍ଗନା ରଣାୱତ

ଭୁବନେଶ୍ୱର : ଓଡ଼ିଶାରେ ବଲିଉଡ୍ କୁଇନ ତଥା ସାଂସଦ କଙ୍ଗନା ରଣାୱତ ।  ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ସହ ଦେଖିଲେ ଫିଲ୍ମ ।  ଉତ୍କଳ କନିକା ଗ୍ୟାଲେରିଆରେ ନିଜ ଅଭିନୀତ ‘ଭାରତ ଭାଗ୍ୟ ବିଧାତା’ର ସ୍ପେସାଲ ପ୍ରିମିୟର ସୋ ଦେଖିଲେ କଙ୍ଗନା ।  ଆଜି ଭୁବନେଶ୍ବରରେ ପହଞ୍ଚିବା ପରେ ଏୟାରପୋର୍ଟରେ…

ନବନିର୍ମିତ ତାଳବଣିଆ ଥାନା ଉଦଘାଟିତ କଲେ ମୁଖ୍ୟମନ୍ତ୍ରୀ, ୨୦୦ କୋଟି ଟଙ୍କା ବ୍ୟୟରେ ନିର୍ମିତ ହୋଇଛି ଥାନା

ପୁରୀ : ବିଶ୍ଵପ୍ରସିଦ୍ଧ ରଥଯାତ୍ରା ବେଳେ ବ୍ୟବହୃତ ହେବ ନବ ନିର୍ମିତ ତାଳବଣିଆ ଥାନା ।  ପ୍ରାୟ ୨୦୦ କୋଟି ଟଙ୍କା ବିନିଯୋଗରେ ନବ ନିର୍ମିତ ଏହି ଥାନାକୁ ଆଜି ଉଦଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ।   ଏ ଅବସରରେ ଅନୁଷ୍ଠିତ ଏକ ସଭାରେ ମୁଖ୍ୟମନ୍ତ୍ରୀ ଯୋଗ ଦେଇ ଭିଡିଓ କନଫରେନ୍ସ…

ବଡ଼ବାପା ପୁଅ ଭାଇ ଦୀନବନ୍ଧୁ ମାଝୀଙ୍କ ଶେଷକୃତ୍ୟରେ ଯୋଗ ଦେଲେ ମୁଖ୍ୟମନ୍ତ୍ରୀ

କେନ୍ଦୁଝର: କେନ୍ଦୁଝରରୁ ଆସିଛି ଏକ ଦୁଃଖଦ ଖବର । ଯାହା ମୁଖ୍ୟମନ୍ତ୍ରୀଙ୍କ ପାଇଁ ବଡ଼ ଦୁଃଖ । ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ବଡ଼ବାପାଙ୍କ ପୁଅ ଦୀନବନ୍ଧୁ ମାଝୀଙ୍କର ଗତକାଲି ମୃତ୍ୟୁ ହୋଇଥିଲା । ଶେଷକୃତ୍ୟରେ ଯୋଗ ଦେଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ବଡ଼ବାପାଙ୍କ ପୁଅ ତଥା ଭାଇ ଦୀନବନ୍ଧୁ…

କେନ୍ଦ୍ର କୋଇଲା ଓ ଖଣି ମନ୍ତ୍ରୀ ଜି. କିଷନ ରେଡ୍ଡୀଙ୍କ ସହ ମୁଖ୍ୟମନ୍ତ୍ରୀଙ୍କ ବୈଠକ, ଓଡ଼ିଶାର ଖଣିଜ ଅଭିବୃଦ୍ଧି ପାଇଁ…

ଭୁବନେଶ୍ୱର : ଓଡ଼ିଶାର ଖଣିଜ କ୍ଷେତ୍ରକୁ ଅଧିକ ସୁଦୃଢ଼ କରାଯିବ। ଜାତୀୟ ଅର୍ଥନୀତିରେ ରାଜ୍ୟର ଅବଦାନ ବୃଦ୍ଧି କରିବା ରହିଛି ଲକ୍ଷ୍ୟ। ଓଡ଼ିଶାର ଖଣିଜ ଅଭିବୃଦ୍ଧି ପାଇଁ କେନ୍ଦ୍ରର ସହଯୋଗ ଲୋଡ଼ିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ସମସ୍ୟାର ସମାଧାନ ପାଇଁ କେନ୍ଦ୍ରମନ୍ତ୍ରୀଙ୍କ ଉଚ୍ଚସ୍ତରୀୟ ବୈଠକ…

୯୬ ପ୍ରତିଶତ ଅଭିଯୋଗର ସମାଧାନ ହୋଇଛି, ସୂଚନା ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ୯୬ ପ୍ରତିଶତ ଅଭିଯୋଗର ସମାଧାନ ହୋଇଛି ।  ଆଜି ଭୁବନେଶ୍ୱରରେ ଅଭିଯୋଗ ଶୁଣାଣି ପରେ ଏହି ସୂଚନା ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ।  ଆଜି ୧୮ ତମ ଅଭିଯୋଗ ଶୁଣାଣି ହୋଇଥିଲା ।  ଯେଉଁଥିରେ ୬୦୦ରୁ ଅଧିକ ଅଭିଯୋଗ ଗ୍ରହଣ କରାଯାଇଛି ।  ଏହା ପୂର୍ବରୁ ୧୬ ହଜାର ୬୦୦ ଟି…

ଶୀତଳଷଷ୍ଠୀକୁ ଏକ କୋଟି ୮ଲକ୍ଷ ଅନୁଦାନ, ମୁଖ୍ୟମନ୍ତ୍ରୀ ଦେଲେ ନିର୍ଦ୍ଦେଶ

ଭୁବନେଶ୍ୱର : ସମ୍ବଲପୁର ଶୀତଳ ଷଷ୍ଠୀକୁ ଏକ କୋଟି ୮ଲକ୍ଷ ଟଙ୍କା ଆର୍ଥିକ ଅନୁଦାନ । ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ନିର୍ଦ୍ଦେଶରେ ସମ୍ବଲପୁର ଜିଲ୍ଲା ଶୀତଳ ଷଷ୍ଠୀ ପର୍ବ ପାଳନ ପାଇଁ ଆର୍ଥିକ ସହାୟତା ପ୍ରଦାନ କରାଯିବ ।  ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ପକ୍ଷରୁ ଏକ କୋଟି ୮ଲକ୍ଷ…

ଦୁର୍ନୀତି ବିରୁଦ୍ଧରେ ମୁଖ୍ୟମନ୍ତ୍ରୀଙ୍କ ଶୂନ୍ୟ ସହନଶୀଳତା, ପୂର୍ବତନ ଅତିରିକ୍ତ ତହସିଲଦାରଙ୍କୁ ବରଖାସ୍ତ କଲେ…

ଭୁବନେଶ୍ୱର : ଦୁର୍ନୀତି ବିରୁଦ୍ଧରେ ମୁଖ୍ୟମନ୍ତ୍ରୀଙ୍କ ଶୂନ୍ୟସହନଶୀଳତା ।  ଭୁବନେଶ୍ୱରର ପୂର୍ବତନ ଅତିରିକ୍ତ ତହସିଲଦାର ଚିତ୍ତରଞ୍ଜନ ପିଲ୍ଲାଙ୍କୁ ଚାକିରିରୁ ବରଖାସ୍ତ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ।  ଚିତ୍ତରଂଜନ ପିଲ୍ଲା ପୂର୍ବରୁ ଭୁବନେଶ୍ୱରରେ ଅତିରିକ୍ତ ତହସିଲଦାର ଭାବେ…

ମୁଖ୍ୟମନ୍ତ୍ରୀଙ୍କ ୨ ବର୍ଷର ସଫଳତା ସମୀକ୍ଷା, ଆଗାମୀ ରୋଡ଼ମ୍ୟାପ୍ ପ୍ରସ୍ତୁତ କରିବା ଦିଗରେ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ

ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀଙ୍କ ୨ ବର୍ଷର ସଫଳତା ସମୀକ୍ଷା ।  ବିଭାଗୀୟ ସଚିବମାନଙ୍କ ସହ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଆଲୋଚନା ।  ଲୋକସେବା ଭବନରେ ଅନୁଷ୍ଠିତ ପ୍ରାକ-ପ୍ରସ୍ତୁତି ବୈଠକ ସରକାରଙ୍କ ଦୁଇ ବର୍ଷର ଶାସନ କାଳର ସମୀକ୍ଷା ଏବଂ ଆଗାମୀ ରୋଡ଼ମ୍ୟାପ୍ ପ୍ରସ୍ତୁତ କରିବା ଦିଗରେ…

ରାଜ୍ୟରେ ମନ୍ତ୍ରିମଣ୍ଡଳ ସଂପ୍ରସାରଣ ପାଇଁ ମିଳିଲା କି ଗ୍ରୀନ୍ ସିଗନାଲ ? କାଲି ପିଏମ ଆଜି ବିଜେପି ରାଷ୍ଟ୍ରୀୟ…

ରାଜ୍ୟରେ ମନ୍ତ୍ରିମଣ୍ଡଳ ସଂପ୍ରସାରଣ ପାଇଁ ମିଳିଲା କି ଗ୍ରୀନ୍ ସିଗନାଲ  ?  କାଲି ପିଏମ, ଆଜି ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନଙ୍କୁ ଭେଟିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଏହି ଭେଟଘାଟ ପରେ ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ ପାଇଁ ବଢିଲା ଚର୍ଚ୍ଚା। ଖୁବଶୀଘ୍ର ହୋଇପାରେ…

ଶ୍ବାସରୁଦ୍ଧରେ ଚାଲିଗଲା ୬ ଜଣଙ୍କ ଜୀବନ, ୪ ଲକ୍ଷ ଲେଖାଏଁ ଟଙ୍କା ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ର

ଭୁବନେଶ୍ବର: ଶ୍ବାସରୁଦ୍ଧରେ ଚାଲିଗଲା ୬ ଜଣଙ୍କ ଜୀବନ । ନିର୍ମାଣାଧୀନ ପାଇଖାନା ଟାଙ୍କିରେ ଶ୍ବାସରୁଦ୍ଧ ହୋଇ ୬ ଜଣଙ୍କ ମୃତ୍ୟୁ ଘଟିଛି । କଳାହାଣ୍ଡି ଜିଲ୍ଲା ମଦନପୁର ରାମପୁର ଥାନା ଗୌଡ଼ କର୍ଲାଖୁଣ୍ଟା ଗାଁରେ ଏହି ଅଘଟଣ ଘଟିଛି । ସେଣ୍ଟ୍ରିଂ ବେଳେ ଶ୍ବାସରୁଦ୍ଧ ହୋଇ ଜୀବନ ଯାଇଥିବା ଜଣାପଡିଛି…

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ସାକ୍ଷାତ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ

ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ନୂଆଦିଲ୍ଲୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ସାକ୍ଷାତ କରିଛନ୍ତି ।  କ୍ୟାବିନେଟ୍ ସମ୍ପ୍ରସାରଣ ଓ ଓଡ଼ିଶା ବିକାଶ ଉପରେ ହେଲା ବଡ଼ ଆଲୋଚନା ।  ଏହି ସୌଜନ୍ୟମୂଳକ ସାକ୍ଷାତକାର ସମୟରେ ଉଭୟ ନେତାଙ୍କ ମଧ୍ୟରେ ଓଡ଼ିଶାର ପ୍ରଗତି ଏବଂ…

ଆଇନ ଶୃଙ୍ଖଳା ପରିସ୍ଥିତି ନେଇ ଆଲୋଚନା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ଛୁଟି ଦିନରେ ଅଫିସ କାର୍ଯ୍ୟ କଲେ ମୁଖ୍ୟମନ୍ତ୍ରୀ ।  ଆଇନ ଶୃଙ୍ଖଳା ପରିସ୍ଥିତି, ଶିଳ୍ପାୟନ ପ୍ରକ୍ରିୟା ସମ୍ପର୍କରେ ଆଲୋଚନା କଲେ । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଚତୁର୍ଥ ଶନିବାର ଛୁଟି ଦିନରେ ଖାରବେଳ ଭବନରେ ଅଫିସ କାର୍ଯ୍ୟ କରିବା ସହିତ ଉଚ୍ଚ ପଦାଧିକାରୀ ମାନଙ୍କ ସହିତ…