ଗ୍ରାଉଣ୍ଡରେ ବର୍ଷା ଜନିତ ଫସଲ କ୍ଷୟକ୍ଷତି ଦେଖିଲେ ନବୀନ, କ୍ଷତିପୂରଣ ଦେବାକୁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ
ଭୁବନେଶ୍ବର : ଗ୍ରାଉଣ୍ଡରେ ଅଦିନିଆ ବର୍ଷା ଜନିତ ଫସଲ କ୍ଷୟକ୍ଷତି ଦେଖିବା ପରେ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ । ଚାଷୀଙ୍କ ମଧ୍ୟରେ ଆତ୍ମବିଶ୍ୱାସ ବଢ଼ାଇବାକୁ ସରକାର ତୁରନ୍ତ, ନିର୍ଦ୍ଦିଷ୍ଟ ସମୟସୀମା ଭିତରେ ଉଚିତ କ୍ଷତିପୂରଣ ଦେବାକୁ ଦାବି କରିଛନ୍ତି ।…