ନବୀନଙ୍କୁ ଭେଟିଲେ ଅପରାଜିତା, ସ୍ବାସ୍ଥ୍ୟାବସ୍ଥା ସମ୍ପର୍କରେ ପଚାରି ବୁଝିଥିଲେ
ଭୁବନେଶ୍ୱର : ନବୀନଙ୍କୁ ଭେଟିଲେ ଅପରାଜିତା । ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କୁ ଭେଟିଲେ ଭୁବନେଶ୍ବର ସାଂସଦ ଅପରାଜିତା ଷଡଙ୍ଗୀ । ତାଙ୍କୁ ସମ୍ମାନ ଜଣାଇବା ସହ ତାଙ୍କ ସ୍ବାସ୍ଥ୍ୟାବସ୍ଥା ସମ୍ପର୍କରେ ପଚାରି ବୁଝିଛନ୍ତି ।
ଅପରାଜିତା କହିଛନ୍ତି, ନବୀନଙ୍କୁ ଭେଟି ବହୁତ ଖୁସି ଲାଗିଲା…