ମୁଖ୍ୟମନ୍ତ୍ରୀଙ୍କ ଯାଜପୁର ଜିଲ୍ଲା ଗସ୍ତ , ଦତ୍ତପୁରରେ ବିଭିନ୍ନ ପ୍ରକଳ୍ପର କଲେ ଉଦ୍ଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ
ଯାଜପୁର(କେନ୍ୟୁଜ୍) : ଯାଜପୁର ଜିଲ୍ଲା ଗସ୍ତରେ ମୁଖ୍ୟମନ୍ତ୍ରୀ । ଦଶରଥପୁର ବ୍ଲକର ଦତ୍ତପୁର, ଧର୍ମଶାଳା ବ୍ଲକର ଜାରକା ଓ ବିଂଝାରପୁର ବ୍ଲକର ଯଜ୍ଞ ପଡିଆରେ ତିନିଟି କାର୍ୟ୍ୟକ୍ରମରେ ଯୋଗଦେଉଛନ୍ତି ନବୀନ। ପ୍ରଥମେ ଦଶରଥପୁର ବ୍ଲକ ଦତ୍ତପୁରରେ ପହଞ୍ଚି ୪କୋଟି ଟଙ୍କା ବ୍ୟୟରେ ୨ଟି ପ୍ରକଳ୍ପର…