Browsing Tag

cm naveen patnaik

ନିଜ ଗଡ଼ରୁ ମୁଖ୍ୟମନ୍ତ୍ରୀଙ୍କ ପ୍ରତିଶ୍ରୁତି : ୨୦୩୬ରେ ଓଡ଼ିଶା ହେବ ଏକ ନମ୍ବର ‘ସମୃଦ୍ଧ ଓ ସଶକ୍ତ ରାଜ୍ୟ’

ବ୍ରହ୍ମପୁର (କେନ୍ୟୁଜ): ଆଜି ହିଞ୍ଜିଳିରୁ ପ୍ରଚାର ଆରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନୟକ । ଏହି ଅବସରରେ ଭୋଟରଙ୍କୁ 5T ରୂପାନ୍ତରଣ ଗ୍ୟାରେଣ୍ଟି ଉପରେ କହିଛନ୍ତି ମୁଖ୍ୟମନ୍ତ୍ରୀ । ବିଶାଳ ଜନସଭାକୁ ସମ୍ବୋଧନ କରି ମୁଖ୍ୟମନ୍ତ୍ରୀ ରାଜ୍ୟବାସୀଙ୍କୁ ଏକ ସଶକ୍ତ ଓ ସମୃଦ୍ଧ ଓଡିଶାର…

ଆଜିଠୁ ପ୍ରଚାର ମୈଦାନକୁ ଓହ୍ଲାଇବେ ମୁଖ୍ୟମନ୍ତ୍ରୀ, ହିଞ୍ଜିଳିରୁ ପ୍ରଚାର ଶୁଭାରମ୍ଭ କରିବେ ନବୀନ

ଭୁବନେଶ୍ୱର (କେନ୍ୟୁଜ): ଆଜିଠୁ ପ୍ରଚାର ମୈଦାନକୁ ଓହ୍ଲାଇବେ ନବୀନ । ୨୦୨୪ ସାଧାରଣ ନିର୍ବାଚନରେ ପ୍ରଥମ ଥର ଗ୍ରାଉଣ୍ଡ ଜିରୋରେ ପ୍ରଚାର ଆରମ୍ଭ କରିବେବ। ହିଞ୍ଜିଳି ଓ ଶେରଗଡ଼ର ଦୁଇଟି ସାଧାରଣ ସଭାରେ ଯୋଗ ଦେଇ ଉଦବୋଧନ ଦେବେ। ହିଞ୍ଜିଳିକାଟୁର ସମରଝୋଳ ଓ ଶେରଗଡ଼ ଠାରେ ମୁଖ୍ୟମନ୍ତ୍ରୀଙ୍କ…

ରାଜ୍ୟର ଭୋଟରଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଅପିଲ, କହିଲେ ଏଥର ଯୋଡ଼ି ଶଙ୍ଖରେ ଦିଅନ୍ତୁ ଭୋଟ

ଭୁବନେଶ୍ୱର (କେନ୍ୟୁଜ): ବିଜେଡିର ଟିକେଟ ଚୂଡ଼ାନ୍ତ ଶେଷ ପର୍ଯ୍ୟାୟରେ ପହଞ୍ଚିଛି । ଆସନ୍ତା ୨୪ ତାରିଖରୁ ହିଞ୍ଜିଳିରୁ ପ୍ରଚାର ଅନୁକୂଳ କରିବେ ବିଜେଡି ସଭାପତି ନବୀନ ପଟ୍ଟନାୟକ । ତେବେ ଏହା ପୂର୍ବରୁ ଗତକାଲିରୁ ଏକ ଭିଡିଓ ଭାଇରାଲ୍‌ ହେଉଛି । ଏଥିରେ ମୁଖ୍ୟମନ୍ତ୍ରୀ ଦୁଇ ହାତରେ ଦୁଇଟି ଶଙ୍ଖର…

ମୁଖ୍ୟମନ୍ତ୍ର ନେଉଛନ୍ତି ବିକାଶର ଅପଡେଟ୍, ଲୋକଙ୍କୁ ଫୋନ୍ କରି କାମର ଟିକିନିଖି କରୁଛନ୍ତି ତଦାରଖ

ଭୁବନେଶ୍ୱର (କେନ୍ୟୁଜ): ରାଜ୍ୟରେ ବିଭିନ୍ନ ବିକାଶ ମୂଳକ କାମର ଅପଡେଟ୍ ନେଉଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଲୋକଙ୍କୁ ଫୋନ୍ କରି ବୁଝୁଛନ୍ତି ବିକାଶ କାମ। ସାଧାରଣ ଲୋକଙ୍କ ସହ ଫୋନରେ କଥା ହୋଇ ବିଭିନ୍ନ ଉନ୍ନତିମୂଳକ କାମର ଟିକିନିଖି ତଦାରଖ କରୁଛନ୍ତି ମୁଖ୍ଯମନ୍ତ୍ରୀ ନବୀନ…

ଶଙ୍ଖ ଭବନରେ ଦାମୋଦର ରାଉତଙ୍କୁ ଶେଷ ଦର୍ଶନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର (କେନ୍ୟୁଜ): ଶଙ୍ଖ ଭବନରେ ରହିଛି ଦାମୋଦର ରାଉତଙ୍କ ପାର୍ଥୀବ ଶରୀର । ସେଠାରେ ଶେଷ ଦର୍ଶନ କରିବା ସହ ପୁଷ୍ପମାଲ୍ୟ ଅର୍ପଣ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହାସହ ଫାଇଭ ଟି ଅଧ୍ୟକ୍ଷ ଭିକେ ପାଣ୍ଡିଆନ୍ , ବିଧାୟକ ଓ ବରିଷ୍ଠ ନେତା ମାନେ ମଧ୍ୟ ତାଙ୍କର ଶେଷ ଦର୍ଶନ…

୫ ଜିଲ୍ଲାର ଭିତ୍ତିଭୂମି ବିକାଶରେ ଓଡ଼ିଶାରେ ନୂଆ ଅଧ୍ୟାୟ : ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର(କେନ୍ୟୁଜ୍‌): ବିକାଶ ପଥରେ ନିରନ୍ତର ଆଗେଇ ଚାଲିଛି ଓଡ଼ିଶା। ରାଜ୍ୟର ୫ ଜିଲ୍ଲାର ଭିତ୍ତିଭୂମି ବିକାଶରେ ସ୍ବର୍ଣ୍ଣିମ ଅଧ୍ଯାୟ। ଯୋଡ଼ାରେ ଓଡ଼ିଶାର ଦୀର୍ଘତମ ଫ୍ଲାଏ ଓଭର ବ୍ରିଜ ଓ ଆଠମଲ୍ଲିକ- ଧଳପୁର ରାସ୍ତାରେ ମହାନଦୀ ଉପରେ ଓଡିଶାର ଦୀର୍ଘତମ ସେତୁର ଉଦଘାଟନ କରିଛନ୍ତି…

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ବଢିଲା ଆଶା କର୍ମୀଙ୍କ ଦରମା

ଭୁବନେଶ୍ୱର (କେନ୍ୟୁଜ): ବଢିଲା ଆଶାକର୍ମୀଙ୍କ ଦରମା । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି ନେଇ ରାଜ୍ୟର ଆଶା କର୍ମୀ ମାନଙ୍କର ମାସିକ ପାରିଶ୍ରମିକରେ ବୃଦ୍ଧି ଘୋଷଣା କରିଛନ୍ତି । ଏହା ସହିତ ଆଶା କର୍ମୀଙ୍କର ସେବା ନିବୃତ୍ତି ପ୍ରୋତ୍ସାହନ ରାଶିରେ ମଧ୍ୟ ବୃଦ୍ଧି…

କଟକରେ ଦୂର ହେବ ନାଳ ସମସ୍ୟା, ବକ୍ସ ଡ୍ରେନର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

କଟକ (କେନ୍ୟୁଜ): 5 T ଆଧାରରେ ସହରାଞ୍ଚଳ ରୂପାନ୍ତରଣ । ସହରବାସୀଙ୍କ ପାଇଁ ବିଭିନ୍ନ ସୁବିଧା ଓ ସେବା ଉତ୍ସର୍ଗ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । କଟକ ସହର ପାଇଁ ନବନିର୍ମିତ ବକ୍ସ ଡ୍ରେନ ଲୋକାର୍ପିତ ହୋଇଛି । ଏହି ପ୍ରକଳ୍ପ ପାଇଁ ଖର୍ଚ୍ଚ ହୋଇଛି ୪୫୦ କୋଟି ଟଙ୍କା । ଏହାଦ୍ବାରା…

ଆଜିଠୁ ଆଉ ୫ଜିଲ୍ଲାରେ ଗଡ଼ିବ ଲକ୍ଷ୍ମୀ ବସ୍, ଭର୍ଚୁଆଲରେ ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର (କେନ୍ୟୁଜ): ଆଜିଠୁ ଆଉ ୫ଜିଲ୍ଲାରେ ଗଡ଼ିବ ଲକ୍ଷ୍ମୀ ବସ୍। ବାଲେଶ୍ବର, ଜଗତସିଂହପୁର, ଗଞ୍ଜାମ, ନୂଆପଡ଼ା, ବୌଦ୍ଧରେ ଆରମ୍ଭ ହେବ ଲକ୍ଷ୍ମୀ ଵସ୍ ସେଵା। ଭର୍ଚୁଆଲ ମାଧ୍ୟମରେ ଲକ୍ଷ୍ମୀ ବସ୍ ସେବାର ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଗାଁ ଲୋକମାନେ ଲକ୍ଷ୍ମୀ ବସ୍…

ଫୋକସରେ ପଶ୍ଚିମ ଓଡ଼ିଶା: ସମ୍ବଲପୁର ପରେ ଆଜି ମୁଖ୍ୟମନ୍ତ୍ରୀଙ୍କ ବରଗଡ଼ ଜିଲ୍ଲା ଗସ୍ତ

ବରଗଡ଼(କେନ୍ୟୁଜ୍‌) :  ଫୋକସରେ ପଶ୍ଚିମ ଓଡ଼ିଶା । ସମ୍ବଲପୁର ପରେ ଆଜି ମୁଖ୍ୟମନ୍ତ୍ରୀଙ୍କ ବରଗଡ଼ ଜିଲ୍ଲା ଗସ୍ତ । ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦିନ୧୧ଟା ୫୦ ମିନିଟ୍ ରେ ବିଜେପୁର ବ୍ଲକ କନାପାଲି ସ୍ଥିତ ଅସ୍ଥାୟୀ ହେଲିପ୍ୟାଡରେ ପହଞ୍ଚିବେ । ୧୬୭୭ କୋଟି ୪୨ ଲକ୍ଷ ଟଙ୍କା ବ୍ୟୟରେ…

ଆଜିଠୁ ଗଞ୍ଜାମ ଜିଲ୍ଲା ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ, ଅନେକ ପ୍ରକଳ୍ପର କରିବେ ଉଦଘାଟନ ଓ ଶିଳାନ୍ୟାସ

ଭୁବନେଶ୍ୱର (କେନ୍ୟୁଜ): ଆଜିଠୁ ମୁଖ୍ୟମନ୍ତ୍ରୀଙ୍କ ଜିଲ୍ଲା ଗସ୍ତ । ଗଞ୍ଜାମ ଜିଲ୍ଲା ଗସ୍ତରେ ଯିବେ ନବୀନ ପଟ୍ଟନାୟକ । ତାଙ୍କ ନିଜ ନିର୍ବାଚନ ମଣ୍ଡଳୀ ହିଞ୍ଜିଳିକାଟୁ ଅନ୍ତର୍ଗତ ଶେରଗଡ଼ରେ ପ୍ରଥମେ ପହଞ୍ଚିବେ । ସେଠାରେ ଅନେକ ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ କରିବେ । ସେଠାରୁ ମୁଖ୍ୟମନ୍ତ୍ରୀ…

ଆସନ୍ତାକାଲି ଗଞ୍ଜାମ ଜିଲ୍ଲା ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭୁବନେଶ୍ୱର (କେନ୍ୟୁଜ୍‌) : ଆସନ୍ତାକାଲି ଗଞ୍ଜାମ ଜିଲ୍ଲା ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ତାଙ୍କ ନିଜ ନିର୍ବାଚନ ମଣ୍ଡଳୀ ହିଞ୍ଜିଳିକାଟୁ ଅନ୍ତର୍ଗତ ଶେରଗଡ଼ରେ ପ୍ରଥମେ ପହଞ୍ଚିବେ । ସେଠାରେ ଅନେକ ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ । ଏହାପରେ ସାଧାରଣ…