ପ୍ରଥମ ବିଶ୍ବ ଓଡ଼ିଆ ଭାଷା ସମ୍ମିଳନୀର ଲୋଗୋ ଉନ୍ମୋଚନ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ
ଭୁବନେଶ୍ୱର (କେନ୍ୟୁଜ୍): ପ୍ରଥମ ବିଶ୍ବ ଓଡ଼ିଆ ଭାଷା ସମ୍ମିଳନୀର ଲୋଗୋ ଉନ୍ମୋଚନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଲୋଗୋର ଟ୍ୟାଗ ଲାଇନ୍ ରହିଛି, ‘ଭାଷା ହିଁ ଭବିଷ୍ୟତ’ । ଏହି ଅବସରରେ ମୁଖ୍ୟମନ୍ତ୍ରୀ ଭାଷା ସମ୍ମିଳନୀର ସଫଳତା କାମନା କରିଛନ୍ତି । ପ୍ରଥମ ବିଶ୍ବ ଓଡ଼ିଆ ଭାଷା…