Below header
Browsing Tag

cm naveen patnaik

କୃଷି ବିଲର ଅନୁଧ୍ୟାନ ପାଇଁ ବିଜେଡି ଗଠନ କରିବ କମିଟି, ବିଧାୟକ ଦଳ ବୈଠକରେ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: କୃଷି ବିଲର ଅନୁଧ୍ୟାନ ପାଇଁ ବିଜେଡି ଗଠନ କରିବ କମିଟି । ସାଂସଦ, ବିଧାୟକ ଓ ବିଶିଷ୍ଟ ଚାଷୀ ନେତା କମିଟିର ସଦସ୍ୟ ରହିବେ । ସେମାନେ ବିଲର ବିଭିନ୍ନ ଦିଗକୁ ତର୍ଜମା କରିବେ । ବିଜେଡି ବିଧାୟକ ଦଳ ବୈଠକରେ ଏକଥା କହିଛନ୍ତି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସେ…

ଦଳ ବିରୋଧୀ କାର୍ଯ୍ୟ ପାଇଁ ବିଜୁ ଜନତା ଦଳରୁ ବହିଷ୍କୃତ ହେଲେ କଳ୍ପତରୁ ଓଝା

ଭୁବନେଶ୍ବର: ବିଜୁ ଜନତା ଦଳରୁ କଳ୍ପତରୁ ଓଝା ବହିଷ୍କୃତ । ଦଳ ବିରୋଧୀ କାର୍ଯ୍ୟ ପାଇଁ ତାଙ୍କୁ ବହିଷ୍କୃତ କରାଯାଇଛି। ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ ତାଙ୍କୁ ବହିଷ୍କାର କରାଗଲା। ବିଜୁ ଯୁବ ଜନତା ଦଳର ସାଧାରଣ ସମ୍ପାଦକ ଥିଲେ କଳ୍ପତରୁ ଓଝା । ଆଜି ବିଜୁ ଯୁବ ଜନତା ଦଳର ସାଧାରଣ…

ବନ୍ୟା ପିଡୀତଙ୍କ ପାଇଁ ୩୦୦ କୋଟି ଟଙ୍କାର ପ୍ୟାକେଜ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ବନ୍ୟା ପାଇଁ ମୁଖ୍ୟମନ୍ତ୍ରୀଙ୍କ ପ୍ୟାକେଜ ଘୋଷଣା । ୩୦୦ କୋଟିର ପ୍ୟାକେଜ ଘୋଷଣା କଲେ ମୁଖ୍ୟମନ୍ତ୍ରୀ । କ୍ଷତିଗ୍ରସ୍ତ କୃଷକଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଆର୍ଥିକ ସହାୟତା । ୩୩%ରୁ ଅଧିକ ଫସଲ ନଷ୍ଟ ହେଲେ ମିଳିବ କ୍ଷତିପୂରଣ । ଅଣଜଳସେଚିତ ଜମି ପାଇଁ ହେକ୍ଟର ପିଛା ୬୮୦୦ ଟଙ୍କା ଦିଆଯିବ ।…

ସ୍ୱାଧୀନତା ଦିବସ ଅବସରରେ ପ୍ରଦର୍ଶନୀ ପଡ଼ିଆରେ ପତାକା ଉତ୍ତୋଳନ କଲେ ମୁଖ୍ୟମନ୍ତ୍ରୀ: ସ୍ୱାଧୀନତା ସଂଗ୍ରାମୀଙ୍କୁ ସ୍ମରଣ…

ଭୁବନେଶ୍ବର: ସ୍ୱାଧୀନତା ଦିବସ ଅବସରରେ ୟୁନିଟ୍-୩ ସ୍ଥିତ ପ୍ରଦର୍ଶନୀ ପଡ଼ିଆରେ ପତାକା ଉତ୍ତୋଳନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହି ଅବସରରେ ମହାତ୍ମା ଗାନ୍ଧୀ ଓ ସ୍ୱାଧୀନତା ସଂଗ୍ରାମୀଙ୍କୁ ସ୍ମରଣ କଲେ ମୁଖ୍ୟମନ୍ତ୍ରୀ । ଏହାସହ ଓଡ଼ିଶାର ବରପୁତ୍ରଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲେ ।…

ଅର୍ଥ ଅଭାବରୁ କେହି ଜଣେ ବି ଚିକିତ୍ସା ସୁବିଧାରୁ ବଞ୍ଚିତ ହେବେ ନାହିଁ, ଘୋଷଣା କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭୁବନେଶ୍ବର: ଅର୍ଥ ଅଭାବରୁ କେହି ଜଣେ ବି ଚିକିତ୍ସା ସୁବିଧାରୁ ବଞ୍ଚିତ ହେବେ ନାହିଁ । ଏନେଇ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଭିଡିଓ କନ୍‌ଫରେନ୍‌ସିଂରେ କୋଭିଡ୍‌ ପରିଚାଳନା ସଂପର୍କରେ ସମୀକ୍ଷା କରିବା ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି, କୋଭିଡ୍‌ ଚିକିତ୍ସା ପାଇଁ…

ଆଜି ବସୁଛି ରାଜ୍ୟ କ୍ୟାବିନେଟ୍‌ର ଗୁରୁତ୍ୱପୂର୍ଣ୍ଣ ବୈଠକ, ମୋଟ୍‌ ୧୮ଟି ପ୍ରସ୍ତାବ ଉପରେ ହୋଇପାରେ ଆଲୋଚନା

ଭୁବନେଶ୍ବର: ଆଜି ବସୁଛି ରାଜ୍ୟ କ୍ୟାବିନେଟ୍‌ର ଗୁରୁତ୍ୱପୂର୍ଣ୍ଣ ବୈଠକ । ସଂଧ୍ୟା ୫ଟା ୩୦ରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବୈଠକ ବସିବ । ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ କ୍ୟାବିନେଟ୍‌ ବୈଠକ ହେବ । ଏଥିରେ ମୋଟ୍‌ ୧୮ଟି ପ୍ରସ୍ତାବ ଆସିବା ସମ୍ଭାବନା ରହିଛି । ରାଜସ୍ୱ,…

ଆଜି ଗଞ୍ଜାମର ସବୁ ସରପଞ୍ଚଙ୍କ ସହ କଥା ହେବେ ମୁଖ୍ୟମନ୍ତ୍ରୀ, ପଞ୍ଚାତୟ ସ୍ତରରେ କରୋନା ମୁକାବିଲାର କରିବେ ସମୀକ୍ଷା

ଗଂଜାମ: ଆଜି ଗଂଜାମ ଜିଲ୍ଲାର ସବୁ ସରପଞ୍ଚଙ୍କ ସହ କଥା ହେବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ପଞ୍ଚାତୟ ସ୍ତରରେ କିଭଳି କରୋନା ମୁକାବିଲା ଚାଲିଛି ତାର ସମୀକ୍ଷା କରିବେ । ଭିଡିଓ କନଫରେନ୍‌ସିଂ ଜରିଆରେ ଅପରାହ୍‌ଣ ୫ଟା ବେଳେ ମୁଖ୍ୟମନ୍ତ୍ରୀ କଥା ହେବେ । ଅନ୍ୟପଟେ ଗଞ୍ଜାମ ଜିଲ୍ଲାରେ…

କୋଭିଡ ଯୋଦ୍ଧାଙ୍କ ବଳିଦାନ ପାଇଁ ଆସନ୍ତାକାଲି ସଂଧ୍ୟା ୬ଟାରେ ୧ ମିନିଟ୍‌ ନିରବ ପ୍ରାର୍ଥନା କରିବାକୁ ରାଜ୍ୟବାସୀଙ୍କୁ…

କେନ୍ୟୁଜ (ବ୍ୟୁରୋ): କୋଭିଡ୍‌ ଯୁଦ୍ଧରେ ଅନେକ ବଳିଦାନ ଦେଇଛନ୍ତି । ସେମାନଙ୍କ ତ୍ୟାଗକୁ ସ୍ମରଣ କରିବା ସହ ସମ୍ମାନ ଜଣାଇବାକୁ ୧ ମିନିଟର ନିରବ ପ୍ରାର୍ଥନା ପାଇଁ ରାଜ୍ୟବାସୀଙ୍କୁ ନିବେଦନ କରିଛନ୍ତି ମୁଖ୍ୟମନ୍ତ୍ରୀ। କାଲି ସଂଧ୍ୟା ଛଅଟାରେ ଏହି ନିରବ ପ୍ରାର୍ଥନା ସଭାରେ ଯୋଗ ଦେବା ପାଇଁ…

କରୋନାରେ ମୃତ ୨ସାମ୍ବାଦିକଙ୍କୁ ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ, ପରିବାରକୁ ମିଳିବ ୧୫ଲକ୍ଷ ଟଙ୍କା

ଭୁବନେଶ୍ବର : କରୋନାରେ ମୃତ ୨ ଜଣ ସାମ୍ବାଦିକଙ୍କୁ ସହାୟତା ଘୋଷଣା । ମୃତ ସାମ୍ବାଦିକଙ୍କ ପରିବାରକୁ ମିଳିବ ୧୫ଲକ୍ଷ ଟଙ୍କା । ଏ ନେଇ ମୁଖ୍ୟମନ୍ତ୍ରୀ ଘୋଷଣା କରିଥିବା ରାଜ୍ୟ ସରକାରଙ୍କ ମିଡିଆ ପରାମର୍ଶଦାତା ମାନସ ମଙ୍ଗରାଜ ଟ୍ଵିଟ୍‌ କରି ସୂଚନା ଦେଇଛନ୍ତି । କରୋନାର ରାଜ୍ୟରେ ଦୁଇ ଜଣ…

ବିଜେଡିର ୧୮ଜଣ ବରିଷ୍ଠ ମହିଳା ନେତ୍ରୀଙ୍କୁ ବଡ଼ ଦାୟିତ୍ୱ, ଜାଣନ୍ତୁ କେଉଁ ଜିଲ୍ଲାରୁ କିଏ ?

ଭୁବନେଶ୍ବର: ବିଜେଡିର ୧୮ଜଣ ବରିଷ୍ଠ ମହିଳା ନେତ୍ରୀଙ୍କୁ ବଡ଼ ଦାୟିତ୍ୱ । ଜିଲ୍ଲାରେ ସାଂଗଠନିକ କାର୍ଯ୍ୟ ପରିଚାଳନା ପାଇଁ ବିଜୁ ଜନତା ଦଳର ସଭାପତି ନବୀନ ପଟ୍ଟନାୟକ ଏହି ଦାୟିତ୍ୱ ଦେଇଛନ୍ତି । ଦଳର ରାଜ୍ୟ ମହିଳା କମିଟିର ଜିଲ୍ଲା ଇନ୍-ଚାର୍ଜ ଭାବରେ ଏହି ୧୮ଜଣ ବରିଷ୍ଠ ନେତ୍ରୀ ଦାୟିତ୍ୱ…

କୋଭିଡରେ ସଂକ୍ରମିତ ନୀଳଗିରି ଓ ସାଲେପୁର ବିଧାୟକଙ୍କ ସହ ଟେଲିଫୋନରେ କଥା ହେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର : ନୀଳଗିରି ବିଧାୟକ ଓ ସାଲେପୁର ବିଧାୟକଙ୍କ ସହ ଟେଲିଫୋନରେ କଥା ହେଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । କୋଭିଡରେ ସଂକ୍ରମିତ ହୋଇ ଚିକିତ୍ସାଧୀନ ଥିବାରୁ ସେମାନଙ୍କ ସ୍ୱାସ୍ଥ୍ୟାବସ୍ଥା ବାବଦରେ ପଚାରିବୁଝିଛନ୍ତି । ଏଥିସହ ଦୁଇ ବିଧାୟକଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି…

ଗୁଣ୍ଡିଚା ପରେ ଏବେ ବାହୁଡା ଚିନ୍ତା, ଭିଡିଓ କନ୍‌ଫରେନ୍‌ସିଂରେ ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

କେନ୍ୟୁଜ୍ (ବ୍ୟୁରୋ): ମହାପ୍ରଭୁଙ୍କ ନୀତିର ଶୃଙ୍ଖଳିତ ପରିଚାଳନା ପାଇଁ ସର୍ବୋତ୍ତମ ଉଦ୍ୟମ ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱାରୋପ । ଆଜି ସଂଧ୍ୟାରେ ଭିଡିଓ କନ୍‌ଫରେନ୍‌ସିଂ ଯୋଗେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମହାପ୍ରଭୁଙ୍କ ବାହୁଡ଼ା, ସୁନାବେଶ, ଅଧରପଣା ଓ ନିଳାଦ୍ରିବିଜେ ଆଦି ନୀତିର…