Browsing Tag

cm naveen patnaik

ରାଉରକେଲାରେ କମୁନି ଝାଡାବାନ୍ତି, ଆଜି ସନ୍ଧ୍ୟାରେ ସ୍ଥିତି ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ

ରାଉରକେଲା (କେନ୍ୟୁଜ): ରାଉରକେଲାରେ ଡାଇରିଆ ସ୍ଥିତିର ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଆଜି ସନ୍ଧ୍ୟାରେ ସ୍ବାସ୍ଥ୍ୟ ବିଭାଗର ବରିଷ୍ଠ ଅଧିକାରୀଙ୍କ ସହ ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ । ରାଉରକେଲାରେ ବ୍ୟାପୁଛି ଝାଡାବାନ୍ତି। ୩ ଦିନରେ ଗଲାଣି ୭ ଜଣଙ୍କ ଜୀବନ। ୫୯୫ ଜଣ…

ମୁମ୍ବାଇରେ ମୁଖ୍ୟମନ୍ତ୍ରୀ, ‘ହାର୍ଟବିଟସ୍’ ପ୍ରଦର୍ଶନୀରେ ସାମିଲ ହେଲେ ନବୀନ ପଟ୍ଟନାୟକ

(କେନ୍ୟୁଜ): ମୁମ୍ବାଇରେ 'ହାର୍ଟବିଟସ୍' ପ୍ରଦର୍ଶନୀରେ ସାମିଲ ହେଲେ ମୁଖ୍ୟମନ୍ତ୍ରୀ। ୨ ଦିନିଆ ମୁମ୍ବାଇ ଗସ୍ତରେ ଅଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ବିଶିଷ୍ଟ ହୃଦ ବିଶେଷଜ୍ଞ ତଥା ଏସିଆନ ହାର୍ଟ ଇନଷ୍ଟିଚ୍ୟୁଟ ପ୍ରତିଷ୍ଠାତା ଡକ୍ଟର ରମାକାନ୍ତ ପଣ୍ଡା ମୁମ୍ବାଇରେ ଏକକ ଫଟୋ ପ୍ରଦର୍ଶନୀ…

ଆଜିଠୁ ୨ ଦିନିଆ ମୁମ୍ବାଇ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭୁବନେଶ୍ୱର (କେନ୍ୟୁଜ): ଆଜି ମୁଖ୍ୟମନ୍ତ୍ରୀଙ୍କ ମୁମ୍ବାଇ ଗସ୍ତ । ଆଜିଠୁ ୨ ଦିନିଆ ମୁମ୍ବାଇ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସକାଳ ୧୧ଟା ୩୦ରେ ମୁମ୍ବାଇ ଅଭିମୁଖେ ଯାତ୍ରା କରିବେ । ଗସ୍ତ ଅବସରରେ ଏସିଆନ୍ ହାର୍ଟ ଇନଷ୍ଟିଚ୍ୟୁଟ୍ ପ୍ରତିଷ୍ଠାତା ଡଃ ରମାକାନ୍ତ ପଣ୍ଡାଙ୍କ…

କଳାହାଣ୍ଡିରେ ରେଣ୍ଡୋ ମାଝୀ ମେଡିକାଲ କଲେଜ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ, ଗଡ଼ିଲା ଲକ୍ଷ୍ମୀ ବସ

କଳାହାଣ୍ଡି (କେନ୍ୟୁଜ): ପ୍ରତିଷ୍ଠା ଦିବସରେ ବିକାଶର ନୂଆ ଫର୍ଦ୍ଦରେ ଯୋଡ଼ିହେଲା କଳାହାଣ୍ଡି। କଳାହାଣ୍ଡି ଜିଲ୍ଲାର ରୂପାନ୍ତରଣ ପ୍ରକ୍ରିୟାକୁ ଆଗେଇ ନେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଜିଲ୍ଲାରେ ନବନିର୍ମିତ ନୂଆ ମେଡିକାଲ କଲେଜ ଲୋକାର୍ପିତ ହୋଇଛି। ୧୦୦ ସିଟ ବିଶିଷ୍ଟ ସହିଦ ରେଣ୍ଡୋ…

ଆଜି କଳାହାଣ୍ଡି ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ, ବିଭିନ୍ନ ଉନ୍ନୟନ ପ୍ରକଳ୍ପ ଶିଳାନ୍ୟାସର କରିବେ ଉଦଘାଟନ

ଭୁବନେଶ୍ୱର (କେନ୍ୟୁଜ): ମାଲକାନଗିରି ପରେ କଳାହାଣ୍ଡି । ଆଜି କଳାହାଣ୍ଡି ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଜିଲ୍ଲା ପ୍ରତିଷ୍ଠା ଦିବସରେ କଳାହାଣ୍ଡି ବାସୀଙ୍କୁ ବସ ଟର୍ମିନାଲ ଓ ମେଡିକାଲ କଲେଜ ଉପହାର । ଲକ୍ଷ୍ମୀ ବସ ଯୋଜନାର ଶୁଭାରମ୍ଭ କରିବେ। ସହିଦ ରେଣ୍ଡୋ ମାଝି ମେଡିକାଲ…

ବର୍ଷ ବର୍ଷର ଜମିଜମା ସମସ୍ୟାର ତୁରନ୍ତ ସମାଧାନ କଲେ ମୁଖ୍ୟମନ୍ତ୍ରୀ: ଉପକୃତ ହେବେ ୩ ଜିଲ୍ଲାର ୨ ଲକ୍ଷ ଚାଷୀ

କେନ୍ୟୁଜ୍(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଐତିହାସକ ନିଷ୍ପତ୍ତି ନେଇ ବିଭିନ୍ନ ସ୍ଥାନରେ ଜମି ସମସ୍ୟାର ସମାଧାନ କରାଯାଇ ଲୋକଙ୍କୁ ପଟ୍ଟା ଦେବାପାଇଁ ନୀତିଗତ ନିଷ୍ପତ୍ତି ନେଇଛନ୍ତି । ପୂର୍ବରୁ ଝାରସୁଗୁଡାର ହୀରାକୁଦ ବନ୍ଧ ବିସ୍ଥାପିତ, ଗଞ୍ଜାମ ସୋରଡା ବ୍ଲକ୍‌, ପୁରୀ…

ମାଲକାନଗିରିରୁ ଗଡିଲା ‘ଲକ୍ଷ୍ମୀ ବସ୍’ : ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ମାଲକାନଗିରି (କେନ୍ୟୁଜ): ମାଲକାନଗିରିରୁ ଗଡିଲା ଲକ୍ଷ୍ମୀ। ଲକ୍ଷ୍ମୀ ବସ୍ ସେବାର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ପ୍ରଥମ ଦିନରେ ଗଡିଲା ୩୬ଟି ବସ୍ । ସବୁଜ ପତାକା ଦେଖାଇ ଯୋଜନାର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ପ୍ରଥମ ଜିଲ୍ଲା ଭାବେ ମାଲକାନଗିରି…

ବିକାଶ ପଥରେ ମାଲକାନଗିରି ଜିଲ୍ଲା, ଆଜି ବଣ୍ଡାଘାଟିରୁ ’ଲକ୍ଷ୍ମୀ ବସ୍’ ଯୋଜନାର ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ

ମାଲକାନାଗିରିର (କେନ୍ୟୁଜ); ଗାଁ ପାଇଁ ଲକ୍ଷ୍ମୀ। ଆଜିଠାରୁ ଗାଁରୁ ବ୍ଲକ ଗଡ଼ିବ ବସ୍ । ଲକ୍ଷ୍ମୀ ଯୋଜନାରେ ରାଜ୍ୟରେ ଆରମ୍ଭ ହେବ ବସ୍ ସେବା । ଆଜି ମାଲକାନାଗିରିର ବଣ୍ଡାଘାଟିରୁ ଲକ୍ଷ୍ମୀ ଯୋଜନାର ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ପ୍ରଥମ ପର୍ଯ୍ୟାୟରେ ଦକ୍ଷିଣାଞ୍ଚଳର ୬…

ସ୍କୁଟି ଚଢ଼ିବେ ମିଶନ ଶକ୍ତି ମହିଳା, ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭୁବନେଶ୍ୱର (କେନ୍ୟୁଜ): ସଶକ୍ତ ମହିଳା । ସଶକ୍ତ ଓଡ଼ିଶା । ଗତିଶୀଳତା ହିଁ ସଶକ୍ତିକରଣ । ମିଶନ ଶକ୍ତି ସ୍କୁଟର ଯୋଜନାର ଶୁଭାରମ୍ଭ । ଲୋକସେବା ଭବନ କନଭେନସେଣ୍ଟରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହାର ଶୁଭାରମ୍ଭ କରିଛନ୍ତି । ବିଏଲଏଫ ଓ ଡିଏଲଏଫଙ୍କ ପାଇଁ କରାଯାଇଛି ଗାଡି ବ୍ୟବସ୍ଥା । ୧୫…

ସଚିବଙ୍କ ଗସ୍ତ ଉପରେ ସ୍ପଷ୍ଟୀକରଣ ରଖିଲେ ମୁଖ୍ୟମନ୍ତ୍ରୀ, ଲୋକଙ୍କ ଦୁଆରକୁ ଯାଉଛି ସିଏମଓ

କେନ୍ୟୁଜ୍(ବ୍ୟୁରୋ): ହଟ୍ଟଗୋଳ ଭିତରେ ବିଧାନସଭାରେ ବିବୃତି ରଖିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ସଚିବଙ୍କ ଗସ୍ତ ଉପରେ ସ୍ପଷ୍ଟୀକରଣ ରଖିଛନ୍ତି । ମୁଖ୍ୟମନ୍ତ୍ରୀ କହିଛନ୍ତି, ଲୋକଙ୍କ ଦୁଆରକୁ ଯାଉଛି ସିଏମଓ । ଲୋକଙ୍କଠାରୁ ଅଭିଯୋଗ ଶୁଣୁଛି । ସମସ୍ୟାର ସମାଧାନ ଦିଗରେ ନିଆଯାଉଛି ତ୍ବରିତ…

ଭଉଣୀର ଶେଷକୃତ୍ୟ ସାରି ଦିଲ୍ଲୀରୁ ଭୁବନେଶ୍ବର ଫେରୁଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭଉଣୀ ଗୀତା ମେହେଟ୍ଟାଙ୍କ ଶେଷକୃତ୍ୟ ସାରି ଆଜି ଦିଲ୍ଲୀରୁ ଭୁବନେଶ୍ବର ଫେରୁଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଗତ ଶନିବାର ଦିଲ୍ଲୀସ୍ଥିତ ବାସଭବନରେ ୮୦ ବର୍ଷ ବୟସରେ ଶେଷ ନିଶ୍ବାସ ତ୍ୟାଗ କରିଥିଲେ ପ୍ରଖ୍ୟାତ ସାହିତ୍ୟିକା ଗୀତା ମେହେଟ୍ଟା । ଗତକାଲି ନୂଆଦିଲ୍ଲୀ ଲୋଧି ରୋଡ୍ ଶ୍ମଶାନରେ…