Below header
Browsing Tag

cm naveen patnaik

ମହଙ୍ଗା ପଡ଼ିଲା ଦଳ ବିରୋଧୀ କାର୍ଯ୍ୟ: ବିଜେଡିରୁ ବିଦା ହେଲେ ବିପିନ ଚନ୍ଦ୍ର ପ୍ରଧାନ

ବ୍ରହ୍ମପୁର (କେନ୍ୟୁଜ): ମହଙ୍ଗା ପଡ଼ିଲା ଦଳ ବିରୋଧୀ କାର୍ଯ୍ୟ । ବିଜେଡିରୁ ବିପିନ ଚନ୍ଦ୍ର ପ୍ରଧାନ ବହିଷ୍କୃତ । ଦିଗପହଣ୍ଡି ଜିଲ୍ଲା ପରିଷଦ ସଦସ୍ୟ ବିପିନ ଚନ୍ଦ୍ର ପ୍ରଧାନ । ଦଳ ବିରୋଧୀ କାମ ପାଇଁ ତାଙ୍କୁ ବହିଷ୍କୃତ କରିଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ଏନେଇ ଦଳ ପକ୍ଷରୁ…

ପୁଣି ନଂ୧ ରେ ନବୀନ, ଲୋକପ୍ରିୟତାର ଶୀର୍ଷରେ ମୁଖ୍ୟମନ୍ତ୍ରୀ

(କେନ୍ୟୁଜ): ପୁଣି ଏକ ସର୍ଭେ । ପୁଣି ନବୀନ ନମ୍ବର ୱାନ । ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ଭାବରେ ପ୍ରଥମ ପସନ୍ଦ ନବୀନ ପଟ୍ଟନାୟକ । ନିଜ ରାଜ୍ୟରେ ସବୁଠୁ ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ମାନ୍ୟତା ବଜାୟ ରଖିଛନ୍ତି । ଇଣ୍ଡିଆ ଟୁଡେର ମୁଡ୍ ଅଫ ଦ ନେସନ୍ ପୋଲରେ ଶୀର୍ଷ ସ୍ଥାନରେ ଅଛନ୍ତି ନବୀନ ପଟ୍ଟନାୟକ ।…

BMC ମହାନଗର ନିଗମ ହେବ ଅଧିକ ଦକ୍ଷ ଓ କ୍ରିୟାଶୀଳ, ୪୧୬ଟି ନୂତନ ପଦବୀକୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ

ଭୁବନେଶ୍ବର (କେନ୍ୟୁଜ): ଭୁବନେଶ୍ବର ମହାନଗର ନିଗମ ରାଜ୍ୟର ସବୁଠାରୁ ବୃହତ ସ୍ବାୟତ୍ତ ଶାସନ ଅନୁଷ୍ଠାନ । ରାଜ୍ୟର ରାଜଧାନୀ ତଥା ଏକ ଆଧୁନିକ ସହର ଭାବେ ଭୁବନେଶ୍ବରର ପରିଚୟକୁ ଆହୁରି ସୁଦୃଢ କରିବା ସହିତ ଏହି ଐତିହ୍ୟ ସଂପନ୍ନ ସହରର ଐତିହାସିକ ମର୍ଯ୍ୟଦାର ସୁରକ୍ଷା ଦିଗରେ ଭୁବନେଶ୍ବର ମହାନଗର…

ମୋ ଓଡିଶା ଏବେ ସବୁ କ୍ଷେତ୍ରରେ ଦେଶ ପାଇଁ ଆଦର୍ଶ ହୋଇଛି : ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର (କେନ୍ୟୁଜ): ଦେଶ ପାଳୁଛି ୭୭ତମ ସ୍ୱାଧୀନତା ଦିବସ। ଭୁବନେଶ୍ୱର ପ୍ରଦର୍ଶନୀ ପଡ଼ିଆରେ ଆୟୋଜିତ ହେଉଛି ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ ସମାରୋହ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମୁଖ୍ୟ ଅତିଥି ଭାବେ ଯୋଗଦେଇ ପତାକା ଉତ୍ତୋଳନ କରିଛନ୍ତି । ଏହାସହ ରାଜ୍ୟବାସୀଙ୍କୁ ସମ୍ବୋଧନ କରିଛନ୍ତି…

୭୭ତମ ସ୍ବାଧୀନତା ଦିବସ: ଭୁବନେଶ୍ବର ପ୍ରଦର୍ଶନୀ ପଡ଼ିଆରେ ଜାତୀୟ ପତାକା ଉତ୍ତୋଳନ କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର (କେନ୍ୟୁଜ): ଦେଶ ପାଳୁଛି ୭୭ତମ ସ୍ବାଧୀନତା ଦିବସ । ଏଥିପାଇଁ ପଲ୍ଲୀରୁ ଦିଲ୍ଲୀ ଯାଏ ଉତ୍ସାହର ମାହୋଲ। ସ୍ବାଧୀନତା ଦିବସ ପାଇଁ ସାରା ଭୁବନେଶ୍ବର ସଜେଇ ହୋଇଛି । ଆଉ କିଛି ସମୟ ପରେ ପ୍ରଦର୍ଶନୀ ପଡ଼ିଆରେ ହେବ ରାଜ୍ୟସ୍ତରୀୟ ପରେଡ୍ । ମୁଖ୍ୟମନ୍ତ୍ରୀ ଜାତୀୟ ପତାକା ଉତ୍ତୋଳନ କରିବା…

ବିପର୍ଯ୍ୟୟ ପରିଚାଳନା କ୍ଷେତ୍ରରେ ଉଦାହରଣ ସୃଷ୍ଟି କରିଛି ଓଡ଼ିଶା : ଅମିତ ଶାହ

ଭୁବନେଶ୍ୱର (କେନ୍ୟୁଜ): ଓଡ଼ିଶାରେ କମିଛି ମାଓ ହିଂସା । ନକ୍ସଲ ଦମନ କ୍ଷେତ୍ରରେ ସଫଳତା ମିଳିଛି । ୨୦୧୫-୨୦୧୯ ମଧ୍ୟରେ ନକ୍ସଲ ହିଂସାକାଣ୍ଡ ୩୦ ପ୍ରତିଶତ କମିଛି । ଏନକାଉଣ୍ଟର ୩୨ପ୍ରତିଶତ ହ୍ରାସ ପାଇଛି । ଓଡ଼ିଶା ଗସ୍ତରେ ଆସି ଦୁଇଟି ଜାତୀୟ ରାଜପଥ ପ୍ରକଳ୍ପର ଶିଳାନ୍ୟାସ ଓ ଉଦଘାଟନ ଅବସରରେ…

ପଶ୍ଚିମ ଓଡ଼ିଶା ପାଳୁଛି ସମ୍ବଲପୁରୀ ଦିନ୍: ଟ୍ଵିଟ୍‌ କରି ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ ଓ କେନ୍ଦ୍ରମନ୍ତ୍ରୀ

ଭୁବନେଶ୍ୱର (କେନ୍ୟୁଜ): ଆଜି ପଶ୍ଚିମ ଓଡ଼ିଶାରେ ପାଳିତ ହେଉଛି ସମ୍ବଲପୁରୀ ଦିନ୍। ଅଗଷ୍ଟ ୧ ତାରିଖରେ ପାଳିତ ହୁଏ ଏହି ଦିନ। ସେଥିପାଇଁ ଉତ୍ସବମୁଖର ସହର। ଅଗଷ୍ଟ ୧ ତାରିଖରେ ସମ୍ବଲପୁରୀ ସାହିତ୍ୟ ତଥା ଭାଷାର ସ୍ରଷ୍ଟା ଗୁରୁ ସତ୍ୟନାରାୟଣ ବହିଦାରଙ୍କ ଜନ୍ମଦିନ । ତେଣୁ ତାଙ୍କ ସ୍ମୃତି…

ବଦଳିବ ପଞ୍ଚାୟତର ଚିତ୍ର: ଆମ ଓଡ଼ିଶା, ନବୀନ ଓଡ଼ିଶା ଯୋଜନରେ ପ୍ରତି ପଞ୍ଚାୟତକୁ ମିଳିବ ୫୦ଲକ୍ଷ ଟଙ୍କା

ଭୁବନେଶ୍ୱର (କେନ୍ୟୁଜ): ବଦଳିବ ପଞ୍ଚାୟତର ଚିତ୍ର । ବିକାଶଧାରାରେ ସହରାଞ୍ଚଳ ଭଳି ଆଗକୁ ବଢ଼ିବ ଗାଁଗଣ୍ଡା । ଆମ ଓଡ଼ିଶା, ନବୀନ ଓଡ଼ିଶା ସ୍କିମରେ ଗ୍ରାମାଞ୍ଚଳର ଭିତ୍ତିଭୂମିକୁ ବିକାଶ କରାଯିବ । ପ୍ରସ୍ତାବ ଉପରେ ରାଜ୍ୟ କ୍ୟାବିନେଟ୍‌ ମୋହର ମାରିଛି । ଏହି ଯୋଜନାରେ ପ୍ରତି ପଞ୍ଚାୟତକୁ ୫୦ ଲକ୍ଷ…

ଲୋକ କଳାକାରଙ୍କ ପାରିଶ୍ରମିକ ବୃଦ୍ଧି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର (କେନ୍ୟୁଜ): ରାଜ୍ୟରେ ଲୋକକଳାର ପ୍ରସାର ପାଇଁ ରାଜ୍ୟ ସରକାର ଅନେକ ପ୍ରଗତିଶୀଳ ପଦକ୍ଷେପ ନେଇଛନ୍ତି । ୨୦୦୯ ମସିହା ରୁ ବ୍ଲକ୍‌ ଠାରୁ ଆରମ୍ଭ କରି ଜିଲ୍ଲା ତଥା ରାଜ୍ୟସ୍ତର ପର୍ଯ୍ୟନ୍ତ କଳାକାର ମାନଙ୍କ ସଂଘ ଗଠନ କରାଯାଇଛି। ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ, ଓଡ଼ିଆ ଭାଷା,…

ନୂଆ ରୂପ ନେବ ବ୍ରହ୍ମପୁରର ମା’ ବୁଢୀ ଠାକୁରାଣୀ ମନ୍ଦିର: ଖର୍ଚ୍ଚ ହେବ ୧୮ କୋଟି, ଅନୁମୋଦନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର (କେନ୍ୟୁଜ): 5T ଉପକ୍ରମରେ ନୂଆ ରୂପ ନେବ ବ୍ରହ୍ମପୁରର ପ୍ରସିଦ୍ଧ ମା’ ବୁଢୀ ଠାକୁରାଣୀ ମନ୍ଦିର। ଖର୍ଚ୍ଚ ହେବ ୧୮ କୋଟି ଟଙ୍କା । ଦୁଇଟି ପର୍ଯ୍ୟାୟରେ କାମ ସଂପୂର୍ଣ୍ଣ ହେବ । ମନ୍ଦିରର ବିକାଶ ଯୋଜନା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅନୁମୋଦନ ଲାଭ କରିଛି । ନିର୍ଦ୍ଧାରିତ…

ଦୁର୍ନୀତିଗ୍ରସ୍ତ ଅଧିକାରୀଙ୍କ ଉପରେ ମୁଖ୍ୟମନ୍ତ୍ରୀଙ୍କ ଆକ୍ସନ: ୩ ଚାକିରିରୁ ବରଖାସ୍ତ, ୬ ଜଣଙ୍କ ପେନ୍‌ସନ୍‌ ବନ୍ଦ

ଭୁବନେଶ୍ୱର (କେନ୍ୟୁଜ): ଦୁର୍ନୀତିଗ୍ରସ୍ତ ଓ ଅପାରଗଙ୍କ ବିରୁଦ୍ଧରେ ମୁଖ୍ୟମନ୍ତ୍ରୀଙ୍କ କଠୋର ଆଭିମୁଖ୍ୟ ଜାରି । ୯ ଜଣ ଅଧିକାରୀଙ୍କ ଉପରେ କାର୍ଯ୍ୟାନୁଷ୍ଠାନ । ୩ ଜଣ ଚାକିରିରୁ ବରଖାସ୍ତ ହୋଇଥିବାବେଳେ ୬ ଜଣଙ୍କ ପେନ୍‌ସନ ସ୍ଥାୟୀ ଭାବେ ବନ୍ଦ କରାଯାଇଛି । ଏପର୍ଯ୍ୟନ୍ତ ୧୯୭ ଅଧିକାରୀଙ୍କ…

କେନ୍ଦୁଝର ଟ୍ରକ ଦୁର୍ଘଟଣାରେ ମୃତକଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଶୋକ, ପ୍ରଦାନ କଲେ ୩ ଲକ୍ଷ ଟଙ୍କା ସହାୟତା ରାଶି

ଭୁବନେଶ୍ୱର (କେନ୍ୟୁଜ): ଗତ ରାତିରେ କେନ୍ଦୁଝର ଜିଲ୍ଲା ଷଠୀଘର ଠାରେ ହୋଇଥିବା ଟ୍ରକ ଦୁର୍ଘଟଣାରେ ପାଞ୍ଚ ଜଣ ଲୋକଙ୍କ ମୃତ୍ୟୁ ଘଟିଛି ।ଏହି ଘଟଣାରେ ମୁଖ୍ୟମନ୍ତ୍ରୀ ନବୀନ ପଟନାୟକ ଗଭୀର ଶୋକ ପ୍ରକାଶ କରିବା ସହ ମୃତକଙ୍କ ନିକଟ ତମ ଆତ୍ମୀୟଙ୍କ ପାଇଁ ରିଲିଫ ପାଣ୍ଠିରୁ ତିନି ଲକ୍ଷ ଟଙ୍କା…