ରାୟଗଡ ଓ ଝାରସୁଗୁଡା ଜିଲ୍ଲାରେ ଆମ ଓଡିଶା ନବୀନ ଓଡିଶା ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ, ପ୍ରତି ପଞ୍ଚାୟତ ପାଇବେ ୫୦…
କେନ୍ୟୁଜ୍(ବ୍ୟୁରୋ): ରାଜ୍ୟ ସରକାରଙ୍କର ଗ୍ରାମାଭିମୂଖୀ ମହତ୍ବକାଂକ୍ଷୀ ଯୋଜନା ‘ଆମ ଓଡିଶା ନବୀନ ଓଡିଶା’ ମାଧ୍ୟମରେ ନୂଆ ଓଡିଶା ସଶକ୍ତ ଓଡିଶା ଗଠନର ଭିତ୍ତିଭୂମିକୁ ସୁଦୃଢ କରିବା ପାଇଁ ଆରମ୍ଭ ହୋଇଛି ଅଭିଯାନ। ଏହି କାର୍ଯ୍ୟକ୍ରମର ଫୋକସ୍ ହେବ ପ୍ରତି ପଞ୍ଚାୟତ, ପ୍ରତି ଗାଁ । ଆଜି…