Browsing Tag

cm naveen pattanaik

ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ୧୪ ଦେଶର ପ୍ରତିନିଧି, ଓଡ଼ିଶାର କଳା ଓ ସଂସ୍କୃତି ବିଷୟରେ ଅବଗତ କରାଇଲେ ମୁଖ୍ୟମନ୍ତ୍ରୀ

କେନ୍ୟୁଜ୍(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟିଲେ ୧୪ଟି ଦେଶର ମନ୍ତ୍ରୀ, ସାଂସଦ, ନୀତି ପରାମର୍ଶଦାତା ଓ କୂଟନୀତିଜ୍ଞ। ଲୋକସେବା ଭବନର କନଭେନସନ ସେଣ୍ଟରରେ ସାକ୍ଷାତ ଆଲୋଚନା ହୋଇଥିଲା। ଅତିଥିଙ୍କୁ ସ୍ୱାଗତ କରି ମୁଖ୍ୟମନ୍ତ୍ରୀ କହିଥିଲେ, ଭାରତ ସାର୍ବଭୌମ ଗଣତନ୍ତ୍ର…

ଗଞ୍ଜାମକୁ ଏକ ନମ୍ବର ଜିଲ୍ଲା କରିବା ପାଇଁ ସମସ୍ତେ ମିଶି କାମ କରିବା: ଆହ୍ଵାନ୍‌ ଦେଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ବ୍ରହ୍ମପୁର(କେନ୍ୟୁଜ୍):  ଗଞ୍ଜାମ ଜିଲ୍ଲାକୁ ଦେଶର ଏକ ନମ୍ବର ଜିଲ୍ଲା କରିବା। କବିସୂର୍ଯ୍ୟନଗର ଓ ହିଞ୍ଜିଳି କାର୍ଯ୍ୟକ୍ରମରେ ଯୋଗଦେଇ ଆହ୍ଵାନ୍‌ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଗଞ୍ଜାମକୁ ଏକ ନମ୍ବର ଜିଲ୍ଲା କରିବା ପାଇଁ ସମସ୍ତେ ମିଶି କାମ କରିବା। ମା’ମାନେ ବହୁତ ଭଲ କାମ…

ବିକାଶର ରୂପାନ୍ତରଣ ପର୍ବରେ ସାମିଲ ହେବ ଗଞ୍ଜାମ; ୨୬ରେ ତିନି ବ୍ଲକ ଗସ୍ତ କରିବେ ମୁଖ୍ୟମନ୍ତ୍ରୀ

ଗଞ୍ଜାମ (କେନ୍ୟୁଜ): ୨୬ରେ ଗଞ୍ଜାମ ଆସୁଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ବିଭିନ୍ନ ପ୍ରକଳ୍ପର ଉଦଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ କରିବେ ମୁଖ୍ୟମନ୍ତ୍ରୀ । କବିସୂର୍ଯ୍ୟନଗର, ସମରଝୋଳ ଓ ଛତ୍ରପୁରରେ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟକ୍ରମ ରହିଛି। ଜନସାଧାରଣଙ୍କୁ ଉଦବୋଧନ ଦେବା ସହ…

ସ୍ବାସ୍ଥ୍ୟ ମନ୍ତ୍ରୀ ନବଦାସଙ୍କ ଗୁଳିମାଡ଼ ଘଟଣାକୁ ନିନ୍ଦା କରିବା ସହ କ୍ରାଇମବ୍ରାଞ୍ଚ ତଦନ୍ତ ନିର୍ଦ୍ଦେଶ ଦେଲେ…

ଭୁବନେଶ୍ବର(କେନ୍ୟୁଜ୍): ସ୍ବାସ୍ଥ୍ୟ ମନ୍ତ୍ରୀ ନବଦାସଙ୍କ ଗୁଳିମାଡ଼ ଘଟଣାକୁ ନିନ୍ଦା କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।  ଏହା ସହ ତଦନ୍ତ ପାଇଁ କ୍ରାଇମବ୍ରାଞ୍ଚ ତଦନ୍ତ ନିର୍ଦ୍ଦେଶ । କ୍ରାଇମବ୍ରାଞ୍ଚ ତଦନ୍ତ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛନ୍ତି । କ୍ରାଇମବ୍ରାଞ୍ଚ…

୩ୟ ଥର ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନମ୍ବର ୱାନ୍, ମୁଡ୍‌ ଅଫ୍‌ ଦି ନେସନ ପୋଲରେ ପୁଣି ଶୀର୍ଷରେ

ଭୁବନେଶ୍ବର(କେନ୍ୟୁଜ୍): ନବୀନ ପୁଣି ନଂ ୧। ନିଜ ରାଜ୍ୟରେ ସବୁଠୁ ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ମାନ୍ୟତା ବଜାୟ ରଖିଛନ୍ତି । ଲୋକପ୍ରିୟ ମୁଖ୍ୟମନ୍ତ୍ରୀଙ୍କ ମଧ୍ୟରେ ପୁଣି ଏକ ନଂ ସ୍ଥାନରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଇଣ୍ଡିଆ ଟୁଡେ- ସି ଭୋଟର ମୁଡ୍‌ ଅଫ୍‌ ଦି ନେସନ ପୋଲରେ ପୁଣି…

ଆଜିଠୁ ଆରମ୍ଭ ହେଲା ଡଟ୍‌ ଫେଷ୍ଟ, ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭୁବନେଶ୍ବର(କେନ୍ୟୁଜ୍):  ଭୁବନେଶ୍ୱର ଡଟ୍‌ ଫେଷ୍ଟ ଉଦ୍‌ଘାଟିତ । ୯ ଦିନିଆ ଡଟ୍‌ ଫେଷ୍ଟ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହି ଅବସରରେ ଓଡ଼ିଶାବାସୀଙ୍କୁ ଅଭିନନ୍ଦନ ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ । କହିଛନ୍ତି ମନ୍ଦିରମାଳିନୀ ସହର ଭୁବନେଶ୍ୱର ଆଜି ଚର୍ଚ୍ଚାରେ ରହିଛି ।…

ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ କୃପାରୁ ନବବର୍ଷ ସୁଖମୟ ହେଉ: ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର(କେନ୍ୟୁଜ୍):  ମୁଖ୍ୟମନ୍ତ୍ରୀଙ୍କ ନବବର୍ଷ ଶୁଭେଚ୍ଛା । ଇଂରାଜୀ ନବବର୍ଷର ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଟ୍ଵିଟ୍‌ କରି ଶୁଭେଚ୍ଛା ଜଣାଇଛନ୍ତି । ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ କୃପାରୁ ନୂଆବର୍ଷ ସମସ୍ତଙ୍କ ପାଇଁ ସୁଖ, ଶାନ୍ତି ସମୃଦ୍ଧି ଓ ସୁଯୋଗ ଆଣୁ ବୋଲି…

ଅନୁଗୁଳରେ ୧୮୦୦ କୋଟି ଟଙ୍କାର ପ୍ରକଳ୍ପର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଅନୁଗୁଳ(କେନ୍ୟୁଜ୍):ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଅନୁଗୁଳ ଜିଲ୍ଲା ଗସ୍ତ କରି ୧୮୦୦ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ଶୁଭାରମ୍ଭ କରିଛନ୍ତି। ଏଥିରେ ୩୧୩ କୋଟି ଟଙ୍କାରେ ୭୪୬ଟି ପ୍ରକଳ୍ପ ଉଦ୍‌ଘାଟିତ ହୋଇଥିବା ବେଳେ, ୧୪୯୨ କୋଟି ଟଙ୍କାର ୭୯୫ଟି ପ୍ରକଳ୍ପ ପାଇଁ ଭିତ୍ତି ରଖାଯାଇଛି।…

ପୂରଣ ହେବ ଓଡ଼ିଶା ପୋଲିସର ୪ହଜାର ୭୯୦ କନେଷ୍ଟବଳ ପଦବୀ, ମୁଖ୍ୟମନ୍ତ୍ରୀ ପ୍ରଦାନ କଲେ ମଞ୍ଜୁରୀ

କେନ୍ୟୁଜ୍(ବ୍ୟୁରୋ): ପୂରଣ ହେବ ଓଡ଼ିଶା ପୋଲିସର ୪ହଜାର ୭୯୦ କନେଷ୍ଟବଳ ପଦବୀ । ପଦବୀ ପୂରଣ ପାଇଁ ପ୍ରକ୍ରିୟା ଆରମ୍ଭ କରିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ୪ଟି ପର୍ଯ୍ୟାୟରେ ଏହି ପଦବୀ ଗୁଡ଼ିକୁ ମୁଖ୍ୟମନ୍ତ୍ରୀ ମଞ୍ଜୁରୀ ପ୍ରଦାନ କରିଛନ୍ତି। ରାଜ୍ୟର ୩୪ଟି…

ବାଲେଶ୍ବରରେ ୧୮୦୬ କୋଟି ଟଙ୍କାର ୧୯୧ଟି ପ୍ରକଳ୍ପର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ବାଲେଶ୍ବର(କେନ୍ୟୁଜ୍): ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବାଲେଶ୍ବର ଗସ୍ତ କରି ସେ ସେଠାରେ ୧୮୦୬ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ଶୁଭାରମ୍ଭ କରିଛନ୍ତି। ଏଥିରେ ୩୭୪ କୋଟି ଟଙ୍କାର ପ୍ରକଳ୍ପ ଉଦ୍‌ଘାଟିତ ହୋଇଥିବା ବେଳେ, ୧୪୩୧ କୋଟି ଟଙ୍କାର ପ୍ରକଳ୍ପ ପାଇଁ ଭିତ୍ତି ପ୍ରଦାନ କରାଯାଇଛି।…

ପଦ୍ମପୁରରେ ୪୮୮ କୋଟି ଟଙ୍କାର ନୂଆ ପ୍ରକଳ୍ପର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ, ସମସ୍ତଙ୍କ ସହଯୋଗରେ ବିକାଶର ଏକ ମଡେଲ…

ଭୁବନେଶ୍ବର(କେନ୍ୟୁଜ୍): ଓଡିଶାରେ ଆଜି ବିକାଶର ମାର୍ଗ ପ୍ରଶସ୍ତ ହୋଇଛି। ବିକାଶର ଗତି ମଧ୍ୟ କ୍ଷୀପ୍ର ହୋଇଛି। ସବୁଠାରେ ବିକାଶର ପଦଚିହ୍ନ ସୁସ୍ପଷ୍ଟ। କୃଷି ଉତ୍ପାଦନ, ଖାଦ୍ୟ ସୁରକ୍ଷା, ମହିଳା ସଶକ୍ତିକରଣ, ୫-ଟି ସ୍କୁଲ ରୂପାନ୍ତର, ସ୍ବାସ୍ଥ୍ୟସେବା – ସବୁ କ୍ଷେତ୍ରରେ ଓଡିଶା ଆଜି ବିକାଶର…

ଆଜି ହାଇଦ୍ରାବାଦ୍‌ରେ ଓଡ଼ିଶା ଇନଭେଷ୍ଟର୍ସ ମିଟ୍‌, ଇଣ୍ଡଷ୍ଟ୍ରି କ୍ୟାପଟେନଙ୍କ ସହ ମୁଖ୍ୟମନ୍ତ୍ରୀଙ୍କ ୱାନ ଟୁ ୱାନ…

କେନ୍ୟୁଜ୍(ବ୍ୟୁରୋ): ଆଜି ହାଇଦ୍ରାବାଦ୍‌ରେ ଓଡ଼ିଶା ଇନଭେଷ୍ଟର୍ସ ମିଟ୍‌। ଏହାପୂର୍ବରୁ ଇଣ୍ଡଷ୍ଟ୍ରି କ୍ୟାପଟେନଙ୍କ ସହ ମୁଖ୍ୟମନ୍ତ୍ରୀଙ୍କ ୱାନ ଟୁ ୱାନ ଆଲୋଚନା । ମାଇକ୍ରୋସଫ୍ଟ ଇଣ୍ଡିଆର ଏମ୍‌ଡି ରାଜୀବ କୁମାର, ଭାରତ ବାୟୋଟେକ୍‌ର ଅଧ୍ୟକ୍ଷ ଡ. କ୍ରିଷ୍ଣା ଇଲାଙ୍କ ସହ ୱାନ୍‌ ଟୁ ୱାନ୍‌…