Browsing Tag

CM Naveen

୩୦ ରେ ନାମାଙ୍କନ ଭରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ୧ ରୁ ମାରାଥନ ପ୍ରଚାର

ଭୁବନେଶ୍ୱର : ୩୦ ରେ ନାମାଙ୍କନ ଭରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ହିଞ୍ଜିଳି ବିଧାନସଭା ଆସନ ପାଇଁ ନିଜର ପ୍ରାର୍ଥୀପତ୍ର ଦାଖଲ କରିବେ। ଏହା ପୂର୍ବରୁ ସେହିଦିନ ତାରାତାରିଣୀଙ୍କ ଦର୍ଶନ କରିବେ ଓ ପ୍ରାର୍ଥୀପତ୍ର ଦାଖଲ କରିବା ପରେ ଚିକିଟିରେ ଏକ ସମାବେଶକୁ ସମ୍ବୋଧନ କରିବେ। ଗଞ୍ଜାମ…

ଡବଲ ହ୍ୟାଟ୍ରିକ ଲକ୍ଷ୍ୟରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ବିରଳ ରେକର୍ଡ଼ ଲକ୍ଷ୍ୟରେ ରହିଛି ବିଜେଡି

ଡବଲ ହ୍ୟାଟ୍ରିକ ଲକ୍ଷ୍ୟରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଲଗାତାର ଷଷ୍ଠ ଥର ଜିତି ଦେଶରେ ବିରଳ ରେକର୍ଡ଼ ଲକ୍ଷ୍ୟରେ ରହିଛି ବିଜେଡି। ବିଜେଡି ନବୀନଙ୍କ ଭାବମୂର୍ତ୍ତି ଓ ଗତ ୫ ବର୍ଷର ଉପଲବ୍ଧିକୁ ନେଇ ଲୋକଙ୍କ ପାଖକୁ ଯିବ। ଦେଶର ରାଜନୈତିକ ଇତିହାସରେ ଓଡିଶାବାସୀ କିଛି ମାସ ମଧ୍ୟରେ ନୂଆ…

ଆସନ୍ତାକାଲି ଠାରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଜିଲ୍ଲା ଗସ୍ତ

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଜିଲ୍ଲା ଗସ୍ତ ଆସନ୍ତାକାଲି ଠାରୁ ଆରମ୍ଭ ହେବାକୁ ଯାଉଛି। ଢେଙ୍କାନାଳର ଯୋରନ୍ଦା ପୀଠରେ ପୁନଃବିକାଶ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରିବେ । ଏନେଇ୧୧୨ କୋଟି ଟଙ୍କାର ମାଷ୍ଟରପ୍ଲାନକୁ ଗତ ସପ୍ତାହରେ ମୁଖ୍ୟମନ୍ତ୍ରୀ ଅନୁମୋଦନ କରିଥିଲେ । ଢେଙ୍କାନାଳ…

ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନା ଅବଧିକୁ ଆଉ ୫ ବର୍ଷ ବଢାଇଲେ ମୁଖ୍ୟମନ୍ତ୍ରୀ

ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନା ଅବଧିକୁ ଆଉ ୫ ବର୍ଷ ବଢାଇଲେ ମୁଖ୍ୟମନ୍ତ୍ରୀ। ୨୦୨୪ ଜାନୁଆରୀ ୧ରୁ ୨୦୨୯ଡିସେମ୍ବର ୩୧ ପର୍ଯ୍ୟନ୍ତ ଅବଧି ବଢିଲା। ଏହି ଯୋଜନାରେ ୧୦ ଲକ୍ଷ ହିତାଧିକାରୀ ମାସକୁ ୫ କେଜି ଲେଖାଏ ମାଗଣା ଚାଉଳ ପାଇବେ। ରାଜ୍ୟ ଖାଦ୍ୟସୁରକ୍ଷା ଯୋଜନାରେ ରାଜ୍ୟର ୩ ଲକ୍ଷ୧୪ ହଜାର…

୧୦୦ ବର୍ଷର ସମସ୍ୟା ୧୦୦ ଦିନରେ ସମାଧାନ, ବିସ୍ଥାପିତଙ୍କୁ ପଟ୍ଟା ବାଣ୍ଟିଲେ ମୁଖ୍ୟମନ୍ତ୍ରୀ

ରାଜ୍ୟର ପ୍ରଶାସନିକ ଇତିହାସରେ ଆଜି ଯୁଗାନ୍ତକାରୀ ଦିବସ। ବିସ୍ଥାପିତଙ୍କ ୧୦୦ ବର୍ଷର ସମସ୍ୟାର ହେଲା ଅନ୍ତ । 5T ରୂପାନ୍ତରଣ ପ୍ରକ୍ରିୟାରେ ମାତ୍ର ୧୦୦ ଦିନରେ ବର୍ଷ ବର୍ଷର ସମସ୍ୟା ଦୂର ହୋଇଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ରାଜ୍ୟର ବିଭିନ୍ନ ଅଞ୍ଚଳର ବିସ୍ଥାପିତଙ୍କ ଦୀର୍ଘ ଦିନର…

ମୁଖ୍ୟମନ୍ତ୍ରୀଙ୍କୁ ଭେଟି ଧନ୍ୟବାଦ ଜଣାଇଲେ ୪ ଓଡ଼ିଆ ଶ୍ରମିକ, ପାଇଲେ ୨ ଲକ୍ଷ ଟଙ୍କା ଲେଖାଏଁ ସହାୟତା

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟିଛନ୍ତି ଉତ୍ତରକାଶୀ ଟନେଲରୁ ଉଦ୍ଧାର ଶ୍ରମିକ। ଭୁବନେଶ୍ବର ନବୀନ ନିବାସ ଠାରେ ମୁଖ୍ୟମନ୍ତ୍ରୀଙ୍କୁ ଭେଟି ତାଙ୍କ ସହୃଦୟତା ପାଇଁ ଧନ୍ୟବାଦ ଜଣାଇଛନ୍ତି। ଆଜି ମୁଖ୍ୟମନ୍ତ୍ରୀଙ୍କୁ ଭେଟିଥିବା ଶ୍ରମିକମାନେ ହେଲେ ମୟୂରଭଞ୍ଜର ରାଜୁ ନାୟକ, ଧିରେନ୍ ନାୟକ ଓ…

ହାତ ପାଆନ୍ତାରେ ବ୍ୟାଙ୍କ ସେବା, ଶୁଭ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ହାତ ପାଆନ୍ତାରେ ବ୍ୟାଙ୍କ ସେବା । ଆମ ବ୍ୟାଙ୍କ ସେବାର ଶୁଭ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଆଜି ୭୫୦ CSP ପ୍ଲସ୍ ଶାଖାର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ । ୪ ହଜାର ୩ ଶହରୁ ଅଧିକ ବ୍ୟାଙ୍କ ନଥିବା ପଞ୍ଚାୟତରେ CSP ପ୍ଲସ୍ ଶାଖା ରହିବ। ଯେଉଁଥିରେ ବୃଦ୍ଧ ଓ ଗର୍ଭବତୀ…

୩୪୯ଟି ନୂଆ ଆମ୍ବୁଲାନ୍ସର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ, କହିଲେ ଏଣିକି ୨୦ ମିନିଟ୍ ରେ ରୋଗୀଙ୍କୁ ଡାକ୍ତରଖାନା ଆଣିବ…

ଭୁବନେଶ୍ଵର : ତ୍ଵରିତ ସ୍ୱାସ୍ଥ୍ୟ ସେବା ଦିଗରେ ଆଉ ଏକ ଉଲ୍ଲେଖନୀୟ ପଦକ୍ଷେପ ନେଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଆଜି ୩୪୯ଟି ନୂଆ ଆମ୍ବୁଲାନ୍ସ ଓଡିଶାବାସୀଙ୍କ ନିମନ୍ତେ ଲୋକାର୍ପଣ କରିଛନ୍ତି ମୁଖ୍ୟମନ୍ତ୍ରୀ। ସ୍ଥାନୀୟ କଳିଙ୍ଗ ଷ୍ଟାଡିୟମ ଠାରେ ଅନୁଷ୍ଠିତ ଏହି ଲୋକାର୍ପଣ ଉତ୍ସବରେ ପ୍ରଥମ…

କିଟ୍ ଓ କିସରେ ମୁଖ୍ୟମନ୍ତ୍ରୀ, ବିଭିନ୍ନ କଲ୍ୟାଣକାରୀ କାର୍ଯ୍ୟକ୍ରମକୁ କଲେ ଉଦଘାଟନ

କିଟ୍ ଓ କିସ ପକ୍ଷରୁ ଏହାର କର୍ମଚାରୀଙ୍କ ପିଲାମାନଙ୍କ ନିମନ୍ତେ ପ୍ରତିଷ୍ଠା କରାଯାଇଥିବା ଶେଫାଳୀ କ୍ରେଚ୍ ସେଣ୍ଟର, କିଟ୍ ପବ୍ଲିକ ସ୍କୁଲ୍ ଏବଂ ସର୍ବସାଧାରଣଙ୍କ ନିମନ୍ତେ ଜୟନ୍ତ ମହାପାତ୍ର ପବ୍ଲିକ୍ ଲାଇବ୍ରେରୀ, ବାବା ନାରାୟଣ ଦାସ ପ୍ରସାଦ ସେବନ କେନ୍ଦ୍ର, କିଟ୍ ସୋଭିନିର୍ ଗ୍ୟାଲେରୀକୁ…

ପାରା ଅଲିମ୍ପିକ୍ସ ଖେଳାଳିଙ୍କୁ ଆର୍ଥିକ ପୁରସ୍କାର ରାଶି ପ୍ରଦାନ କଲେ ମୁଖ୍ୟମନ୍ତ୍ରୀ

ପାରା ଅଲିମ୍ପିକ୍ସ ଖେଳାଳିଙ୍କୁ ଆର୍ଥିକ ପୁରସ୍କାର ରାଶି ପ୍ରଦାନ। ନବୀନ ନିବାସରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟିବା ଅବସରରେ ସେ ଏହି ପୁରସ୍କାର ରାଶି ପ୍ରଦାନ କରିଛନ୍ତି ମୁଖ୍ୟମନ୍ତ୍ରୀ । ପ୍ରମୋଦ ଭଗତଙ୍କୁ ୨କୋଟି ଟଙ୍କା ଓ ସୌନ୍ଦର୍ଯ୍ୟ କୁମାରଙ୍କୁ ଦେଢ କୋଟି ଟଙ୍କାର ଆର୍ଥିକ…

୭୮ ବର୍ଷରେ ପଦାର୍ପଣ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଆଜି ୭୮ ବର୍ଷରେ ପଦାର୍ପଣ କରିଛନ୍ତି ଓଡିଶାର ଜନନାୟକ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଚାରିଆଡୁ ମିଳୁଛି ଶୁଭେଚ୍ଛା ଏବଂ ଶୁଭକାମନା । ଅକ୍ଟୋବର ୧୬, ୧୯୪୬ ମସିହାରେ ଜନ୍ମଗ୍ରହଣ କରିଥିବା ନବୀନ ପଟ୍ଟନାୟକ ଦୀର୍ଘ ୨୩ ବର୍ଷ ଧରି ନିରବଛିନ୍ନ ଭାବେ ଓଡିଶାର ମୁଖ୍ୟମନ୍ତ୍ରୀ ରୂପେ କାର୍ଯ୍ୟ…

ଜନ୍ମଦିନରେ ମୁଖ୍ୟମନ୍ତ୍ରୀ ନବୀନଙ୍କୁ ପ୍ରଧାନମନ୍ତ୍ରୀଙ୍କ ସହ ବିଭିନ୍ନ ମହଲରୁ ଶୁଭେଚ୍ଛା

ଭୁବନେଶ୍ୱର : ୭୮ ବର୍ଷ ବୟସରେ ପଦାର୍ପଣ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏଥିପାଇଁ ବିଭିନ୍ନ ମହଲରୁ ନବୀନଙ୍କ ପ୍ରତି ଶୁଭେଚ୍ଛାର ସୁଅ ଛୁଟିଛି । ମୁଖ୍ୟମନ୍ତ୍ରୀଙ୍କୁ ଜନ୍ମଦିନର ଶୁଭେଚ୍ଛା ମଧ୍ୟ ଜଣାଇଛନ୍ତି ପ୍ରଧାନମନ୍ତ୍ରୀ । ନବୀନଙ୍କ ଦୀର୍ଘ ଓ ସୁସ୍ଥ ଜୀବନ କାମନା କରିଛନ୍ତି…